Monthly Archives

January 2023

ଯୋଗୀସର୍ଡାରେ ଆୟୁଷ ବିଦ୍ୟାଳୟ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ

ଲୋଇସିଂହା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ହରିହର ହାଇସ୍କୁଲଠାରେ ଜିଲ୍ଲା ହୋମିଓପ୍ୟାଥିକ ସ୍ୱାସ୍ଥ୍ୟ ଅଧିକାରୀ ଡ଼ା ଅଶୋକ କୁମାର ସେଠୀଙ୍କ ଦ୍ୱାରା ଆୟୁଷ ବିଦ୍ୟାଳୟ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ଅଶୋକ
Read More...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଆଗଲପୁର ଥାନାର ଶୁଭ ଉଦ୍‌ଘାଟନ

ଆଗଲପୁର, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଆଗଲପୁର ଥାନାର ଶୁଭ ଉଦ୍‌ଘାଟନ ହୋଇଯାଇଛି । ଏହି ଅବସରରେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଦେବକୀ ସାହୁ, ବଲାଙ୍ଗିର ଜିଲ୍ଲାପାଳ ଚଞ୍ଚଳ
Read More...

ଆସନ୍ତା ୧୧ରେ ପୁରୁଷ ବିଶ୍ୱ ହକି ମହାକୁମ୍ଭର ଉଦ୍‌ଘାଟନ ସମାରୋହ

ସୋନପୁର ରାମେଶ୍ୱର ଘାଟରେ ଆୟୋଜିତ ହେବ ଜିଲ୍ଲାସ୍ତରୀୟ ଉଦଘାଟନୀ ସମାରୋହ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଚଳିତ ପୁରୁଷ ବିଶ୍ୱ ହକି ମହାକୁମ୍ଭ ଆସନ୍ତା ୧୩ ତାରିଖରୁ ଓଡ଼ିଶାର ଭୁବନେଶ୍ୱର ଓ ରାଉରକେଲାଠାରେ ଆୟୋଜିତ ହେବାକୁ ଯାଉଛି । ଚଳିତ ବିଶ୍ଵହକି ଖେଳର ରଙ୍ଗାରଙ୍ଗ ଉଦ୍‌ଘାଟନୀ
Read More...

ତାଳଜୁରୀ ଗ୍ରାମଠାରେ ଅଷ୍ଟାଦଶ ବର୍ଷ ପୁଷ୍‌ପୁନି ଭେଟ୍‌ଘାଟ୍‌ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ତାଳଜୁରୀ ଗ୍ରାମଠାରେ ଅଷ୍ଟାଦଶ ବର୍ଷ ପୁଷପୁନି ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ଅଧିବେଶନରେ ସ୍ଥାନୀୟ ବିଧାୟକ ମୁକେଶ ମହାଳିଙ୍ଗଙ୍କ ସ୍ୱଭାପତିତ୍ୱରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ଦ୍ୱିତୀୟ
Read More...

୨୭ତମ ସର୍ବଭାରତୀୟ ବୋଡାସମ୍ବର କ୍ରିକେଟ କପ୍‌ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ରାଜ ବୋଡାସମ୍ବର ଖେଳ ପଡିଆଠାରେ ୨୭ତମ ସର୍ବଭାରତୀୟ ବୋଡାସମ୍ବର କପ୍‌ କ୍ରିକେଟ ପ୍ରତିଯୋଗିତା ଆଜି ଅନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି । ଉଦଘାଟନୀ ଦିବସରେ ପଦ୍ମପୁର ବିଧାୟିକା ବର୍ଷା ସିଂହ ବରିହା ମୁଖ୍ୟ ଅତିଥି ଭାବରେ
Read More...

ମୋ ଗାଁର ସୁନେଲି ସନ୍ଧ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଗୁଆଳିପଡା ଗ୍ରାମ ପଞ୍ଚାୟତର ଗୁଡୁପାଇଲୋ ଗ୍ରାମରେ ମୋ ଗାଁର ସୁନେଲି ସନ୍ଧ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସର୍ବ ପ୍ରଥମେ ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡୁପାଇଲୋ ପରିସରରେ ପରିବେଶ
Read More...

ଏକଦା ଗୃପ ତରଫରୁ ବନ୍ଧୁ ମିଳନ ଓ ନବବର୍ଷ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ମହିଳା ସଂଗଠନ ଏକତା ଗୃପ ତରଫରୁ ବନ୍ଧୁମିଳନ ଓ ନବବର୍ଷ ପାଳନ ସେକ୍ଟର ୨ ସ୍ଥିତ ସାହାନାଇ ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି । ଗୃପର ସଭାପତି ବସୁମତି ମହାନ୍ତିଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ରାଉରକେଲା ବିଧାୟକ ତଥା ସୁନ୍ଦରଗଡ ଜିଲ୍ଲା
Read More...

ସଇଁତଲା କନ୍ୟାଶ୍ରମରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ସ୍ଥିତ ଅନୁସୂଚିତ ଜାତି ଓ ଜନଜାତି (କନ୍ୟାଶ୍ରାମ) ସ୍କୁଲ ପରିସରରେ ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସ୍କୁଲର ପ୍ରଧାନ ଶିକ୍ଷୟତ୍ରୀ ନିବେଦିତା ହୋତାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟଅତିଥି
Read More...

ବାପୁଜୀ ହାଇସ୍କୁଲ ୧୯୮୮ ମାଟ୍ରିକ ବ୍ୟାଚ୍‌ର ବନ୍ଧୁମିଳନ

କଳାହାଣ୍ଡି, (ନରୋତ୍ତମ ସେଲମା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ରିଷିଡା ବାପୁଜୀ ହାଇସ୍କୁଲର ୧୯୮୮ ମାଟ୍ରିକ ବ୍ୟାଚ୍‌ର ବନ୍ଧୁମିଳନ ଐତିହାସିକ ଧବଳେଶ୍ଵର ପୀଠ ବେଲଖଣ୍ଡି ଠାରେ ଆୟୋଜିତ ହୋଇଯାଇଛି । ଦୀର୍ଘ ୩୫ ବର୍ଷ ପରେ ବନ୍ଧୁମାନେ ପ୍ରଥମ ଥର ଏକତ୍ରିତ ହୋଇଥିବା ଯୋଗୁଁ ନାହିଁ ନ
Read More...

ବୁଡି ଅଞ୍ଚଳ ଗ୍ରାମ ବାରପୁଡୁଗିଆ ଓ ବରପିଟାରେ କୃଷି ବିଭାଗର ସଭା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଲୋୟର ସୁକତେଲ ଆଶିଂକ ବୁଡି ଅଂଚଳ ଗ୍ରାମ ବାରପୁଡୁଗିଆ ଓ ବରପିଟା ଉଭୟ ଗ୍ରାମରେ କୃଷି ବିଭାଗ ତରଫରୁ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି । ଚାଷୀମାନେ କିଭଳି ଉପକୃତ ହେବେ ବୁଡି ଅଂଚଳବାସୀଙ୍କୁ ନେଇ ଏଥିରେ ଆଲୋଚନା ହୋଇଥିଲା । ଏହି ଉଭୟ ଆଂଶିକ ଜଳମଗ୍ନ
Read More...