Monthly Archives

January 2023

ବ୍ରହ୍ମପୁର ଆଇଟିଆଇରେ ସ୍କ୍ରାପ୍‌ରେ ନିର୍ମିତ ନେତାଜୀଙ୍କ ପ୍ରତିମୂର୍ତ୍ତି ଉଦ୍‌ଘାଟିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ସରକାରୀ ଆଇଟିଆଇ ଠାରେ ସୋମବାର ସ୍କ୍ରାପ୍ ଲୁହାରେ ନିର୍ମିତ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତି ଉଦ୍‌ଘାଟିତ ହୋଇଯାଇଛି । ୨୦ ଦିନ ମଧ୍ୟରେ ଆଇଟିଆଇ ଫିଟର୍, ଓ୍ବେଲଡର୍, ପେଣ୍ଟର୍ ବିଭାଗର ପ୍ରଶିକ୍ଷାର୍ଥୀଙ୍କ ଦ୍ବାରା ବାଇକ୍ ଚେନ୍,
Read More...

୨୫ କିଲୋ ଗଞ୍ଜେଇ ଜବତ, ୪ ଗିରଫ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଅବକାରୀ ଗୁଇନ୍ଦା ବିଭାଗ ପକ୍ଷରୁ ଚଢାଉ କରାଯାଇ ସହରର ବିଭିନ୍ନ ସ୍ଥାନରୁ ୪ ଜଣ ଯୁବକଙ୍କୁ ଗିରଫ କରିବା ସହ ସେମାନଙ୍କଠାରୁ ୨୫ କିଲୋ ଗଞ୍ଜେଇ ଜବତ କରିଛି । ଗିରଫ ଯୁବକମାନେ ହେଲେ ଝାଡଖଣ୍ଡ ରାଜ୍ୟର ରିତେଶ କୁମାର , ମାଲାକାନାଗିରି ଅଂଚଳର କୃଷ୍ଣ
Read More...

ଆର୍ଟ ମହୋତ୍ସବ ଉଦ୍‌ଯାପିତ

ପୁରୀ : ଐତିହ୍ୟ ଗ୍ରାମ ରଘୁରାଜପୁରରେ ତିନିଦିନ ବ୍ୟାପୀ ଆର୍ଟ ମହୋତ୍ସବ ରବିବାର ଉଦ୍‌ଯାପିତ ହୋଇଯାଇଛି । ଓଡ଼ିଶାର ହସ୍ତତନ୍ତ ବୟନଶିଳ୍ପ ଓ ହସ୍ତଶିଳ୍ପର ମନ୍ତ୍ରୀ ରିତା ସାହୁ ଏଥିରେ ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ । ଅନ୍ତିମ ସନ୍ଧ୍ୟାରେ ମନ୍ତ୍ରୀ ଶ୍ରୀମତୀ ସାହୁ ଓ ଓଡିଶା ମୋ ପରିବାର
Read More...

୨୨୫ କେଜି ଗଞ୍ଜେଇ ଜବତ, ୪ ଗିରଫ

କଟକ : ଅବକାରୀ ବିଭାଗ ସୋମବାର ଦୁଇଟି ସ୍ଥାନରେ ଚଢାଉ କରି ୨୨୫ କେଜି ଗଞ୍ଜେଇ ଜବତ କରିଛି । ଏହି ଘଟଣାରେ ଅବକାରୀ ଟିମ୍ ପଶ୍ଚିମ ବଙ୍ଗର ୪ ଜଣଙ୍କୁ ଗିରଫ କରିଛି । ଟାଙ୍ଗୀ ଟୋଲ ଗେଟ ପାଖରେ ଏକ ଟାଟା ଏସି ଗାଡିରେ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଅବକାରୀ ପୋଲିସ ଗାଡିକୁ ଅଟକାଇ ଯାଞ୍ଚ୍
Read More...

ଜମଲାଗ୍ରାମରେ ମାଗଣା ମେଗା ସ୍ୱାସ୍ଥ୍ୟ ସେବା ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ନେତାଜୀ ସୁବାସ ଚନ୍ଦ୍ର ବୋଷ ଏବଂ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ଉପଲକ୍ଷେ ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଜମଲା ସ୍ଥିତ ରାଜୀବ ଗାନ୍ଧୀ ସେବାକେନ୍ଦ୍ରରେ ଶ୍ରୀ ଶ୍ରୀ ନୃସିଂହନାଥ ଆୟୁର୍ବେଦ ମହାବିଦ୍ୟାଳୟ ଏବଂ ଗବେଷଣା ପ୍ରତିଷ୍ଠାନ ତରଫରୁ ରାମ
Read More...

ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମ ଜୟନ୍ତୀ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଭାରତର ବୀର ସନ୍ତାନ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମ ଜୟନ୍ତୀ ଦିବସ ପାଳିତ ହୋଇଯାଇଛି । ଛତ୍ରପୁର ସହରର ବିଭିନ୍ନ ଶିକ୍ଷାନୁଷ୍ଠାନ ପକ୍ଷରୁ ପ୍ରଭାତଫେରି, ମାଲ୍ୟାର୍ପଣ ସହ ଭକ୍ତିପୂତ ସମ୍ମାନ ସ୍ୱରୂପ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି
Read More...

ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ପରିସରରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଭଞ୍ଜବିହାର ତଥା ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ଜାତୀୟ ସେବା ସଂସ୍ଥା ଯୋଜନା ଆନୁକୂଲ୍ୟରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମ ଜୟନ୍ତୀ ଦିବସ ପାଳିତ ହୋଇଯାଇଛି । ସଭାର ଆରମ୍ଭରେ ଜାତୀୟ ସେବା ଯୋଜନା ଅଧିକାରୀ ଶକ୍ତି ରଞ୍ଜନ ଦାଶ ଅତିଥିମାନଙ୍କ
Read More...

୨୧ତମ ଲୋକ ଉତ୍ସବର ଚତୁର୍ଥ ସନ୍ଧ୍ୟା : ମୁଖ୍ୟ ଅତିଥି ଭାବେ ଯୋଗଦେଲେ ବିଧାୟକ ନରସିଂହ

ବଲାଙ୍ଗିର, (କେପିଏନ୍‌ଏସ୍‌) : ୨୧ତମ ଲୋକ ଉତ୍ସବର ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି ବିଧାୟକ ନରସିଂହ ମିଶ୍ର । ମୁଖ୍ୟ ଉନ୍ନୟନ ଅଧିକାରୀ ସୁଶାନ୍ତ ସିଂହଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସାଂସ୍କୃତିକ ସଭାରେ ସମ୍ମାନୀତ ଅତିଥି ଭାବେ ସିଆର୍‌ପିଏଫ୍‌ ୧୮୯ ବାଟାଲିୟନ
Read More...

ଶିକାଛିଡା କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ

ବଲାଙ୍ଗିର, (ପୁସ୍ତମ୍ ଜୁଆଡି) : ସଦର ବ୍ଲକ ଅନ୍ତର୍ଗତ ଶିକାଛିଡା ଗ୍ରାମରେ ଇଲେଭେନ ଷ୍ଟାର କ୍ରିକେଟ କ୍ଳବ ଆନୁକୂଲ୍ୟରେ ଦଶମ ଜୟ ବୁଢା ଡ଼ଙ୍ଗର କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ଏହି ସମାରୋହରେ ମୁଖ୍ୟ ଅତିଥି ଭାବରେ ଯୁବ ନେତା ଘନଶ୍ୟାମ ଶତପଥି, ଯୁବ ବିଜେଡି ନେତା ପିଙ୍କୁ
Read More...

ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ୧୨୬ତମ ଜୟନ୍ତୀ ପାଳିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ମହାନ ସ୍ଵାଧୀନତା ସଂଗ୍ରାମୀ ତଥା ରାଷ୍ଟ୍ରଭକ୍ତ ଅବିସ୍ମରଣୀୟ ଯୋଦ୍ଧା ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ୧୨୬ତମ ଜୟନ୍ତୀ ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଘୋରଡିଆ ନୋଡାଲ ଉଚ୍ଚ ବିଦ୍ୟାଳୟରେ ପାଳିତ ହୋଇଯାଇଛି । ଏହି ଜନ୍ମ ବାର୍ଷିକ ଉତ୍ସବରେ
Read More...