Daily Archives

ଦୁଇ ଅସାଧୁ କପା ବ୍ୟବସାୟୀ ଜେଲ ଗଲେ, ନିଜ ପାଉଣା ଫେରସ୍ତ ପାଇଲେ ଚାଷୀ

ଖପ୍ରାଖୋଲ, (ଅଶୋକ ବାଗ) : ଖପ୍ରାଖୋଲ ବ୍ଲକ କପସିପାଲି ଗ୍ରାମର ଦୁଇଜଣ ବ୍ୟବସାୟୀ କପା କିଣୁଥିବା ବେଳେ ଚଞ୍ଚକତା କରି ଚାଷୀଙ୍କୁ ଠକୁଥିବା ନେଇ ଅଭିଯୋଗରେ ଖପ୍ରାଖୋଲ ପୋଲିସ ଦୁଇ ଅସାଧୁ କପା ବ୍ୟବସାୟୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଅଛି । ଅଭିଯୁକ୍ତ ଦୁଇଜଣ ହେଲେ କପସିପାଲି ଗ୍ରାମର
Read More...

ଏକଦିବସୀୟ ରାଜ୍ୟସ୍ତରୀୟ ଦିବାରାତ୍ର ଭଲିବଲ ଟୁର୍ଣ୍ଣାମେଣ୍ଟ : ପଞ୍ଜାବ ଦଳ ଚମ୍ପିଆନ

ନୀଳଗିରି : ବାଲେଶ୍ୱର ଜିଲ୍ଲା ନୀଳଗିରି କେସି ହାଇସ୍କୁଲ ପଡ଼ିଆ ପରିସରରେ ଫିଆଟଲକ୍ସ କ୍ଲବ ଆନୁକୂଲ୍ୟରେ ଏକ ଦିବସୀୟ ରାଜ୍ୟସ୍ତରୀୟ ଭଲିବଲ ଟୁର୍ଣ୍ଣାମେଟ ଅନୁଷ୍ଠିତ ହୋଇଯାଇଛି । ଟୁର୍ଣ୍ଣାମେଣ୍ଟରେ ରାଉରକେଲା ଟିମ୍, ଖୋର୍ଦ୍ଧା ରେଲୱେ, ପଞ୍ଜାବ ଏବଂ ୱେଷ୍ଟବେଙ୍ଗଲ ଟିମ୍ ଅଂଶଗ୍ରହଣ କରିଥିଲେ
Read More...

ଅଜଣା ଦୁର୍ବୃତ୍ତଙ୍କ ଆକ୍ରମଣରେ ଯୁବକ ମୃତ, ହତ୍ୟାର କାରଣ ଅସ୍ପଷ୍ଟ

ଗଞ୍ଜାମ : ଗଞ୍ଜାମ ଜିଲ୍ଲା ବେଗୁନିଆପଡା ଥାନା ଅନ୍ତର୍ଗତ ବାଲିବଣ ଆଦର୍ଶ ବିଦ୍ୟାଳୟ ନିକଟରେ ଅଜଣା ଦୁର୍ବୃତ୍ତଙ୍କ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ଯୁବକ ଜଣଙ୍କ ହେଲେ ତାଳସର ପଂଚାୟତର ଭାବିନିପୁର ଗ୍ରାମର ନାରାୟଣ ଗୌଡ଼ଙ୍କ ପୁଅ ପଙ୍କଜ ଗୌଡ଼ । ଶୁକ୍ରବାର ଅପରାହ୍ନରେ କେତେଜଣ
Read More...

ବୋଲେରୋ ଧକ୍କାରେ ବାଇକ୍‌ ଆରୋହୀ ମୃତ

ସମ୍ବଲପୁର : ବୋଲେରୋ ଧକ୍କାରେ ବାଇକ୍‌ ଆାରୋହୀ ମୃତ । ଏଭଳି ଅଭାବନୀୟ ଘଟଣା ଘଟିଛି ସମ୍ବଲପୁର ଜିଲ୍ଲା ଧନୁପାଲି ମହାବୀରପଡ଼ା ନିକଟରେ । ମୃତକ ଜଣକ ଭତରା ଅଞ୍ଚଳର ରଞ୍ଜିତ ବୋଲି ଜଣାପଡ଼ିଛି । ସୂଚନା ଅନୁଯାୟୀ, ଶୁକ୍ରବାର ବିଳମ୍ବିତ ରାତିରେ ରଞ୍ଜିତ ବାଇକ୍‌ରେ ଘରକୁ ଫେରୁଥିଲେ ।
Read More...

କୃଷି ବିଭାଗ ତରଫରୁ କୃଷକ ସଚେତନତା ରଥର ଶୁଭାରମ୍ଭ

ଖପ୍ରାଖୋଲ, (ଅଶୋକ ବାଗ) : ସ୍ଥାନୀୟ ବ୍ଲକ କୃଷି କାର୍ଯ୍ୟାଳୟ ପରିସରରେ କୃଷି ଏବଂ କୃଷକ ସଶକ୍ତିକରଣ ବିଭାଗ ତରଫରୁ କୃଷକ ସଚେତନତା ରଥର ଶୁଭାରମ୍ଭ ହୋଇଯାଇଛି । ସଚେତନତା ରଥର ଶୁଭାରମ୍ଭ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ପାଟଣାଗଡ କୃଷି ଜିଲ୍ଲା ଅଧିକାରୀ ବାବୁଲି ଚରଣ ସେଠୀ ଯୋଗ ଦେଇ
Read More...

ଆଜି କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର : ଶନିବାର ପୂର୍ବାହ୍ନ ୧୧ଟା ୧୫ ମିନିଟରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ମୋଟ ୧୫ଟି ପ୍ରସ୍ତାବକୁ ଅନୁମୋଦନ ମିଳିବା ସମ୍ଭାବନା ରହିଛି । ପଞ୍ଚାୟତିରାଜ,
Read More...

ଭୟାବହ ଅଗ୍ନିକାଣ୍ଡ ଘଟି ଜଳିଗଲା ୪ ବଖରା ଘର : ୨ ଗାଈ ଆହତ

ପାଟକୁରା : କେନ୍ଦ୍ରାପଡା ଜିଲ୍ଲା ଗରଦପୁର ବ୍ଲକ ଅନ୍ତର୍ଗତ ତଳକୁସୁମା ପଞ୍ଚାୟତର ଶିକଳ ଗ୍ରାମରେ ଅଗ୍ନିକାଣ୍ଡ ଘଟି ୪ ବଖରା ଘର ଜଳିଯିବା ସହିତ ୨ ଗାଇ ଆହାତ ହେଇଛନ୍ତି । ଖବର ଅନୁଯାୟୀ ତଳକୁସୁମା ସିକଳ ଗ୍ରାମର ସୁକାନ୍ତ ରାଉତ, ପ୍ରଶାନ୍ତ ରାଉତ, ସୁମନ୍ତ ରାଉତ ଏହି ଅଗ୍ନିକାଣ୍ଡର ଶିକାର
Read More...

ସାଧାରଣତନ୍ତ୍ର ଦିବସ ପାଇଁ ଆସିଲା ଗାଇଡ୍‌ଲାଇନ

ଭୁବନେଶ୍ୱର : ସାଧାରଣତନ୍ତ୍ର ଦିବସ ପାଇଁ ଆସିଲା ଗାଇଡ୍‌ଲାଇନ । ଜାନୁଆରୀ ୨୬ ତାରିଖ ଦିନ ଦେଶର ସମସ୍ତ ଶିକ୍ଷାନୁଷ୍ଠାନରେ ପୂର୍ବାହ୍ନ ସାଢ଼େ ୯ଟା ସୁଦ୍ଧା ଜାତୀୟ ପତାକା ଉଡ଼ିବ । କୋଭିଡ୍‌ ସ୍ଥିତିକୁ ଦେଖି ଭର୍ଚୁଆଲ ନ ହେଲେ ଫିଜିକାଲ ମୋଡ୍‌ରେ ପତାକା ଉତ୍ତୋଳନ କରିବେ ଶିକ୍ଷାନୁଷ୍ଠାନର
Read More...

ସରସ୍ଵତୀ ଶିଶୁ ମନ୍ଦିରରେ ବାର୍ଷିକ ଉତ୍ସବ ପାଳିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : କଥାରେ ଅଛି ଶିଶୁ ହସିଲେ ଦୁନିଆଁ ହସେ । ପୁରୀ ଜିଲ୍ଲା କଣାସ ବ୍ଲକ୍ ଅନ୍ତର୍ଗତ କଣାସ ହାଟ ଠାରେ ସରସ୍ଵତୀ ଶିଶୁ ମନ୍ଦିର ସ୍କୁଲରେ ସପ୍ତବିଂଶତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ଛୋଟ ଛୋଟ କୁନି କୁନି ଛାତ୍ରଛାତ୍ରୀମାନେ ତାଙ୍କର ନାଚ, ଗୀତ ସହ
Read More...

ଜିଲ୍ଲାସ୍ତରୀୟ ଜନରାଜ୍ୟ ଦିବସ ନିମନ୍ତେ ଦେଶାତ୍ମବୋଧ ସଙ୍ଗୀତ ପ୍ରତିଯୋଗିତା ସମାପ୍ତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଚଳିତବର୍ଷର ଜିଲ୍ଲାସ୍ତରୀୟ ଜନରାଜ୍ୟ ଦିବସ ପାଳନ ଉପଲକ୍ଷେ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ଓଡିଆ ଦେଶାତ୍ମବୋଧ ସଙ୍ଗୀତ ପ୍ରତିଯୋଗିତା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟରେ ସଂଗଠିତ ହୋଇଯାଇଛି । ପ୍ରାଥମିକ ବିଦ୍ୟାଳୟ, ମଧ୍ୟ ଇଂରାଜୀ
Read More...