Daily Archives

ଲାଞ୍ଚ ନେବା ବେଳେ ଧରାପଡ଼ିଲେ ପ୍ରାଣୀଧନ କିରାଣୀ

କେନ୍ଦୁଝର : ଯୋଡ଼ା ପ୍ରାଣୀ ଚିକିତ୍ସକ ଡ. ଶୁଭାଶିଷ ମହାପାତ୍ରଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଚମ୍ପୁଆ ଉପଖଣ୍ଡ ପ୍ରାଣୀ ଚିକିତ୍ସାଳୟର କିରାଣି ମହେନ୍ଦ୍ର କୁମାର ସେଠୀ ଶୁକ୍ରବାର ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି । ଛୁଟି ଦରମା ଟଙ୍କା ଅନୁମୋଦନ ପାଇଁ ଏହି ଟଙ୍କା
Read More...

ପ୍ରଶାସନ ଓ ଛତ୍ରପୁର ପ୍ରେସ କ୍ଲବ ମଧ୍ୟରେ ବନ୍ଧୁତାପୂର୍ଣ୍ଣ କ୍ରିକେଟ ମ୍ୟାଚ୍, ଜିଲ୍ଲା ପ୍ରଶାସନ ଗୋଟିଏ ୱିକେଟ୍ ହରାଇ…

ଛତ୍ରପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ସ୍ଥାନୀୟ ଷ୍ଟାଡିୟମଠାରେ ଗଞ୍ଜାମ ଜିଲ୍ଲା ପ୍ରଶାସନ ଓ ଛତ୍ରପୁର ପ୍ରେସ କ୍ଲବ ମଧ୍ୟରେ ଏକ ଦିନିକିଆ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ ମ୍ୟାଚ ଅନୁଷ୍ଠିତ ହୋଇଯାଇଛି । ୧୨ ଓଭରକୁ ନେଇ ଦୁଇ ଦଳ ମଧ୍ୟରେ ଖେଳ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ଗଞ୍ଜାମ ଜିଲ୍ଲା
Read More...

କୁଶଙ୍ଗ ଏସ୍‌ବିଆଇ ଶାଖାରେ ଗ୍ରାହକଙ୍କୁ ହଇରାଣ ହରକତ କରୁଥିବା ଅଭିଯୋଗ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ବ୍ଲକ କୁଶଙ୍ଗ ସ୍ଥିତ ଭାରତୀୟ ଷ୍ଟେଟବ୍ୟାଙ୍କ ଶାଖାରେ ଗ୍ରାହକଙ୍କୁ ହଇରାଣ କରାଯାଉଥିବା ନେଇ ବ୍ୟାଙ୍କର ବଲାଙ୍ଗିର ଆଞ୍ଚଳିକ ମହାପ୍ରବନ୍ଧକଙ୍କ ନିକଟରେ ଅଭିଯୋଗ ହୋଇଛି । ଅଭିଯୋଗ ଅନୁଯାୟୀ, କୁଶଙ୍ଗ ଗ୍ରାମର ରାଜେନ୍ଦ୍ର ନାରାୟଣ ଅଗ୍ରୱାଲ ନାମକ
Read More...

ବଲାଙ୍ଗିରରେ ଜିଲ୍ଲାସ୍ତରୀୟ ୭୪ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାସ୍ତରୀୟ ୭୪ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଦିବସ ପାଳନ ଉପଲକ୍ଷେ ପ୍ରତ୍ୟୁଷରୁ ରାମଧୂନ, ସକାଳେ ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ପ୍ରଭାତ ଫେରି, ବିଭିନ୍ନ
Read More...

ଡେଲାଙ୍ଗରେ ବିଭିନ୍ନ ସ୍ଥାନରେ ୭୪ତମ ଗଣତନ୍ତ୍ର ଦିବସ ପାଳିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାୁଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ କାର୍ଯ୍ୟାଳୟ ପରିସରରେ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ବ୍ଲକ ଅଧ୍ୟକ୍ଷା ବାସନ୍ତୀ ସାହୁ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଏହି ଉତ୍ସବରେ ବିଡ଼ିଓ ଦିଲ୍ଲୀପ କୁମାର ଷଡ଼ଙ୍ଗୀ, ଏବିଡ଼ିଓ ପ୍ରଦୀପ୍ତ କୁମାର
Read More...

ପାଟଣାଗଡ଼ରେ ୭୪ତମ ଉପଖଣ୍ଡୀୟ ସାଧାରଣତନ୍ତ୍ର ଦିବସ ପାଳିତ

ପାଟଣାଗଡ଼, (ସଦାଶିବ ସରାଫ) : ପାଟଣାଗଡ଼ରେ ୭୪ତମ ଉପଖଣ୍ଡୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଉପଖଣ୍ଡୀୟସ୍ତରୀୟ ଦିବସରେ ମୁଖ୍ୟଅତିଥି ଭାବରେ ସ୍ଥନୀୟ ରମାଇହାଇ ସ୍କୁଲ ପଡ଼ିଆରେ ଉପଜିଲ୍ଲାପାଳ ଡକ୍ଟର ବିଜୟା ନନ୍ଦ ସେଠୀ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରି ଅଭିବାଦନ ଗ୍ରହଣ କରିବା
Read More...

ବଙ୍ଗୋମୁଣ୍ଡା କପ ଫୁଟବଲ ଟୁର୍ଣ୍ଣାମେଣ୍ଟ : ଖୋଲାନ ଚାମ୍ପିୟନ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦର ସର୍ବସାଧାରଣ ଖେଳପଡିଆରେ ଚାଲିଥିବା ସ୍ୱାମୀ ବିବେକାନନ୍ଦ ପାଠାଗାର ଓ ଏଥ୍‌ଲେଟିକ ଏସୋସିଏସନ ପକ୍ଷରୁ ଚାଲିଥିବା ବଙ୍ଗୋମୁଣ୍ଡା ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ଏହି ଟୁର୍ଣ୍ଣାମେଣ୍ଟରେ ୮ ଗୋଟି
Read More...

୧୮୯ ବାଟାଲିୟନ ସିଆର୍‌ପିଏଫ୍‌ କାର୍ଯ୍ୟାଳୟରେ ୭୪ତମ ଗଣତନ୍ତ୍ର ଦିବସ ପାଳନ

ବଲାଙ୍ଗର, (କେପିଏନ୍‌ଏସ୍‌) : ୭୪ତମ ଗଣତନ୍ତ୍ର ଦିବସ ଅବସରରେ ୧୮୯ ବାଟାଲିୟନ ସିଆର୍‌ପିଏଫ୍‌ ପକ୍ଷରୁ ଅନେକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି​ । ଅଧିକାରୀ ତଥା ଯବାନଙ୍କ ଉପସ୍ଥିତିରେ ୟୁନିଟ୍ କ୍ୱାର୍ଟର ଗାର୍ଡରେ କମାଣ୍ଡାଣ୍ଟ ପୱନ କୁମାର ତିୱାରୀ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ପରେ
Read More...

ସାଧାରଣତନ୍ତ୍ର ଦିବସରେ ଆତ୍ମସମର୍ପଣ କଲେ ୩ କୁଖ୍ୟାତ ମାଓବାଦୀ

ମାଲକାନଗିରି : ମାଲକାନଗିରି ପୋଲିସ ନିକଟରେ ସାଧାରଣତନ୍ତ୍ର ଦିବସରେ ଜଣେ ମହିଳା ମାଓବାଦୀଙ୍କ ସହ ଅନ୍ୟ ୨ ଜଣ ମାଓବାଦୀ ଆତ୍ମସମର୍ପଣ କରିଥିବା ଜଣାପଡିଛି । ମହିଳା ମାଓବାଦୀଙ୍କ ଉପରେ ୧ ଲକ୍ଷ ଟଙ୍କା ପୁରସ୍କାର ରାଶି ଥିଲା । ଗୁଇନ୍ଦା ନିର୍ଦ୍ଦେଶକ ସଞ୍ଜୀବ ପଣ୍ଡା, ଏଡିଜି ଅପରେସନ୍ ଅମିତାଭ
Read More...

ଅସଲି ମଦ ଦୋକାନରେ ନକଲି ମଦ କାରବାର, ୨ ଗିରଫ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଅସଲି ମଦ ଦୋକାନରେ ନକଲି ମଦ କାରବାରକୁ ନେଇ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ପଦ୍ମପୁର ଅବକାରୀ ପୋଲିସ । ସୂଚନାଯୋଗ୍ୟ ଯେ, ପଦ୍ମପୁର ଅବକାରୀ ଥାନା ଅନ୍ତର୍ଗତ ଜମଲା ଅଞ୍ଚଳରେ ନକଲି ବିଦେଶୀ ମଦ ତିଆରି କରି ବିକ୍ରି କରୁଥିବା ନେଇ ଖବର ପାଇବା ପରେ ଏହାର
Read More...