Monthly Archives

January 2023

୧୯ତମ ଏସ୍‌ଆର୍‌ସିସିଟି କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ

ମାକ୍ରୀ ଦଳ ବିଜୟୀ ସଇଁନ୍ତଲା, ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଲକ ଅନ୍ତର୍ଗତ କୁଇକେଡ଼ା ପଞ୍ଚାୟତ ସ୍ଥାନୀୟ ରେଙ୍ଗାଲୀ ହାଇସ୍କୁଲ ପଡିଆ ଠାରେ ୧୯ତମ ଏସ୍‌ଆର୍‌ସିସିଟି କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । କମିଟି ସଭାପତି ଶ୍ରୀକାନ୍ତ ବାଗଙ୍କ ସଭାପତିତ୍ୱରେ ଅନୁଷ୍ଠିତ
Read More...

ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହେଲା ଯୁବା ପ୍ରତାପୀ ସେନାର ସଦସ୍ୟମାନେ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସହରରେ ୧୫ ଦିନ ମଧ୍ୟରେ ଲମ୍ପି ଭାଇରସ ଯୋଗୁଁ ୫୦ରୁ ଅଧିକ ବୁଲା ଗାଈଗୋରୁଙ୍କ ମୃତ୍ୟୁ ହୋଇ ସାରିଥିବା ବେଳେ ୨୦୦ରୁ ଅଧିକ ଗାଈ ଏହି ଲମ୍ପି ଭାଇରାସରେ ଆକ୍ରାନ୍ତ ଅଛନ୍ତି । ତେବେ ଏହି ଲମ୍ପି ଭାଇରସ କବଳରୁ ବୁଲା ଗାଈଗୋରୁଙ୍କୁ ରକ୍ଷା କରିବା ପାଇଁ
Read More...

ଉତ୍ତମ ଶିକ୍ଷକ ଭାବରେ ଚାଣ୍ଡାଳ ମିଶ୍ର ସମ୍ବର୍ଦ୍ଧିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସଇଁନ୍ତଲା ସ୍ଥିତ ରମେଶ ଚନ୍ଦ୍ର ସିଂଭୋଇ ଷ୍ଟାଡିୟମରେ ବ୍ଲକ ପ୍ରଶାସନ ତରଫରୁ ସାଧାରଣତନ୍ତ୍ର ଦିବସ ପାଳିତ ଅବସରରେ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ କାର୍ଯ୍ୟରତ ପ୍ରଧାନ ଶିକ୍ଷକ ଚାଣ୍ଡାଳ ମିଶ୍ରଙ୍କୁ ଜଣେ ଉତ୍ତମ ଶିକ୍ଷକ ଭାବରେ ସମ୍ବର୍ଦ୍ଧିତ କରାଯାଇଛି ।
Read More...

ଦାଖଲ ହେଲା ମନ୍ତ୍ରୀ ନବ କିଶୋର ଦାସଙ୍କ ପୋଷ୍ଟମର୍ଟମ ରିପୋର୍ଟ

ଭୁବନେଶର : ମନ୍ତ୍ରୀ ନବ କିଶୋର ଦାସଙ୍କ ପୋଷ୍ଟମର୍ଟମ ରିପୋର୍ଟ ଆଜି ଦାଖଲ ହୋଇଛି । ଡାକ୍ତରୀ ଟିମ୍‌ କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ଉକ୍ତ ରିପୋର୍ଟ ଦାଖଲ କରିଛନ୍ତି । ପୋଷ୍ଟମୋର୍ଟମ ରିପୋର୍ଟରେ ଦାସଙ୍କୁ କେଉଁ ସମୟରେ ଗୁଳି ବାଜିଥିଲା, କେତୋଟି ଗୁଳି ବାଜିଥିଲା ଏବଂ
Read More...

ଗୋଖରକୁଦା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦ୍ୱାଦଶତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ଗୋଖରକୁଦା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦ୍ୱାଦଶତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ସଂଯୁକ୍ତା ପ୍ରଧାନ, ସମ୍ମାନିତ ଅତିଥି ଏସ୍‌ ସୁଜାତା ରେଡ଼ି, ହରପ୍ରିୟା ଜେନା, ମୁଖ୍ୟବକ୍ତା
Read More...

ଅବକାରୀ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ

କଟକ : କଟକ ହାଇକୋର୍ଟ ନିକଟ ଏସ୍‌ବିଆଇ ପଛପଟେ ଥିବା ଅବକାରୀ କାର୍ଯ୍ୟାଳୟରେ ମଙ୍ଗଳବାର ଭୟାବହ ଅଗ୍ନିକାଣ୍ଡ ଘଟିଛି । ଖବର ପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି । କାର୍ଯ୍ୟାଳୟରେ ଫସି ରହିଥିବା ଦୁଇ ଜଣ କର୍ମଚାରୀଙ୍କୁ ଉଦ୍ଧାର କରାଯାଇଛି । ନିଆଁ ଲାଗିବାର କାରଣ
Read More...

କଟକ ସବ୍‌ରେଜିଷ୍ଟର ଅଫିସ୍‌ ନିକଟରେ ଅଗ୍ନିକାଣ୍ଡ : ୨ ଆହତ

କଟକ : କଟକ ଜିଲା ସବ୍‌ରେଜିଷ୍ଟର ଅଫିସ୍‌ ନିକଟରେ ଥିବା ଏକ ହୋଟେଲରେ ମଙ୍ଗଳବାର ନିଆଁ ଲାଗିଛି । ଏହି ନିଆଁ ଏବେ ବ୍ୟାପିବାରେ ଲାଗିଛି । ଅଗ୍ନିକାଣ୍ଡ ସମ୍ପର୍କରେ ସୂଚନା ପାଇଁ ୨ଟି ଦମକଳବାହିନୀ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା କାର୍ଯ୍ୟରେ ନିୟୋଜିତ ଥିବା ବେଳେ ଏହି
Read More...

ଫେବୃଆରୀ ୧୧ ତାରିଖରେ ବଲାଙ୍ଗିର ଜିଲ୍ଲାର ବିଭିନ୍ନ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଫେବୃଆରୀ ୧୧ ତାରିଖ ଶନିବାର ଦିନ ବଲାଙ୍ଗିର, ପାଟଣାଗଡ, ଟିଟିଲାଗଡ, କଣ୍ଟାବାଞ୍ଜି, ଲୋଇସିଂହା, ସଇଁତଲା, ମୁରିବାହାଲ ଓ ବଙ୍ଗୋମୁଣ୍ଡା ଅଦାଲତ ପରିସରରେ ଚଳିତ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବ । ଏଥିରେ ସମସ୍ତ ପ୍ରକାରର ବିଚାରାଧୀନ
Read More...

ଘଣ୍ଟାପଡା କଲେଜରେ ରକ୍ତଦାନ ଶିବିର : ୪୬ ୟୁନିଟ ରକ୍ତ ସଂଗ୍ରହ

କଣ୍ଟାମାଳ, (ମମତା ମହାକୁର) : କଣ୍ଟାମାଳ ବ୍ଲକ ଘଣ୍ଟାପଡା ଡିଗ୍ରୀ କଲେଜଠାରେ ମାନବ ସେବା ସଦନ ସଂଗଠନ ରୁଗୁଡ଼ିପାଲି ଏବଂ ଆଞ୍ଚଳିକ ଗ୍ରାମ ପଞ୍ଚାୟତ ଡିଗ୍ରୀ ମହାବିଦ୍ୟାଳୟ ଘଣ୍ଟାପଡାର ସମ୍ମିଳିତ ଉଦ୍ୟମରେ ଏକ ରକ୍ତଦାନ ଶିବର ଅନୁଷ୍ଠିତ ହୋଇଯାଇଛି । ବୁର୍ଲା ରକ୍ତ ଭଣ୍ଡାର ପକ୍ଷରୁ ଡାକ୍ତର
Read More...

ପେଶୱାର ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୬୩ କୁ ବୃଦ୍ଧି, ତେହେରିକ-ଇ-ତାଲିବାନ ଏହି ଆକ୍ରମଣ ପାଇଁ ନିଜକୁ ଦାୟୀ କଲା

ପେଶୱାର : ପାକିସ୍ତାନରେ ପେଶୱାର ମସଜିଦରେ ହୋଇଥିବା ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୬୩କୁ ବୃଦ୍ଧି ପାଇଥିବା ବେଳେ ୧୫୭ ଜଣ ଆହତ ହୋଇଛନ୍ତି । ଏହି ଆକ୍ରମଣ ପାଇଁ ତେହେରିକ-ଇ-ତାଲିବାନ ପାକିସ୍ତାନ (ଟିଟିପି) ନିଜେ ଦାୟୀ ବୋଲି ସ୍ୱୀକାର କରିଛି । ଅଧିକାରୀମାନେ କହିଛନ୍ତି ଯେ, ଆଗ ଧାଡିରେ
Read More...