Monthly Archives

January 2023

ମୋ ବସ୍‌ରେ ମାଗଣା ଯାତ୍ରା କରିବେ ହକି ଦର୍ଶକ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ହକି ବିଶ୍ୱକପ୍‌କୁ ଦୃଷ୍ଟିରେ ରଖି କ୍ରୁଟ୍‌ ପକ୍ଷରୁ ସ୍ମାର୍ଟସିଟି ରାଉରକେଲାରେ ମୋ ବସ୍‌ ସେବା ଆରମ୍ଭ ହୋଇଛି । ଭୁବନେଶ୍ୱରରୁ ରାଉରକେଲା ମଧ୍ୟରେ ଯାତ୍ରୀଙ୍କ ଯାତାୟାତକୁ ସୁଗମ କରିବା ପାଇଁ ଏହି ସେବା ଆରମ୍ଭ ହୋଇଥିବା ବେଳେ ଭୁବନେଶ୍ୱରରେ ୧୫ଟି ଅତିରିକ୍ତ
Read More...

ଡଟ୍‌ ଫେଷ୍ଟରେ ମିଳିବ ୧୬ ଦେଶର ଖାଦ୍ୟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ହକି ବିଶ୍ୱକପ୍‌କୁ ନେଇ ରାଜଧାନୀରେ ଉତ୍ସାହ ବଢ଼ିବାରେ ଲାଗିଛି । ଏହି ଅବସରରେ ଆସନ୍ତା ୧୫ରୁ ୨୯ ତାରିଖ ପର୍ଯ୍ୟନ୍ତ ପ୍ରଦର୍ଶନୀ ପଡ଼ିଆରେ ହେବାକୁ ଥିବା ଡଟ୍‌ ଫେଷ୍ଟକୁ ନେଇ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା ପ୍ରକାଶ ପାଇଛି । ଭୁବନେଶ୍ୱର ସମେତ ସାରା
Read More...

ଜାତୀୟ ରୋଡ ସାଇକ୍ଲିଂ ଚାମ୍ପିୟନସିପରେ ସ୍ୱର୍ଣ୍ଣ ଜିତିଲେ ଓଡିଶାର ସ୍ୱସ୍ତି

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡିଶାର ଉଦୀୟମାନ ମହିଳା ସାଇକ୍ଲିଷ୍ଟ ସ୍ୱସ୍ତି ସିଂ ତାଙ୍କ କ୍ୟାରିୟରରେ ଆଉ ଏକ ସଫଳତା ହାସଲ କରିଛନ୍ତି । ମହାରାଷ୍ଟର ଶିରଡିରେ ଅନୁଷ୍ଠିତ ୭୪ତମ ଜାତୀୟ ରୋଡ ସାଇକ୍ଲିଂ ଚାମ୍ପିୟନସିପରେ ସେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି । ସେ ୨:୫୬:୪୫ରେ ରେସ
Read More...

୩୩୦ ଶଯ୍ୟା ବିଶିଷ୍ଟ ହେବ ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲା ଚିକିତ୍ସାଳୟ

୩୨ ଜଣ ପାଇବେ ନିଯୁକ୍ତି ଭୁବନେଶ୍ୱର, (କେପିଏନ୍‌ଏସ୍‌) : କେନ୍ଦୁଝର ସହ ସୁନ୍ଦରଗଡ଼ ଜିଲ୍ଲା ଚିକିତ୍ସାଳୟର କଳେବର ବଢ଼ିବ । ମେଡିକାଲରେ ଥିବା ବେଡ୍ ସଂଖ୍ୟା ମଧ୍ୟ ବୃଦ୍ଧି ହେବ । ଉଭୟ ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲା ଚିକିତ୍ସାଳୟରେ ରୋଗୀ ଶଯ୍ୟା ସଂଖ୍ୟା ୩୩୦କୁ ବୃଦ୍ଧି କରାଯିବ ।
Read More...

ବିଶ୍ୱ ଭେଟେରାନ ଟିଟି ଚାମ୍ପିୟନସିପ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓମାନର ମାସ୍କଟଠାରେ ଚଳିତ ମାସ ୧୫ରୁ ୨୧ ପର୍ୟ୍ୟନ୍ତ ବିଶ୍ୱ ଭେଟେରାନ ଟେବୁଲ ଟେନିସ ଚାମ୍ପିୟନସିପ ଆୟୋଜିତ ହେବ । ଏଥିପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି । ଏଥିରେ ଓଡିଶାର ୨ଜଣ ଖେଳାଳିଙ୍କୁ ସୁଯୋଗ ମିଳିଛି । ଏହି ୨ଜଣ ହେଲେ ଦେବଦତ ମହାନ୍ତି ଓ ତ୍ରୈଲୋକ୍ୟ
Read More...

ସର୍ବଭାରତୀୟ ପୋଷ୍ଟାଲ ଆଥଲେଟିକ୍ସ : ଓଡିଶାକୁ ୭ ପଦକ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କେରଳର ଥିରୁଅନନ୍ତପୁରମରେ ଅନୁଷ୍ଠିତ ୩୫ତମ ସର୍ବ ଭାରତୀୟ ପୋଷ୍ଟାଲ ଆଥଲେଟିକ ମିଟ ଓ ସାଇକ୍ଲି ଟୁର୍ଣ୍ଣାମେଂଟରେ ଓଡିଶା ପ୍ରତିଯୋଗୀମାନେ ଆକର୍ଷଣୀୟ ପ୍ରଦର୍ଶନ କରିଛନ୍ତି । ଓଡିଶା ପୋଷ୍ଟାଲ ଟିମ ଗୋଟିଏ ସ୍ୱର୍ଣ୍ଣ, ୩ ରୌପ୍ୟ ଓ ୩ ବ୍ରୋଞ୍ଜ ପଦକ ହାସଲ କରିଛି
Read More...

ହକି ବିଶ୍ୱକପ ପାଇଁ ରାଜଧାନୀ ଜଗିବେ ୮୧ ପ୍ଲାଟୁନ୍ ପୁଲିସ ଫୋର୍ସ

ଭୁବନେଶ୍ୱର : ଆଜିଠୁ କଳିଙ୍ଗ ଷ୍ଟାଡିୟମରେ ହେବାକୁ ଥିବା ଏଫ୍ଆଇଏଚ୍ ପୁରୁଷ ହକି ବିଶ୍ୱକପ୍ ପାଇଁ ସୁରକ୍ଷା ବ୍ୟବସ୍ଥା କଡା କଡି କରାଯାଇଛି । ଗୁରୁବାର ଟ୍ୱିନ୍ ସିଟି ପୁଲିସ କମିସନର ସୌମେନ୍ଦ୍ର ପ୍ରିୟଦର୍ଶୀ ଏହି ସୂଚନା ଦେଇଛନ୍ତି । କେବଳ ଭୁବନେଶ୍ୱରରେ ପ୍ରାୟ ୮୧ ପ୍ଲାଟୁନ୍ ପୁଲିସ ଫୋର୍ସ
Read More...

ଭାରତ-ସ୍ପେନ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ରାଉରକେଲା : ରାଉରକେଲା ସହରରେ ବିଶ୍ୱକପ ହକିର ଉଦ୍‌ଘାଟନୀ ମ୍ୟାନ ଅନୁଷ୍ଠିତ ହେବ । ଭାରତ ଓ ସ୍ପେନ ମଧ୍ୟରେ ହେବାକୁ ଥିବା ଏହି ଉଦ୍‌ଘାଟନୀ ମ୍ୟାଚକୁ ଦେଖିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଉରକେଲା ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଅପରାହ୍ଣ ୩ଟା ୪୫ରେ
Read More...

ଆଜିଠୁ ଆରମ୍ଭ ହକି ମହାକୁମ୍ଭ

କଟକ : ଆଜିଠୁ ହକି ମହାକୁମ୍ଭ ଆରମ୍ଭ । ବୁଧବାର କଟକର ବାରବାଟୀ ଷ୍ଟାଡ଼ିୟମରେ ହକି ମହାକୁମ୍ଭର ଉଦଘାଟନୀ ଉତ୍ସବ ପରେ ଆଜିଠୁ ଆରମ୍ଭ ହେଉଛି ମେଗା ଟୁର୍ଣ୍ଣାମେଣ୍ଟ । ଆଜି ପ୍ରଥମ ଦିନରେ ୪ଟି ମ୍ୟାଚ୍ ଖେଳାଯିବ । ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ଓ ରାଉରକେଲାର ବିର୍ସାମୁଣ୍ଡା ଷ୍ଟାଡିୟମରେ ଆଜି
Read More...

ମାଲ୍ୟବନ୍ତ ମହୋତ୍ସବ ପଡ଼ିଆ ପରିଦର୍ଶନ କଲେ ଏସପି ଓ ପ୍ରଶାସନିକ ଅଧିକାରୀ

ମାଲକାନଗିରି : ଆସନ୍ତା ୧୫ ତାରିଖରୁ୧୯ ତାରିଖ ପର୍ଯ୍ୟନ୍ତ ମାଲକାନଗିରି ଜିଲ୍ଲାର ଲୋକ ଉତ୍ସବ ମାଲ୍ୟବନ୍ତ ମହୋତ୍ସବ ହେବାକୁ ଯାଉଛି । ସେଥି ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି କାର୍ୟ୍ୟ ଶେଷ ହୋଇଛି । ଗୁରୁବାର ଅପରାହ୍ନରେ ମାଲକାନଗିରି ଏସପି ନିତେଶ ୱାଧନୀ,
Read More...