Daily Archives

ଉଗ୍ରରୂପ ନେଇଛି ନୂଆପଡ଼ା ବ୍ଲକ ପତୋରା ଅପର ଜୋଙ୍କ ଜଳ ଆବଣ୍ଟନ

ନୂଆପଡ଼ା, (ନିରାକାର ମେହେର) : ଉଗ୍ରରୂପ ନେଇଛି ନୂଆପଡ଼ା ବ୍ଲକ ପତୋରା ଅପର ଜୋଙ୍କ ଜଳ ଆବଣ୍ଟନ । ସୂଚନା ଅନୁସାରେ ଆଜି ତଳମୁଣ୍ଡ ଚାଷୀ ପାଣି ପାଇଁ ଜିଲ୍ଲାପାଳଙ୍କୁ ତାଲା ପକାଇବା ସହ ଜିଲ୍ଲାପାଳ, ଅତିରିକ୍ତ ଜିଲ୍ଲାପାଳ, କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ପଣବନ୍ଦୀ…
Read More...

ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ବରଗାଁର ବାର୍ଷିକ କ୍ରୀଡା ଉତ୍ସବ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବୈଦିପାଲି ଗ୍ରାମ ପଂଚାୟତର ବରଗାଁ ଉଚ୍ଚ ବିଦ୍ୟାଳୟର ଦୁଇ ଦିନ ଧରି ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶଙ୍କର ପ୍ରସାଦ ମିଶ୍ର ପତାକା ଉତ୍ତୋଳନ କରି କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ । ୧୪ ଗୋଟି…
Read More...

ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘର ନବବର୍ଷ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଆୟୋଜିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ କଦଳୀ ମୁଣ୍ଡା ନର୍ସରୀରେ ଆଜି ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘର ନବବର୍ଷ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଜିଲ୍ଲାର ବିଭିନ୍ନ ଅଞ୍ଚଳର ସଦସ୍ୟମାନେ ଏଥିରେ ଯୋଗଦେଇ କାର୍ଯ୍ୟକ୍ରମକୁ ସଫଳ କରିଛନ୍ତି । ସଂଘର ସଭାପତି ଶିବ ପ୍ରସାଦ…
Read More...

ବୁଢିସିଣ୍ଢୋଲ ଗ୍ରାମରେ କଂସ ଦରବାର ଅନୁଷ୍ଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ବୁଢସିଣ୍ଢୋଲ ଗ୍ରାମରେ ପ୍ରତ୍ୟେକ ବର୍ଷ ଭଳି ଏ ବର୍ଷ ମଧ୍ୟ ସରସ୍ୱତୀ ପୂଜା ଉପଲକ୍ଷେ କଂସ ଦରବାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଦିର୍ଘ ୫ ଦିନ ଧରି ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମକୁ ଉପଭୋଗ କରିବାକୁ ଆଖପାଖ ଅଂଚଳର…
Read More...

ସରକାରୀ ମହିଳା ମହାବିଦ୍ୟାଳୟରେ ଜିଲ୍ଲାସ୍ତରୀୟ ତ୍ରୟୋଦଶ ଜାତୀୟ ମତଦାତା ଦିବସ ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗିରର ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ତ୍ରୟୋଦଶ ଜାତୀୟ ମତଦାତା ଦିବସ ପାଳନ ହୋଇଯାଇଛି । ଏହି ଦିବସରେ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଚଞ୍ଚଳ ରାଣା, ଭା. ପ୍ର. ସେ. ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ ।…
Read More...

ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ଜାତୀୟ ଭୋଟର ଦିବସ ପାଳିତ

ରାଷ୍ଟ୍ର ନିର୍ମାଣରେ ଭୋଟରଙ୍କ ମହତ୍ୱ ଉପରେ ଆଲୋଚନାଚକ୍ର କଂଟାବାଂଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା କଂଟାବାଂଜି ସ୍ଥିତ ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ବୁଧବାର ଦିନ ଜାତୀୟ ଭୋଟର ଦିବସ ପାଳିତ ହୋଇଯାଇଛି । ଓଡିଶା ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶକ୍ରମେ ପାଳିତ…
Read More...

ଶିଳ୍ପ ବିଭାଗରେ ଜାତୀୟ ଭୋଟର ଦିବସ ଶପଥ ପାଠ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ସ୍ଥାନୀୟ ଖାରବେଳ ଭବନସ୍ଥିତ ଶିଳ୍ପ ବିଭାଗ କାର୍ଯ୍ୟାଳୟଠାରେ ଜାତୀୟ ଭୋଟର ଦିବସ ଉପଲକ୍ଷେ ସମସ୍ତ କର୍ମଚାରୀଙ୍କୁ ନେଇ ଏକ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଶାସନ ସଚିବ ଶୁଭେନ୍ଦ୍ର କୁମାର ନାଏକଙ୍କ ଅଧ୍ୟକ୍ଷତାରେ…
Read More...

ପଖନମୁଣ୍ଡାରେ ଭୋଟଦାନ ଆମ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ କମେଇମୁଣ୍ଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ମାନ୍ଦଲା କ୍ଲଷ୍ଟର ଅଧିନସ୍ଥ ପଖନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୧୩ତମ ଭୋଟର ଦିବସ ଅବସରରେ ଭୋଟଦାନ ଆମ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର…
Read More...

ଏକତା ଓ ଜେପି ହସପିଟାଲ ତରଫରୁ ନିଃଶୁଳ୍କ ଚକ୍ଷୁ ଚିକିତ୍ସା ଶିବିର

ରାଉରକେଲା, (ସସ୍ମିତା ପ୍ରଧାନ) : ଏକତା ମହିଳା ଗୃପ ଓ ଜେପି ହସପିଟାଲ୍‌ର ମିଳିତ ଆନୁକୂଲ୍ୟରେ ଏନ୍‌ଆଇଟି ବ୍ୟାକପୋଷ୍ଟଠାରେ ନିଃଶୁଳ୍କ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି । ଏକତା ଗୃପର ସଭାପତି ବସୁମତି ମହାନ୍ତିଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସମାଜସେବୀ…
Read More...

ଟ୍ରାଫିକ ବିଭାଗ କୋ-ଅପରେଟିଭରେ ଅନିୟମିତା ଅଭିଯୋଗ

ରାଉରକେଲା, (ସସ୍ମିତା ପ୍ରଧାନ) : ଆରଏସ୍‌ପି ଟ୍ରାଫିକ ବିଭାଗ କୋ-ଅପରେଟିଭରେ ନିର୍ବାଚନ ସହ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହେବା ପରେ ପାନପୋଷ ସ୍ଥିତ ସହକାରୀ ସମବାୟ ନିବନ୍ଧକଙ୍କ ତରଫରୁ ତଦନ୍ତ ଆରମ୍ଭ କରାଯାଇଛି । ଏନେଇ ସୋସାଇଟିର ସଭାପତି ସୋମନାଥ କରଙ୍କୁ ନୋଟିସ୍ କରାଯାଇଥିଲେ ମଧ୍ୟ ସେ…
Read More...