Daily Archives

ବିଧାୟକ ସରୋଜଙ୍କ ଦବ୍‌ଦବାରେ କନକ ଦୁର୍ବଳ : ବିଜେଡିରେ ଯୋଗ ଦେଲେ ବଲାଙ୍ଗିର ଜିଲ୍ଲା ବିଜେପି ଉପସଭାପତି ଶୈଳବାଳା

ପାଟଣାଗଡ, (କେପିଏନ୍‌ଏସ୍‌) : ପାଟଣାଗଡ ବିଧାୟକ ସରୋଜ ମେହେରଙ୍କ ଦବ୍‌ଦବାରେ ପୂର୍ବତନ ମନ୍ତ୍ରୀ ତଥା ବିଜେପିର ଆଗ ଧାଡିର ନେତା କନକବର୍ଦ୍ଧନଙ୍କ ଶିବିର ଦିନକୁ ଦିନ ଆହୁରି ଆହୁରି ଦୁର୍ବଳ ହେବାରେ ଲାଗିଛି । ପାଟଣାଗଡ ବିଧାୟକ ସରୋଜଙ୍କ ଶିବିର ସମୃଦ୍ଧ ହୋଇ ଚାଲିଥିବା ବେଳେ କନକଙ୍କ ଗଡ…
Read More...

‘ପରୀକ୍ଷା ପେ ଚର୍ଚ୍ଚା’ରେ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ କୋଣାର୍କ ଜବାହାର ନବୋଦୟ ବିଦ୍ୟାଳୟ ଛାତ୍ର…

କୋଣାର୍କ : 'ପରୀକ୍ଷା ପେ ଚର୍ଚ୍ଚା' କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହିତ କଥା ହୋଇଥିଲେ କୋଣାର୍କ ଜବାହାର ନବୋଦୟ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ର ତନ୍ମୟ ବିଶ୍ୱାଳ । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ତନ୍ମୟ କେମିତି ଚାପ ମୁକ୍ତ ପରୀକ୍ଷା ଦେବୁ ବୋଲି ପ୍ରଶ୍ନ ପଚାରିଥିଲେ…
Read More...

ହରଭଙ୍ଗା ଲୋକ ମହୋତ୍ସବ ଉଦ୍‌ଘାଟିତ

ହରଭଙ୍ଗା : ହରଭଙ୍ଗା ଲୋକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି । ଆଜି ଦିନ ୧୨ଟା ସମୟର ହରଭଙ୍ଗା ଅଂଚଳରେ ଅଧିଷ୍ଠାତ୍ରୀ ଦେବୀ ମା' ରୁଦ୍ରକାଳୀ ମନ୍ଦିରରେ ପୂଜାର୍ଚ୍ଚନା କରାଯାଇ ଏକ ବିରାଟ ଶୋଭାଯାତ୍ରା ବାହାରି ମା'ଙ୍କର ଆଜ୍ଞା ମାଳଙ୍କୁ ନେଇ ମହୋତ୍ସବ ପଡିଆରେ ମା' ରୁଦ୍ରକାଳୀଙ୍କ ପ୍ରତିମା ଓ…
Read More...

ଜଙ୍ଗଲରୁ ଝୁଲନ୍ତା ମୃତଦେହ ଉଦ୍ଧାର

କୋଣାର୍କ : କୋଣାର୍କ ଥାନା ପଛପାଖ ମହାବୀର ମନ୍ଦିର ନିକଟ ଜଙ୍ଗଲରୁ ଶୁକ୍ରବାର କୋଣାର୍କ ପୋଲିସ ଏକ ଝୁଲନ୍ତା ଶବ ଉଦ୍ଧାର କରିଛି । ଖବରରୁ ଜଣାଯାଇ ଯେ, କୋଣାର୍କ ଥାନା ସିମିଳି ଗ୍ରାମପଞ୍ଚାୟତ ପାଇକରାପୁର ଗ୍ରାମର ବାନାମ୍ବର ପାତ୍ର (୬୦)ବର୍ଷ ଗତ ମଂଗଳବାର ଠାରୁ ଘରୁ ଆସି ଆଉ ଫେରି ନ ଥିଲେ ।…
Read More...

ଆଜି ପବିତ୍ର ମାଘ ସପ୍ତମୀ ବୁଡ଼

କୋଣାର୍କ : ଆଜି ପବିତ୍ର ମାଘ ସପ୍ତମୀ ତିଥି । ଭୋର ୪ଟାରୁ ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ବୁଡ଼ ପକାଇଲେ ହଜାର ହଜାର ଭକ୍ତ । ଦୁଇ ବର୍ଷ ପରେ ଆଡମ୍ବରରେ ପାଳିତ ହେଲା ମାଘ ସପ୍ତମୀ ବୁଡ଼ । ପ୍ରଥମେ ଶ୍ରୀଶ୍ରୀ ତ୍ରିବେଣୀଶ୍ୱର, ଇଶାଣେଶ୍ୱର, ଦକ୍ଷିଣେଶ୍ୱର ଦେବଙ୍କ ଚଳନ୍ତି ପ୍ରତିମାଙ୍କୁ…
Read More...

ଉଦ୍‌ଘାଟିତ ହେଲା ବସନ୍ତପଞ୍ଚମୀ ମହୋତ୍ସବ ୨୦୨୩

ଖୋର୍ଦ୍ଧା : ବସନ୍ତପଞ୍ଚମୀ ମହୋତ୍ସବ ୨୦୨୩ ଉଦ୍‌ଘାଟିତ ହୋଇଯାଇଛି । ଚଳିତବର୍ଷ ବେସ ଧୁମଧାମରେ ଆୟୋଜନ କରିଛନ୍ତି ବେଗୁନିଆ ବ୍ଲକ ମଲିପଦର-ବାସୁ ଦେବପୁର ଗ୍ରାମବାସୀ । ଏହି ଅବସରରେ ମନମୋହିଛି ସମ୍ବଲପୁରୀ ନୃତ୍ୟ ଓ ଗୋଟିପୁଅ ନୃତ୍ୟ । ଗ୍ରାମାଞ୍ଚଳ ଲୁକାୟିତ ପ୍ରତିଭା ମାନଙ୍କୁ ଲୋକ ଲୋଚନକୁ…
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୧ ମୃତ

ଢେଙ୍କାନାଳ : ମୋଟଙ୍ଗା ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥ ଚିନ୍ତାପୋଖରୀ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବା ଜଣାପଡିଛି । ରାଜପଥ ଡିଭାଇଡ଼ରରେ ବାଇକଟି ଧକ୍କା ଦେବାରୁ ଘଟଣାସ୍ଥଳରେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୋଟଙ୍ଗା ଥାନା ପୋଲିସ ପହଞ୍ଚି ମୃତଦେହ ଜବତ…
Read More...

ଭାରସାମ୍ୟ ହରାଇ ୨୫ ଫୁଟ ତଳକୁ ଖସିଲା ଟ୍ରାକ୍ଟର : ଡ୍ରାଇଭର୍ ମୃତ

ଚନ୍ଦାହାଣ୍ଡି : ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ଥାନା ଅଧିନ ମୋତିଗାଁ ଗ୍ରାମର ଭଣ୍ଡାରନଦୀ ନିର୍ମାଣଧିନ ପୋଲ ଉପରେ ଭାରସାମ୍ୟ ହରାଇ ନିର୍ମାଣଧୀନ ପୋଲର ୨୫ ଫୁଟ ତଳକୁ ଖସିଲା ଟ୍ରାକ୍ଟର । ଏହି ଦୁର୍ଘଟଣାରେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ବେଳେ ହେଲପର ଗାଡିରୁ ଡେଇଁ ପଡିବାରୁ ଅଳ୍ପକେ…
Read More...

ସୋଆରେ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗୁରୁବାର ସାରା ଦେଶ ୭୪ତମ ସାଧାରଣତନ୍ତ୍ର ଦିବସ ପାଳନ କରିଥିବା ବେଳେ ଏହି ସମାରୋହ ସହିତ ଯୋଡି ହୋଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ମଧ୍ୟ ଏହି ବିଶେଷ ଦିବସକୁ ପାଳନ କରାଯାଇଛି । ଏହି ଅବସରରେ ସୋଆର କୁଳାଧିପତି ପ୍ରଫେସର ଡି.ପି. ରାୟ ମୁଖ୍ୟ ଅତିଥି ଭାବେ…
Read More...

ବ୍ରାହ୍ମଣୀ ନଦୀରେ ବୁଡ଼ି ଜଣେ ମୃତ, ଜଣେ ଉଦ୍ଧାର

ବରୀ : ସରସ୍ୱତୀ ମୂର୍ତ୍ତି ବିସର୍ଜନ ବେଳେ ବରୀ ବ୍ଲକ ତିନିମୁହାଣୀ ବ୍ରାହ୍ମଣୀ ନଦୀରେ ବୁଡି ଯାଇଥିଲେ ଦୁଇ ଯୁବକ । ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଯାଜପୁର ମୁଖ୍ୟଚିକିତ୍ସାଳୟରେ ଭର୍ତି ହୋଇଥିବା ଜଣାପଡିଛି । ଉଭୟ ଯୁବକଙ୍କ ବରୀ ପଞ୍ଚାୟତରେ ବୋଲି ଜଣାପଡ଼ିଛି ।
Read More...