Monthly Archives

January 2023

ଟ୍ରକ୍‌କୁ ଧକ୍କା ଦେଲା ବସ, ୩ ଗୁରୁତର

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ୪୯ ନମ୍ବର ରାଜପଥ ଅଞ୍ଜର ନିକଟରେ ଶନିବାର ବିଳମ୍ବିତ ରାତିରେ ଅନୁଗୁଳରୁ ଟାଟା ଯାଉଥିବା ବସ ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି । ରାତି ପ୍ରାୟ ୧ଟା ସମୟରେ ଏଭଳି ଅଭାବନୀୟ ଘଟଣା ଘଟିଛି । ସୂଚନା ଅନୁସାରେ, ରାଜପଥ ଉପରେ ଏକ ଟ୍ରକ୍‌ ଛିଡ଼ା ହୋଇଥିବା
Read More...

ମାନବିକତା ଦେଖାଇଲେ ପୌରାଧ୍ୟକ୍ଷା ଲିକା

ବଲାଙ୍ଗିର, (କେପିଏନ୍‌ଏସ୍‌) : ମାନବିକତା ଦେଖାଇଲେ ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ । ସୂଚନାଯୋଗ୍ୟ ଯେ, ବସ୍ତି ବାସିନ୍ଦାଙ୍କ ରାଲିରେ ଜଣେ ଗରିବ ଶ୍ରେଣୀର ବୃଦ୍ଧା ନିଜର ଶରୀର ଅସୁସ୍ଥ ଥାଇ ମଧ୍ୟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ନିଜର ଭିଟାମାଟି ବଞ୍ଚାଇବାର ଆଶାରେ ଆସି ଅସୁସ୍ଥ ହୋଇ
Read More...

ରାଜମିସ୍ତ୍ରୀ ନିର୍ମାଣ ଶ୍ରମିକ ସଂଘର ବିଶାଳ ଶୋଭାଯାତ୍ରା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ଶ୍ରମିକଙ୍କ ସମସ୍ୟାର ସମାଧାନ ପାଇଁ ବିଭିନ୍ନ ଦାବୀ ନେଇ ରାଜମିସ୍ତ୍ରୀ ନିର୍ମାଣ ଶ୍ରମିକ ସଂଘ ସହରରେ ଶୋଭାଯାତ୍ରା କରିବା ସହ ଦାବୀପତ୍ର ପ୍ରଦାନ କରିଛି । ଜିଲ୍ଲାପାଳ, ଟାଉନଥାନା ପୋଲିସ ଓ ଜିଲ୍ଲା ଶ୍ରମ ଅଧିକାରୀଙ୍କୁ ଦାବୀପତ୍ର
Read More...

ସଡ଼କ ସୁରକ୍ଷା ସପ୍ତାହ ଦିବସରେ କଲେଜ ଛାତ୍ରଛାତ୍ରୀଙ୍କ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ

ପାଟଣାଗଡ଼, (କେପିଏନ୍‌ଏସ୍‌) : ପାଟଣାଗଡ଼ ବ୍ଲକ ଅନ୍ତର୍ଗତ ଭଇଁଷା ସ୍ଥିତ ଜ୍ୟୋତି ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜୁନିଅର ରେଡକ୍ରସ୍‌ ଛାତ୍ରଛାତ୍ରୀମାନେ ସଡ଼କ ସୁରକ୍ଷା ସପ୍ତାହ ଦିବସର ଶେଷ ଦିନରେ ବଲାଙ୍ଗିର ପାଟଣାଗଡ଼ ୪୨ ନମ୍ବର ରାଜ୍ୟ ରାଜପଥ ଭଇଁଷା ଠାରେ ରାସ୍ତାରେ ଯାଉଥିବା
Read More...

ବ୍ରାଉନସୁଗର ଜବତ : ୧ ଗିରଫ

କୋଣାର୍କ : ପର୍ଯ୍ୟଟନସ୍ଥଳୀ କୋଣାର୍କ ଓ ଏହାର ଆଖପାଖ ଅଞ୍ଚଳରେ ବ୍ରାଉନସୁଗର, ଚୋରା ବିଦେଶୀ ମଦ କାରବାର ବଢୁଥିବା ଅଭିଯୋଗ ହେଉଛି । ପୁରୀ ଜିଲ୍ଲା ଅବକାରୀ ଅଧିକ୍ଷକ ଜଗଦୀଶ ଚନ୍ଦ୍ର ସାମଲଙ୍କ ନିର୍ଦ୍ଦେଶ କ୍ରମେ କୋଣାର୍କ ଅବକାରୀ ଥାନା ଉପନିରୀକ୍ଷକ ରଙ୍କନିଧି ମଲ୍ଲିକଙ୍କ ନେତୃତ୍ୱରେ ଏକ
Read More...

ନିର୍ବାଚନକୁ ଆଖିରେ ରଖି ବିଜେପିର ଆଗୁଆ ସଜବାଜ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହର ସ୍ଥିତ ୩ ନମ୍ବର ୱାର୍ଡ ଚୌଧୁରୀରେ ଭାରତୀୟ ଜନତା ପାର୍ଟିର ଏକ ସାଙ୍ଗଠନିକ ବୈଠକ ରାଜ୍ୟ ଅନୁସୂଚିତ ଜାତି ମୋର୍ଚାର ସମ୍ପାଦକ କିର୍ତ୍ତନ ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ଜାନୁଆରୀ ୨୮ ତାରିଖରେ କୁଶପଲ୍ଲୀ ସ୍ଥିତ
Read More...

ବଲାଙ୍ଗିରଠାରେ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ଅପରାହ୍ନରେ ସ୍ଥାନୀୟ ଡିଆରଡିଏ ସମ୍ମିଳନୀ କକ୍ଷଠାରେ ଆଗାମୀ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କ ଅଧ୍ୟକ୍ଷ୍ୟତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ୍ୟା
Read More...

ସଇଁତଲା ବ୍ଲକସ୍ତରୀୟ ଲୋକ ଉତ୍ସବ ଉଦ୍‌ଘାଟିତ

ପାରମ୍ପରିକ ବାଦ୍ୟ ଓ ନୃତ୍ୟରେ ଦୁଲୁକିଲା ମଞ୍ଚ ସଇଁତଲା, (ପ୍ରମୋଦ ସେଲମା) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ପରିସରଠାରେ ଶନିବାର ବ୍ଲକସ୍ତରୀୟ ଲୋକ ଉତ୍ସବ ଉଦ୍‌ଘାଟିତ ହୋଇଯାଇଛି । ଏହି ଉତ୍ସବରେ ଲୋକକଳା ଓ ନୃତ୍ୟରେ ମନ ମୋହିଲେ ଦର୍ଶକ । ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ସଇଁତଲା
Read More...

ବାନ୍ଧନଘୋର ଶ୍ରୀରାମ ମନ୍ଦିରରେ ପୁଷ୍‌ପୁନି ଉତ୍ସବ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ବାନ୍ଧନଘୋର ଗ୍ରାମରେ ପ୍ରଭୂଶ୍ରୀ ରାମଚନ୍ଦ୍ରଙ୍କ ପୁଷ୍ୟାଭିଷେକ ଉତ୍ସବ ପାଳିତ ହୋଇଯାଇଛି । ଗ୍ରାମବାସୀ ଶ୍ରଦ୍ଧାର ସହ ପୁଷପୁନି ଦିନ ଆମିଷ ପରିତ୍ୟାଗ ପୂର୍ବକ ଏହି ପର୍ବରେ ସାମିଲ ହେବା ପ୍ରଭୂ ଶ୍ରୀରାମ, ସୀତା ଓ
Read More...