Monthly Archives

January 2023

ଯୁରିଆଠାରେ ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦର ୩୮ତମ ସଂକଳ୍ପ ସମାବେଶ

ପଦ୍ମପୁର / ଖପ୍ରାଖୋଲ, (ନିରୋଜ କୁମାର ପାଣୀ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଲୁହାସିଂହା ପଞ୍ଚାୟତ ଯୁରିଆ ଶିବ ମନ୍ଦିର ସମ୍ମୁଖରେ ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦର ୩୮ତମ ସଂକଳ୍ପ ସମାବେଶ ରବିବାର ଯୁବ ପରିଷଦ ଯୁଗ୍ମ ଆବାହକ ସୁଶୀଲ କୁମାର ଗୁରୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି
Read More...

ଜାତୀୟ ସେବା ଯୋଜନା ଶୀତକାଳୀନ ସ୍ୱତନ୍ତ୍ର ଶିବିର

ଭୋଗରାଇ : ବାଲେଶ୍ଵର ଜିଲ୍ଲାର ଅଗ୍ରଣୀ ସଂସ୍କୃତ ମହାବିଦ୍ୟାଳୟ ଭାବେ ପରିଚିତ ଭୋଗରାଇ ଶ୍ୟାମସୁନ୍ଦର ସଂସ୍କୃତ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା (ଏନଏସଏସ)ର ଶୀତକାଳୀନ ସ୍ୱତନ୍ତ୍ର ଶିବିର ରବିବାର ଉଦ୍‌ଯାପିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼. ସତୀଶ ଚନ୍ଦ୍ର ପଣ୍ଡାଙ୍କ
Read More...

ସ୍ତ୍ରୀର ଶବ ଉପରେ ଜିରୋ ନାଇଟ ପାଳନ କଲା ସ୍ୱାମୀ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ଅନ୍ତର୍ଗତ ନୂଆ ବର୍ଷରେ ଏକ ଅଭାବନୀୟ ଘଟଣା ଘଟିଥିବା ଦେଖିବାକୁ ମିଳିଛି । ନିଜ ସ୍ତ୍ରୀକୁ ହତ୍ୟା କରିବା ପରେ ସ୍ୱାମୀ ଜିରୋ ନାଇଟ ପାଳନ କରିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି । ଘଟଣା ଜଣାପଡ଼ିବା ପରେ
Read More...

ବାଇକ୍‌କୁ ଧକ୍କା ଦେଲା ବସ୍ : ୧ ଗୁରୁତର, ଉତ୍ତ୍ୟକ୍ତ ଲୋାକ ବସ୍ ଜାଳିଦେଲେ

ବାରିପଦା : ବାରିପଦା ସହର ଯୁବୁଲି ପେଟ୍ରୋଲ ପମ୍ପ ନିକଟ ଜାତୀୟ ରାଜପଥରେ ରଂଜୀତା ନାମକ ବସ୍‌ ଏକ ବାଇକ୍‌କୁ ଧକ୍କା ଦେଇଥିବା ଜଣାପଡିଛି । ଏଥିରେ ଜଣେ ଯୁବକ ଗୁରୁତର ହୋଇଛି । ସୂଚନା ଅନୁସାରେ, ଗୁରୁତର ଅବସ୍ଥାରେ ଆହତ ଯୁବକଙ୍କୁ ବାରିପଦା ପିଆରଏମ ମେଡିକାଲରେ ଭର୍ତ୍ତି କରାଯାଇଛି ।
Read More...

ଇଂରାଜୀ ନବବର୍ଷରେ ଶ୍ରୀକ୍ଷେତ୍ରରେ ପ୍ରବଳ ଭିଡ଼, ଶ୍ରୀଜୀଉଙ୍କ ଦର୍ଶନ କଲେ ଲକ୍ଷାଧିକ ଶ୍ରଦ୍ଧାଳୁ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ନୂଆ ଆଶା, ନୂଆ ଉଦ୍ଦୀପନା ସହ ଆରମ୍ଭ ହୋଇଛି ନୂଆବର୍ଷ । ଇଂରାଜୀ ନବବର୍ଷର ପ୍ରଥମ ଦିନରେ ବେଶ୍ ଚଳଚଞ୍ଚଳ ହୋଇ ଉଠିଥିଲା ଶ୍ରୀକ୍ଷେତ୍ର । ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନରୁ ଦିନ ଆରମ୍ଭ ପାଇଁ ଶ୍ରୀକ୍ଷେତ୍ରରେ ଆଜି ଲକ୍ଷାଧିକ ଭକ୍ତଙ୍କ ଗହଳି ହୋଇଥିଲା ।
Read More...

କାର ଏବଂ ଟ୍ରଲି ମୁହାଁମୁହିଁ ଧକ୍କା : ୫ ମୃତ

ଜୟପୁର : ରାଜସ୍ଥାନର ହନୁମାଗଡରେ କାର ଏବଂ ଟ୍ରଲି ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଥିବା ଜଣାପଡିଛି । ଯାତ୍ରୀମାନଙ୍କ ସୂଚନା ଉପରେ ପାଲୁ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା । ଏହା ପରେ ପୋଲିସ ଆହତମାନଙ୍କୁ ପାଲୁ
Read More...

ଜାନୁଆରୀ ମାସର ସବୁ ଛୁଟି ଦିନଗୁଡିକ ଦର୍ଶକଙ୍କ ପାଇଁ ଲୋକସେବା ଭବନ ପୁଷ୍ପ ଉଦ୍ୟାନ ଖୋଲା ରହିବ

ସମୟ ଅପରାହ୍ନ ୪ଟାରୁ ସନ୍ଧ୍ୟା ୬ଟାଆଜି ଅପରାହ୍ନରୁ ଆରମ୍ଭ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଜାନୁଆରୀ ୨୦୨୩ରେ ଚତୁର୍ଥ ଶନିବାର ବ୍ୟତୀତ ସବୁ ସରକାରୀ ଛୁଟିରେ ଲୋକସେବା ଭବନ ଉଦ୍ୟାନ ସର୍ବସାଧାରଣଙ୍କ ପାଇଁ ଖୋଲା ରହିବ । ଚଳିତ ମାସରେ ରବିବାର ଦ୍ୱିତୀୟ ଶନିବାର ଓ ଅନ୍ୟ ଛୁଟିକୁ ମିଶାଇ
Read More...

ପବିତ୍ର ଶାମ୍ବ ଦଶମୀ ଅବସରରେ ଚନ୍ଦ୍ରଭାଗା ଅଭିମୁଖେ ସୂର୍ଯ୍ୟ ରଥ

କୋଣାର୍କ : ରବିବାର ପବିତ୍ର ଶାମ୍ବ ଦଶମୀ ଅବସରରେ କୋଣାର୍କ ଅବଧୂତ ମଠ ପରିସର ଉତ୍ସବ ମୁଖର ହୋଇ ଉଠିଥିଲା ସୂର୍ଯ୍ୟଙ୍କ ଉପାସନା କ୍ଷେତ୍ର ଅର୍କକ୍ଷେତ୍ର କୋଣାର୍କ । ଏହି ତିଥିରେ ରଥରେ ମିତ୍ରାଦିତ୍ୟଙ୍କୁ ଦର୍ଶନ କଲେ ରୋଗ, ଶୋକରୁ ମୁକ୍ତି ମିଳିଥାଏ । ଶାମ୍ବ ଦଶମୀରେ ସୂର୍ଯ୍ୟ ନାରାୟଣ ଅନନ୍ତ
Read More...

ଦେବଙ୍ଗ ଗାଁରେ ୧୧ତମ ନିଶାମଣି ଭୋଇ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ : କରେଲଧୁଆକୁ ହରାଇ ଫାଇନାଲରେ ଖଲିଆଖମାର

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ପତ୍ରାପାଲି (କ) ପଞ୍ଚାୟତ ଦେବଙ୍ଗ ଗାଁରେ ୧୧ତମ ନିଶାମଣି ଭୋଇ ସ୍ମାରକୀ ଫୁଟ୍‌ବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି । ଶେଷ ସେମିଫାଇନାଲ ଖେଳ କରେଲଧୁଆ ଓ ଖଲିଆଖମାର ଦଳ ମଧ୍ୟରେ ହୋଇଥିଲା । ଖଲିଆଖମାର ଦଳ
Read More...

ୱାର୍ଡ ନମ୍ବର ୨୧ରେ ଚାଇଲ୍ଡ ପ୍ଲେ ଷ୍ଟେସନର ଶୁଭ ଉଦ୍‌ଘାଟନ କଲେ ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ

ବଲାଙ୍ଗିର, (କେପିଏନ୍‌ଏସ୍‌) : ନବବର୍ଷରେ ଶିଶୁଙ୍କ ପାଇଁ ୱାର୍ଡ ନମ୍ବର ୨୧ରେ ଚାଇଲ୍ଡ ପ୍ଲେ ଷ୍ଟେସନର ଶୁଭ ଉଦ୍‌ଘାଟନ କଲେ ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ । ଏହି ଅବସରରେ ପୌରାଧ୍ୟକ୍ଷା ଲିକା ସାହୁଙ୍କ ସମେତ ୱାର୍ଡ କାଉନସିଲର ଶତୃଘନ ବାଗ ଓ ପୌର କାର୍ଯ୍ୟନିର୍ବାହୀ ଅଧିକାରୀ ସାମ୍ମି
Read More...