Monthly Archives

January 2023

ବୁଢିସିଣ୍ଢୋଲ ଗ୍ରାମରେ କଂସ ଦରବାର ଅନୁଷ୍ଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ବୁଢସିଣ୍ଢୋଲ ଗ୍ରାମରେ ପ୍ରତ୍ୟେକ ବର୍ଷ ଭଳି ଏ ବର୍ଷ ମଧ୍ୟ ସରସ୍ୱତୀ ପୂଜା ଉପଲକ୍ଷେ କଂସ ଦରବାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଦିର୍ଘ ୫ ଦିନ ଧରି ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମକୁ ଉପଭୋଗ କରିବାକୁ ଆଖପାଖ ଅଂଚଳର
Read More...

ସରକାରୀ ମହିଳା ମହାବିଦ୍ୟାଳୟରେ ଜିଲ୍ଲାସ୍ତରୀୟ ତ୍ରୟୋଦଶ ଜାତୀୟ ମତଦାତା ଦିବସ ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗିରର ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ତ୍ରୟୋଦଶ ଜାତୀୟ ମତଦାତା ଦିବସ ପାଳନ ହୋଇଯାଇଛି । ଏହି ଦିବସରେ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଚଞ୍ଚଳ ରାଣା, ଭା. ପ୍ର. ସେ. ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ ।
Read More...

ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ଜାତୀୟ ଭୋଟର ଦିବସ ପାଳିତ

ରାଷ୍ଟ୍ର ନିର୍ମାଣରେ ଭୋଟରଙ୍କ ମହତ୍ୱ ଉପରେ ଆଲୋଚନାଚକ୍ର କଂଟାବାଂଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା କଂଟାବାଂଜି ସ୍ଥିତ ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ବୁଧବାର ଦିନ ଜାତୀୟ ଭୋଟର ଦିବସ ପାଳିତ ହୋଇଯାଇଛି । ଓଡିଶା ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶକ୍ରମେ ପାଳିତ
Read More...

ଶିଳ୍ପ ବିଭାଗରେ ଜାତୀୟ ଭୋଟର ଦିବସ ଶପଥ ପାଠ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ସ୍ଥାନୀୟ ଖାରବେଳ ଭବନସ୍ଥିତ ଶିଳ୍ପ ବିଭାଗ କାର୍ଯ୍ୟାଳୟଠାରେ ଜାତୀୟ ଭୋଟର ଦିବସ ଉପଲକ୍ଷେ ସମସ୍ତ କର୍ମଚାରୀଙ୍କୁ ନେଇ ଏକ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଶାସନ ସଚିବ ଶୁଭେନ୍ଦ୍ର କୁମାର ନାଏକଙ୍କ ଅଧ୍ୟକ୍ଷତାରେ
Read More...

ପଖନମୁଣ୍ଡାରେ ଭୋଟଦାନ ଆମ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ କମେଇମୁଣ୍ଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ମାନ୍ଦଲା କ୍ଲଷ୍ଟର ଅଧିନସ୍ଥ ପଖନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୧୩ତମ ଭୋଟର ଦିବସ ଅବସରରେ ଭୋଟଦାନ ଆମ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର
Read More...

ଏକତା ଓ ଜେପି ହସପିଟାଲ ତରଫରୁ ନିଃଶୁଳ୍କ ଚକ୍ଷୁ ଚିକିତ୍ସା ଶିବିର

ରାଉରକେଲା, (ସସ୍ମିତା ପ୍ରଧାନ) : ଏକତା ମହିଳା ଗୃପ ଓ ଜେପି ହସପିଟାଲ୍‌ର ମିଳିତ ଆନୁକୂଲ୍ୟରେ ଏନ୍‌ଆଇଟି ବ୍ୟାକପୋଷ୍ଟଠାରେ ନିଃଶୁଳ୍କ ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି । ଏକତା ଗୃପର ସଭାପତି ବସୁମତି ମହାନ୍ତିଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସମାଜସେବୀ
Read More...

ଟ୍ରାଫିକ ବିଭାଗ କୋ-ଅପରେଟିଭରେ ଅନିୟମିତା ଅଭିଯୋଗ

ରାଉରକେଲା, (ସସ୍ମିତା ପ୍ରଧାନ) : ଆରଏସ୍‌ପି ଟ୍ରାଫିକ ବିଭାଗ କୋ-ଅପରେଟିଭରେ ନିର୍ବାଚନ ସହ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହେବା ପରେ ପାନପୋଷ ସ୍ଥିତ ସହକାରୀ ସମବାୟ ନିବନ୍ଧକଙ୍କ ତରଫରୁ ତଦନ୍ତ ଆରମ୍ଭ କରାଯାଇଛି । ଏନେଇ ସୋସାଇଟିର ସଭାପତି ସୋମନାଥ କରଙ୍କୁ ନୋଟିସ୍ କରାଯାଇଥିଲେ ମଧ୍ୟ ସେ
Read More...

ମହର୍ଷି ଦୟାନନ୍ଦ କ୍ଲବ୍‌ର ୭୭ତମ ବାର୍ଷିକ ଯଜ୍ଞ ଓ ସତସଙ୍ଗ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ବ୍ଲକ ବରିହାପାଲି ଗ୍ରାମର ପଙ୍କେଲପଡ଼ାଠାରେ ମହର୍ଷି ଦୟାନନ୍ଦ କ୍ଲବ୍‌ର ୭୭ତମ ବାର୍ଷିକ ଯଜ୍ଞ ଓ ସତସଙ୍ଗ ଅନୁଷ୍ଠିତ ହୋଇଯାଇଛି । ୨୨ ତାରିଖ ରବିବାର ଦିନ ଯଜ୍ଞ ଆରମ୍ଭ ହୋଇଥିବା ବେଳେ ୨୪ ତାରିଖ ଦିନ ପୂର୍ଣ୍ଣାହୂତି ପଡ଼ିଥିଲା । ଏହି
Read More...

ସୋହେଲାର ମରେକେଲ ଗ୍ରାମଠାରେ ମାଣ୍ଡିଆ ମଣ୍ଡି ଉଦ୍‌ଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲାର ପଦ୍ମପୁର ଉପଖଣ୍ଡ ସୋହେଲା ବ୍ଲକରେ ଇତି ମଧ୍ୟରେ ପ୍ରଥମ ବର୍ଷ ପାଇଁ ପ୍ରଥମ କରି ମାଣ୍ଡିଆ ମଣ୍ଡି ଉଦ୍‌ଘାଟିତ ହୋଇଯାଇଛି । ଆତ୍ମା ବରଗଡ, ଓଡିଶା ମିଲେଟ୍ସ୍ ମିଶନ ୱାସନ୍‌ର ମିଳିତ ସହାୟତା ତଥା ସ୍ୱେଚ୍ଛାସେବୀ ଅନୁଷ୍ଠାନ ମହାଶକ୍ତି
Read More...

ଆଜିଠୁ ଗଡ଼ିବ ଶ୍ରୀ ଜଗନ୍ନାଥ ଯାତ୍ରା ପର୍ଯ୍ୟଟନ ଟ୍ରେନ୍

ନୂଆଦିଲ୍ଲୀ : ଆଜିଠୁ ଶ୍ରୀ ଜଗନ୍ନାଥ ଯାତ୍ରା ପର୍ଯ୍ୟଟନ ଟ୍ରେନ୍‌ର ଶୁଭାରମ୍ଭ ହେବ । ଆଇଆରଟିସି ପକ୍ଷରୁ ମିଳିଛି ସୂଚନା । ଏହି ଟ୍ରେନ୍‌ର ଶୁଭାରମ୍ଭ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କରିବେ । ୮ ଦିନର ଯାତ୍ରାରେ ୪ ରାଜ୍ୟର ପ୍ରସିଦ୍ଧ ତୀର୍ଥ ସ୍ଥାନ ଦେଇ ଏହି ଟ୍ରେନ୍‌ ଯାତ୍ରା କରିବ । ୮
Read More...