Daily Archives

ଗିନିଜ ବୁକ ଅଫ ୱାଲ୍‌ର୍ଡ ରେକର୍ଡରେ ସ୍ଥାନ ପାଇଲା ବିର୍ସା ମୁଣ୍ଡା ଷ୍ଟାଡିୟମ

ଭୁବନେଶ୍ୱର : ଗିନିଜ ବୁକ ଅଫ ୱାଲ୍‌ର୍ଡ ରେକର୍ଡରେ ସ୍ଥାନ ପାଇଲା ବିର୍ସାମୁଣ୍ଡା ଷ୍ଟାଡିୟମ । ଏ ନେଇ ୫ଟି ସଚିବ ଭିକେ ପାଣ୍ଡିଆନ ଶନିବାର ସୂଚନା ଦେଇଛନ୍ତି । ରାଉରକେଲାରେ ୨୧ ହଜାର ବସିବା କ୍ଷମତା ରଖିଥିବା ଏହି ବିର୍ସାମୁଣ୍ଡା ଆନ୍ତର୍ଜାତିକ ହକି ଷ୍ଟାଡିୟମ ଗିନିଜ ବୁକରେ ସ୍ଥାନ ପାଇଥିବା
Read More...

ଆସନ୍ତା ୩୦ରେ ଡେଲାଙ୍ଗ ବ୍ଲକ ଘେରାଉ : ରାଧାମୋହନ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧିକାରୀ ଚୟନରେ ଡେଲାଙ୍ଗ ବ୍ଲକରେ ବ୍ୟାପକ ଅନିୟମିତତା ନେଇ ଆସନ୍ତା ଜାନୁଆରୀ ୩୦ ତାରିଖରେ 'ଡେଲାଙ୍ଗ ପିପିଲି ଜନକଲ୍ୟାଣ ମଞ୍ଚ' ତରଫରୁ ୪ ହଜାରରୁ ଉର୍ଦ୍ଧ୍ୱ ଲୋକଙ୍କୁ ନେଇ ବିକ୍ଷୋଭ, ପ୍ରତିବାଦ ସହ ବ୍ଲକ ଘେରାଉ
Read More...

ଜ୍ୟୋତି ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ

ପାଟଣାଗଡ, (ପୁସ୍ତମ୍ ଯୁଆଡ଼ି) : ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବ୍ଲକ ଅନ୍ତର୍ଗତ ଜ୍ୟୋତି ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭଇଁଷାରେ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅଧ୍ୟକ୍ଷ ପ୍ରଫୁଲ୍ଲ ହୋତା, ସମ୍ମାନିତ ଅତିଥି ଭାବେ
Read More...

‘ଡ୍ରିଙ୍କ୍ ଫ୍ରମ ଟ୍ୟାପ’କୁ ନୋବେଲ ବିଜେତାଙ୍କ ପ୍ରଶଂସା : ଟ୍ୟାପରୁ ସିଧାସଳଖ ପାଣି ପିଇଲେ, ଜଳସାଥୀଙ୍କ ସହ…

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟ ସରକାରଙ୍କ ‘ଡ୍ରିଙ୍କ ଫ୍ରମ ଟ୍ୟାପ’କୁ ବିଶିଷ୍ଟ ଅର୍ଥନୀତିଜ୍ଞ ତଥା ୨୦୧୯ ନୋବେଲ ବିଜେତା ମାଇକେଲ କ୍ରେମର୍ ପ୍ରଶଂସା କରିଛନ୍ତି । ଓଡ଼ିଶାର ଏହି ଯୋଜନାରେ ଲୋକମାନଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାଣି ମିଳୁଛି । ଏହି ସେବା ଯୋଗାଣ ପରେ ସରକାର ଓ ସାଧାରଣ
Read More...

ଜ୍ୟୋତି ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଭିଭାବକ, ଶିକ୍ଷକ ଓ ଶିକ୍ଷୟିତ୍ରୀ ବୈଠକ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ବ୍ଲକ ଅନ୍ତର୍ଗତ ଜ୍ୟୋତି ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭଇଁଷାରେ ଅଭିଭାବକ, ଶିକ୍ଷକ ଓ ଶିକ୍ଷୟିତ୍ରୀ ବୈଠକ ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ପ୍ରଫୁଲ୍ଲ ହୋତାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ବିଦ୍ୟାଳୟର
Read More...

ଭାରତୀୟ ଜନତା ପାର୍ଟି, ପାନପୋଷ ସାଂଗଠନିକ ଜିଲ୍ଲାର କାର୍ଯ୍ୟକାରିଣୀ ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ବିଜେପି ଜିଲ୍ଲା ପାନପୋଷ ସାଂଗଠାନିକ ଜିଲ୍ଲାର କାର୍ୟ୍ୟକାରିଣୀ ବୈଠକ ରାଉରକେଲା, ଫର୍ଟିଲାଇଜର ସ୍ଥିତ ରଙ୍ଗିଲା ଛକ ଶୁଭମ୍ ପ୍ୟାଲେସ ପରିସରରେ ଜିଲ୍ଲା ସଭାନେତ୍ରୀ ଲତିକା ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟର
Read More...

ହୁସେନ ରବି ଗାନ୍ଧୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର : ଭେଟେରାନ ନେତା ତଥା ଲେଖକ ହୁସେନ ରବି ଗାନ୍ଧୀଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ଏକ ବାର୍ତ୍ତାରେ କହିଛନ୍ତି, ସ୍ୱର୍ଗତଃ ଗାନ୍ଧୀ ଦୀର୍ଘ ଦିନରୁ ବିଜୁ ବାବୁ ଏବଂ ପରେ ବିଜୁ ଜନତା ଦଳ ସହ ଜଡ଼ିତ ଜଣେ ଭେଟେରାନ ନେତା
Read More...

ବ୍ରାଉନସୁଗାର ଜବତ, ୩ ଗିରଫ

ନିରାକାରପୁର : ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ଥାନା ଅଧୀନ ରାମେଶ୍ୱର ପାନ୍ଥିକା ଅଞ୍ଚଳରୁ ନିରାକାରପୁର ପୋଲିସ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ଜବତ କରିଥିବା ବେଳେ ବାଇକ୍‌ ଏବଂ ସ୍କୁଟି ଜବତ କରିଥିବା ଜଣାପଡିଛି । ଏଥିରେ ସଂପୃକ୍ତ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି । ସେମାନେ
Read More...