Daily Archives

ଶାସ୍ତ୍ରୀ ନଗରପଡାର ମରଣାନ୍ତକ ଆକ୍ରମଣ ଘଟଣାରେ ଆକ୍ରମଣକାରୀ ସୁନୀଲ ଗିରଫ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗତ ୧୫ ତାରିଖ ଦିନ ବଲାଙ୍ଗିର ସହରର ଶାସ୍ତ୍ରୀ ନଗର ପଡା ଠାରେ ଘରକୁ ପଶି ଭବାନୀ ଦୀପ ଓ ତାଙ୍କ ପତ୍ନୀଙ୍କୁ କିଛି ଦୁର୍ବୃତ୍ତ ଆକ୍ରମଣ କରିଥିବା ଘଟଣା ସାରା ରାଜ୍ୟରେ ଚହଳ ସୃଷ୍ଟି କରିଥିବା ବେଳେଏହି ଘଟଣାକୁ ବଲାଙ୍ଗିର ପୋଲିସ ବିଷେଷ ଗୁରୁତ୍ୱ ଦେଇଛି । ତେବେ
Read More...

ରାଜ୍ୟସ୍ତରୀୟ ବିଦ୍ୟାଳୟ ଖୋ ଖୋ ପ୍ରତିଯୋଗିତାର ତିନୋଟି ବିଭାଗରେ ବଲାଙ୍ଗିର ଜିଲ୍ଲା ଚାମ୍ପିୟନ ଓ ଟେନିକଏଟରେ ଉପବିଜେତା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ମାରକୋନା, ବାଲେଶ୍ୱରରେ ଚାଲିଥିବା ରାଜ୍ୟସ୍ତରୀୟ ବିଦ୍ୟାଳୟ ଖୋ ଖୋ ଓ ଟେନିକଏଟ ଦଳ ୧୪ ଓ ୧୭ ବର୍ଷରୁ କମ୍‌ ବାଳକ ବାଳିକା ବିଭାଗରେ ଭାଗ ନେଇଥିଲେ । ଖୋ ଖୋର ୪ଟି ବିଭାଗରୁ ୩ଟି ବିଭାଗରେ ବଲାଙ୍ଗିର ଦଳ ଚାମ୍ପିୟନ ହୋଇଛନ୍ତି । ୧୭ ବର୍ଷରୁ କମ୍‌ ଫାଇନାଲ୍‌ରେ
Read More...

ଛେଲବାହାଲ ଅଙ୍ଗନୱାଡି କେନ୍ଦ୍ରରେ ଭକ୍ତକବି ମଧୁସୂଦନ ରାଓଙ୍କ ଜନ୍ମଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଛେଲବାହାଲ ଗ୍ରାମର ଅଙ୍ଗନୱାଡି କେନ୍ଦ୍ରରେ ଓଡିଶା ମାଟିରେ ବର୍ଣ୍ଣ ବିଭବ ବୁଣି ଦେଇଥିବା ମହାନ ସ୍ରଷ୍ଟା ପୁରୁଷ ଭକ୍ତ କବି ମଧୁସୂଦନ ରାଓଙ୍କ ଜନ୍ମଦିବସ ପାଳିତ ହୋଇଯାଇଛି । କାର୍ଯ୍ୟକ୍ରମ ପ୍ରାରମ୍ଭରେ
Read More...

ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଦ୍ଵାରା ପ୍ରଭାବିତ ଅନ୍ତପାଲି ଗ୍ରାମରେ ଜନ ଶୁଣାଣି

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଦ୍ଵାରା ପ୍ରଭାବିତ ଲୋଇସିଂହ। ବ୍ଲକର ରେଙ୍ଗାଲି ଗ୍ରାମ ପଂଚାୟତ ଅନ୍ତର୍ଗତ ଅନ୍ତପାଲି ଗ୍ରାମଠାରେ ଏକ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଜନ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଚଞ୍ଚଳ
Read More...

ଭବାନୀପାଟଣା ଠାରେ ଦ୍ଵିତୀୟ ଦିଶା କମିଟି ବୈଠକ ଅନୁଷ୍ଠିତ

କଳାହାଣ୍ଡି, (ପି.କେ.ସାହୁ) : ଆଜି ଭାବନୀପାଟଣା ଜିଲ୍ଲା ପରିଷଦ ସମ୍ମିଳନୀ ଗୃହରେ କଳାହାଣ୍ଡି ଲୋକସଭା ସାଂସଦ ବସନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଦ୍ଵିତୀୟ ଦିଶା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଦିଶା କମିଟି ଉପାଧ୍ୟକ୍ଷ ରାଜ୍ୟସଭା ସଭ୍ୟ ସୁଜିତ୍ କୁମାର, ଜୁନାଗଡ ବିଧାୟକ ଦିବ୍ୟ
Read More...

ଆସନ୍ତାକାଲି ଜିଲ୍ଲାର ବିଭିନ୍ନ ବ୍ଲକ ଅଞ୍ଚଳର ବ୍ୟବସ୍ଥିତ ୧୨ଟି କେନ୍ଦ୍ରରେ ୧୮ ବର୍ଷ ବୟସରୁ ଅଧିକ ନାଗରିକଙ୍କୁ…

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ତା ୨୦/୦୧/୨୩ରେ ଜିଲ୍ଲାର ସମସ୍ତ ବ୍ଲକ ଅଂଚଳର ୧୨ଟି ବ୍ୟବସ୍ଥିତ ଟୀକାକେନ୍ଦ୍ରରେ ୧୮ ବର୍ଷ ବୟସରୁ ଅଧିକ ହିତାଧିକାରୀଙ୍କ ଦ୍ୱିତୀୟ ଡୋଜ୍ ଏବଂ ବୋଷ୍ଟର୍ ଡୋଜ୍ ଟୀକାକରଣ କରାଯିବ
Read More...

ଅର୍ଥତତ୍ତ୍ଵ ଚିଟଫଣ୍ଡ ଠକେଇ ମାମଲା : ମୁଖ୍ୟ ମାମଲା ଛତ୍ରପୁର ଏସଡ଼ିଜେଏମ୍‌ଙ୍କ କୋର୍ଟରୁ ବ୍ରହ୍ମପୁର ସିଜେଏମ୍‌…

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ସର୍ବଶେଷରେ ସମସ୍ତ ଆଲୋଚନା ଓ ପର୍ଯ୍ୟାଲୋଚନାର ପରିସମାପ୍ତି ଘଟିଛି । ଏହି କ୍ରମରେ ଆଜି ଛତ୍ରପୁର ଏସଡ଼ିଜେଏମ୍ କୋର୍ଟରେ ଅର୍ଥତତ୍ତ୍ଵ ଚିଟଫଣ୍ଡର ମୁଖ୍ୟ ଅଭିଯୁକ୍ତ ପ୍ରଦୀପ ସେଠୀ ଓ ସହ ଅଭିଯୁକ୍ତ କୃଷ୍ଣ ପାଢ଼ୀଙ୍କ ଉପସ୍ଥିତିରେ ଉକ୍ତ ଚିଟଫଣ୍ଡ
Read More...

ଭାରତୀୟ ସେନାମାନଙ୍କ ଭୂମିକା ସମ୍ପର୍କରେ ସମସ୍ତେ ଅବଗତ ହେବା ଜରୁରୀ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ରାଷ୍ଟ୍ର ଗଠନରେ ଭାରତୀୟ ସେନାମାନଙ୍କ ଭୂମିକା ସମ୍ପର୍କରେ ସମସ୍ତେ ଅବଗତ ହେବା ଆବଶ୍ୟକ । ତେବେ ଯାଇ ଯୁବକମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବ ଏବଂ ସେମାନେ ଅନୁଭବି ବରିଷ୍ଠମାନଙ୍କ ନିକଟରୁ ଶିକ୍ଷା ଲାଭ କରିବେ । ସେଥି ସକାଶେ ଚଳିତ ୧୮ ରୁ ୨୩
Read More...

ମଦନପୁର ଏମ୍‌ସିସି ନକଆଉଟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ

ଦ୍ୱିତୀୟ ଦିନରେ ମଦନପୁର ସେମିଫାଇନାଲ୍‌ରେ ପ୍ରବେଶ କଳାହାଣ୍ଡି, (ପି.କ.ସାହୁ) : କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକ ମଦନପୁର ଠାରେ ଏମ୍‌ସିସି ନକଆଉଟ କ୍ରିକେଟ ଟୁର୍ଣ୍ଣାମେଣ୍ଟରେ ଆଜି ଦ୍ୱିତୀୟ ଦିବସରେ ତିନି ଗୋଟି ମ୍ୟାଚ୍‌ ହୋଇଥିବା ବେଳେ ପ୍ରଥମ ମ୍ୟାଚ୍‌ ପାୱାରହିଟର, ଟେକରୁମାଲ
Read More...

ସର୍ଗିପାଲି ଗାଁରେ ମନରେଗା ଯୋଜନାରେ ଅନିୟମିତତା ଅଭିଯୋଗ ଘଟଣା : ଗାଁରେ ପହଞ୍ଚି ତଦନ୍ତ କଲେ ଲୋକପାଳ, ବ୍ୟାପକ ପୋଲିସ…

ଖପ୍ରାଖୋଲ, (ଅଶୋକ ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ମହରାପଦର ପଞ୍ଚାୟତ ସର୍ଗିପାଲି ଗାଁରେ ମନରେଗା ଯୋଜନାରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିବା ବେଳେ ଏହାକୁ ନେଇ ଅସନ୍ତୁଷ୍ଟ ଶ୍ରମିକ ମଙ୍ଗଳବାର ବ୍ଲକ୍ କାର୍ଯ୍ୟାଳୟରେ ଅସନ୍ତୋଷ ପ୍ରକାଶ କରି ବ୍ଲକ୍ କାର୍ଯ୍ୟାଳୟକୁ
Read More...
error: Content is protected !!