Daily Archives

୨୧ତମ ଲୋକ ଉତ୍ସବର ଚତୁର୍ଥ ସନ୍ଧ୍ୟା : ମୁଖ୍ୟ ଅତିଥି ଭାବେ ଯୋଗଦେଲେ ବିଧାୟକ ନରସିଂହ

ବଲାଙ୍ଗିର, (କେପିଏନ୍‌ଏସ୍‌) : ୨୧ତମ ଲୋକ ଉତ୍ସବର ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି ବିଧାୟକ ନରସିଂହ ମିଶ୍ର । ମୁଖ୍ୟ ଉନ୍ନୟନ ଅଧିକାରୀ ସୁଶାନ୍ତ ସିଂହଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସାଂସ୍କୃତିକ ସଭାରେ ସମ୍ମାନୀତ ଅତିଥି ଭାବେ ସିଆର୍‌ପିଏଫ୍‌ ୧୮୯ ବାଟାଲିୟନ
Read More...

ଶିକାଛିଡା କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ

ବଲାଙ୍ଗିର, (ପୁସ୍ତମ୍ ଜୁଆଡି) : ସଦର ବ୍ଲକ ଅନ୍ତର୍ଗତ ଶିକାଛିଡା ଗ୍ରାମରେ ଇଲେଭେନ ଷ୍ଟାର କ୍ରିକେଟ କ୍ଳବ ଆନୁକୂଲ୍ୟରେ ଦଶମ ଜୟ ବୁଢା ଡ଼ଙ୍ଗର କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ଏହି ସମାରୋହରେ ମୁଖ୍ୟ ଅତିଥି ଭାବରେ ଯୁବ ନେତା ଘନଶ୍ୟାମ ଶତପଥି, ଯୁବ ବିଜେଡି ନେତା ପିଙ୍କୁ
Read More...

ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ୧୨୬ତମ ଜୟନ୍ତୀ ପାଳିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ମହାନ ସ୍ଵାଧୀନତା ସଂଗ୍ରାମୀ ତଥା ରାଷ୍ଟ୍ରଭକ୍ତ ଅବିସ୍ମରଣୀୟ ଯୋଦ୍ଧା ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ୧୨୬ତମ ଜୟନ୍ତୀ ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଘୋରଡିଆ ନୋଡାଲ ଉଚ୍ଚ ବିଦ୍ୟାଳୟରେ ପାଳିତ ହୋଇଯାଇଛି । ଏହି ଜନ୍ମ ବାର୍ଷିକ ଉତ୍ସବରେ
Read More...

ବାରବନ୍ଧା ସ୍ୱାସ୍ଥ୍ୟ ଏବଂ ଆରୋଗ୍ୟ କେନ୍ଦ୍ର ପରିସରରେ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ

କଳାହାଣ୍ଡି, (ପି.କେ. ସାହୁ) : ଭାରତ ସରକାର ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରଣାଳୟ ନେହେରୁ ଯୁବ କେନ୍ଦ୍ର କଳାହାଣ୍ଡି ଜିଲ୍ଲା ଯୁବ ଅଧିକାରୀ ପ୍ରସନ୍ନ କୁମାର ମେହେର ଓ ଲେଖାପାଳ ଦୁତୀୟ ବନଛୋରଙ୍କ ତତ୍ୱାବଧାନରେ କଳାରୁଦ୍ର ଯୁବକ ସଂଘ କୁସୁର୍ଲା(ହଜାରୀପଡା) କଳାହାଣ୍ଡି ଜିଲ୍ଲା
Read More...

ତ୍ରିଲୋଚନ ନେତ୍ରାଳୟ ପକ୍ଷରୁ ମାଗଣା ଆଖି ଅପେରେସନରେ ଟଙ୍କା ହଡପ ଅଭିଯୋଗ

ପଦ୍ମପୁର, (ନିରୋଜ କୁମାର ପାଣୀ) : ତ୍ରିଲୋଚନ ନେତ୍ରାଳୟ ପକ୍ଷରୁ ମାଗଣା ଆଖି ଅପେରେସନରେ ଟଙ୍କା ହଡପ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗ ଅନୁସାରେ ଜାନୁଆରୀ ୮ ତାରିଖ ରବିବାର ଦିନ ପାଇକମାଲ ଧର୍ମଶାଳାଠାରେ ଏକ ମାଗଣା ସ୍ୱାସ୍ଥ୍ୟ ଶିବିର ଯୁବ କୁଲତା ସମାଜ ଆନୁକୂଲ୍ୟରେ ଅନୁଷ୍ଠିତ
Read More...

ଓଡିଶା ଷ୍ଟେଟ ବିଗ୍ରେଡ ସ୍କୁଲର ବାର୍ଷିକ ଉତ୍ସବ ୨୦୨୩ ପାଳିତ

କଳାହାଣ୍ଡି, (ପି.କେ.ସାହୁ) : କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକ ମଦନପୁର ଠାରେ ଓଡିଶା ଷ୍ଟେଟ ବିଗ୍ରେଡ ସ୍କୁଲର ସଭାପତି ତଥା ଆଇନଜୀବୀ ବିଶ୍ୱମ୍ବର ରଣାଙ୍କ ଅଧ୍ୟକ୍ଷତାରେ ବାର୍ଷିକ ଉତ୍ସବ ୨୦୨୩ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଜୋନ୍(ଖ) ଜିଲ୍ଲା ପରିଷଦ ମଞ୍ଜୁଲତା ଧରୁଆ,
Read More...

ବାସହୀନଙ୍କ ସହିତ ବଣଭୋଜି କଲେ ବଦାନ୍ୟ ବନ୍ଧୁ ସୁବ୍ରତ କୁମାର ବିର୍ତ୍ତିଆ

ବରଗଡ଼, (ନିରୋଜ କୁମାର ପାଣୀ) : ପବିତ୍ର ମାଘମାସ ପାଇଁ ପର୍ଯ୍ୟଟନ ସ୍ଥଳୀ ଗୁଡ଼ିକ ଉତ୍ସବ ମୁଖର । ବିଭିନ୍ନ ସ୍ଥାନରେ ବଣଭୋଜିର ମଜା ନେଉଛନ୍ତି ପର୍ଯ୍ୟଟକ । ଏହିସବୁ ଭିତରେ ସମାଜରୁ ଅବହେଳିତ ନିଷ୍ପେସିତ ହୋଇ ବସଷ୍ଟେସନ ରେଳଷ୍ଟେସନ ରାତ୍ର ଆଶ୍ରୟସ୍ଥଳୀରେ ଜୀବନ କାଟୁଥିବା ଲୋକଙ୍କ ସହିତ
Read More...

୩୦ତମ ବଲାଙ୍ଗିର ଜିଲ୍ଲା କରାଟେ ପ୍ରତିଯୋଗିତା ଉଦ୍‌ଯାପିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର କରାଟେ ସ୍କୁଲ ଆନୁକୂଲ୍ୟରେ ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ ପ୍ରାଙ୍ଗଣରେ ୩୦ତମ ବଲାଙ୍ଗିର ଜିଲ୍ଲା କରାଟେ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରତିଯୋଗିତାରେ ଜିଲ୍ଲାର ସମସ୍ତ ଅନୁବନ୍ଧନ କରାଟେ ଶାଖାରୁ ମୋଟ ୧୭୫ଜଣ ପ୍ରତିଯୋଗୀ ଭାଗ
Read More...

ଶ୍ରୀ ଶ୍ରୀ ନାଗେଶ୍ଵର ବାବାଙ୍କ ମନ୍ଦିର ପ୍ରତିଷ୍ଠା

ବରଗଡ, (ନିରୋଜ କୁମାର ପାଣୀ) : ଶ୍ରୀ ଶ୍ରୀ ନାଗେଶ୍ୱର ବାବାଙ୍କ ମନ୍ଦିର ପ୍ରତିଷ୍ଠା ତଥା ଦୁଇ ବୀରପୁତ୍ର ସୁରେନ୍ଦ୍ର ସାଏ ଏବଂ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଅବସରରେ ଆଜି ନାଗେନପାଲି ଗ୍ରାମରେ ସଂକଳ୍ପ ପରିବାର ଓ ନାଗେନପାଲି ଗ୍ରାମବାସୀଙ୍କ ମିଳିତ ଆନୁକୂଲ୍ୟରେ ଏକ ସ୍ୱେଚ୍ଛାକୃତ
Read More...

ବିରଞ୍ଚି ଦାଶ ପାଇଲେ ଆନ୍ତର୍ଜାତିକ ଲାଇଫ୍‌ ସେଭର ଏୱାର୍ଡ

ତୁରେକେଲା, (କୈଳାସ ସଗ୍ରିଆ) : ଆଜି ଭାରତ ବର୍ଷରେ ନେତାଜୀ ଓ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ଜୟନ୍ତୀ ଧୂମଧାମରେ ପାଳନ ହେଉଥିବା ଅବସରରେ ପାଟଣେଶ୍ୱରୀ ସାହିତ୍ୟ ସଂସଦ ଟ୍ରଷ୍ଟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଥିଲା । ଟ୍ରଷ୍ଟର ସଭାନେତ୍ରୀଙ୍କ ସଭାପତିତ୍ୱରେ ଡ.ଗୋବର୍ଦ୍ଧନ ସାହୁ ମୁଖ୍ୟ
Read More...
error: Content is protected !!