Monthly Archives

January 2023

ଆଦର୍ଶ ପାଠାଗାରର ନବନିର୍ବାଚିତ ସଦସ୍ୟଙ୍କ ଶପଥ ଗ୍ରହଣ ଉତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ପୁରାତନ ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ଆଦର୍ଶ ପାଠାଗାରର ନବ ନିର୍ବାଚିତ ସଦସ୍ୟମାନଙ୍କ ଶପଥ ଗ୍ରହଣ ଉତ୍ସବ ଆଦର୍ଶ ସାହିତ୍ୟ ଘରେ ଅନୁଷ୍ଠିତ ହୋଇଯାଇଛି । ପାଠାଗାରର ବିଦାୟୀ ସଭାପତି ଅଭୟ କୁମାର ଦାସ ସମସ୍ତ ନୂତନ ନିର୍ବାଚିତ ସଦସ୍ୟମାନଙ୍କୁ ଶପଥ
Read More...

୨୧ତମ ଉପଖଣ୍ଡସ୍ତରୀୟ ବଲାଙ୍ଗିର ଲୋକ ଉତ୍ସବ ୨୦୨୩ ପ୍ରସ୍ତୁତି ବୈଠକ

ଜାନୁଆରୀ ୧୩ରେ ଟାଉନ ହଲ୍‌ରେ ହେବ ବଲାଙ୍ଗିର, (ଦେବାଶିଷ ମିଶ୍ର) : ୨୧ତମ ଉପଖଣ୍ଡ ସ୍ତରୀୟ ବଲାଙ୍ଗିର ଲୋକ ଉତ୍ସବ ୨୦୨୩ର ପ୍ରସ୍ତୁତି ବୈଠକ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଉପଜିଲ୍ଲାପାଳ କୁମାର ନାଗଭୂଷଣଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସର୍ବସମ୍ମତି କ୍ରମେ
Read More...

ସୁବର୍ଣ୍ଣପୁରରେ ହକି ବିଶ୍ୱକପ ଟ୍ରଫିକୁ ଭବ୍ୟ ସ୍ୱାଗତ

ଟ୍ରଫି କୁ ଦେଖିବା ପାଇଁ ପ୍ରବଳ ଜନସମାଗମ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଚଳିତ ପୁରୁଷ ବିଶ୍ୱ ହକି ମହାକୁମ୍ଭ ଆସନ୍ତା ୧୩ ତାରିଖରୁ ଓଡ଼ିଶାର ଭୁବନେଶ୍ୱର ଓ ରାଉରକେଲଠାରେ ଆୟୋଜିତ ହେବାକୁ ଯାଉଅଛି । ଏଥିପାଇଁ ସାରା ରାଜ୍ୟରେ ହକିର ଉତ୍ସବ । ପଲ୍ଲୀରୁ ସହର ସବୁଠି ହକି କ୍ରେଜ ।
Read More...

ନିଜ ଜନ୍ମଦିନରେ ଶରୀର ଦାନ କଲେ ପିଙ୍କି ଖର୍ସେଲ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଅନେକେ ନିଜ ଜନ୍ମଦିନକୁ ବିଭିନ୍ନ ପ୍ରକାରେ ନିଜେ ନିଜ ଖୁସି ମୁତାବକ ପାଳନ କରିଥାନ୍ତି । ଏହି ପରିପ୍ରେକ୍ଷୀରେ ନିଆରା ଢଙ୍ଗରେ ନିଜ ଜନ୍ମଦିନ ପାଳନ କଲେ ସମାଜସେବୀ ପିଙ୍କି ଖର୍ସେଲ । ସେ ନିଜ ଜନ୍ମଦିନ ଅବସରରେ ନିଜ ଶରୀରକୁ ଦାନ କରି ସମାଜରେ ଏକ ମହାନ
Read More...

ସାବିତ୍ରୀ ବାଈ ଫୁଲେଙ୍କ ଜନ୍ମ ଜୟନ୍ତୀ ପାଳିତ

ଶିକ୍ଷା କ୍ଷେତ୍ରରେ ମହିଳାଙ୍କ ମଧ୍ୟରେ କ୍ରାନ୍ତି ଏକାନ୍ତ ଆବଶ୍ୟକ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଭାରତର ପ୍ରଥମ ମହିଳା ଶିକ୍ଷୟିତ୍ରୀ କ୍ରାନ୍ତିଜ୍ୟୋତି ମାତା ସାବିତ୍ରୀ ବାଈ ଫୁଲେଙ୍କ ଜନ୍ମ ଜୟନ୍ତୀ ସ୍ଥାନୀୟ ବଲାଙ୍ଗିର ସାମ୍ବାଦିକ ଭବନ ଠାରେ ପଶ୍ଚିମ ଓଡିଶା ମହିଳା ସଂଗଠନ ତରଫରୁ
Read More...

ନଅଗାଁ(ଖ) ରେ ବୁଢାଦେଓ ମହୋତ୍ସବ-୨୦୨୩ ଆୟୋଜିତ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ଥାନା ନଅଗାଁ (ଖ) ଗ୍ରାମରେ ପ୍ରତିବର୍ଷ ପୌଷ ମାସ ଶୁକ୍ଳ ପକ୍ଷ ଶାମ୍ବ ଦଶମୀ ତିଥିରେ ପ୍ରଭୁ ବୁଢାଦେଓଙ୍କ ଯାତ୍ରା ଅନୁଷ୍ଠିତ ହୋଇଥାଏ । ଏହି ଦିନ ବୁଢାଦେଓ ନିଜ ଗୁଡ଼ିରୁ ବାହାରି ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି ଓ ସନ୍ଧ୍ୟାରେ ଗ୍ରାମ ପରିକ୍ରମା
Read More...

ଅବସରପ୍ରାପ୍ତ ପୋଲିସ ଅଫିସରଙ୍କ ତରଫରୁ ବୁଦ୍ଧିଜୀବୀ ସମ୍ମେଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଅବସର ପରେ ନିଜ ଶରୀର ଓ ସଂଚିତ ଅର୍ଥକୁ ସୁରକ୍ଷିତ ରଖିଲେ ଅବଶିଷ୍ଟ ଜୀବନ ନିରାମୟ ଓ ସୁଖମୟ ହୋଇପାରିବ " ବୋଲି ରାଉରକେଲା ଅବସରପ୍ରାପ୍ତ ପୋଲିସ ଅଫିସର୍ସ କଲ୍ୟାଣ ଆସୋସିଏସନ୍‌ ତରଫରୁ ଆୟୋଜିତ ବୁଦ୍ଧିଜୀବୀ ସମ୍ମେଳନରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା
Read More...

କୋଚ ଶିବପ୍ରସାଦ ପଟ୍ଟନାୟକ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ

ପ୍ରଥମ ସେମିଫାଇନାଲ୍‌ରେ ଆଗଲପୁରକୁ ହରାଇ ତେନ୍ତୁଳିଖୁଣ୍ଟି ବିଜୟୀ ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ନିକଟସ୍ଥ ଖଲିଆପାଲି ଆମ୍ବେଦକର ଷ୍ଟାଡିୟମ ଠାରେ ଜଗନ୍ନାଥ ସ୍ପୋର୍ଟିଂ କ୍ଲବ ଖଲିଆପାଲି ଓ ସ୍ପୋର୍ଷ୍ଟ ହଷ୍ଟେଲ ବଲାଙ୍ଗିର ମିଳିତ ଆନୁକୂଲ୍ୟରେ ତୃତୀୟ ବର୍ଷ କୋଚ ଶିବପ୍ରସାଦ
Read More...

କଳାହାଣ୍ଡି ବିକାଶ ପରିଷଦ ପକ୍ଷରୁ କ୍ରାନ୍ତି ଯାତ୍ରା

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକଠାରେ କଳାହାଣ୍ଡି ବିକାଶ ପରିଷଦ ପକ୍ଷରୁ ଆଜି ନିଜ ଅଧିକାର ସୁରକ୍ଷା ପାଇଁ କ୍ରାନ୍ତି ଯାତ୍ରା ମାଧ୍ୟମରେ କ୍ରାନ୍ତିକାରୀ ଚେତନା ଜାଗ୍ରତ ନିମନ୍ତେ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର
Read More...

ଜାନୁଆରୀ ମାସ ପାଇଁ ଗଞ୍ଜାମ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ମୁଖ୍ୟଶାସନ ସଚିବଙ୍କ ନିର୍ଦ୍ଦେଶ କ୍ରମେ ଗଞ୍ଜାମ ଜିଲ୍ଲାରେ ଜାନୁଆରୀ ମାସରେ ଗଞ୍ଜାମ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡାଙ୍କ ଦ୍ୱାରା ଅନୁଷ୍ଠିତ ହେବାକୁ ଥିବା ଯୁଗ୍ମ ଶୁଣାଣି ନିମ୍ନରେ ପ୍ରଦତ୍ତ କାର୍ଯ୍ୟସୂଚୀ ତାରିଖ ପ୍ରକାରେ ଅନୁଷ୍ଠିତ ହେବ ବୋଲି
Read More...