Monthly Archives

January 2023

ଲାନ୍ଥବୁଢ଼ା କ୍ରିକେଟ ପ୍ରତିଯୋଗିତା ଉଦ୍‌ଯାପିତ

ଦେଷଣ୍ଢକୁ ହରାଇ ଶିଆଳଜୋର୍ ଚାମ୍ପିୟନ ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଦେଷଣ୍ଢରେ ରବିବାର ଦିନ ଲାନ୍ଥବୁଢ଼ା କ୍ରିକେଟ କ୍ଲବ୍ ଦେଷଣ୍ଢ ପକ୍ଷରୁ ଏକ ଦିବସୀୟ କ୍ରିକେଟ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି । ଏହି ପ୍ରତିଯୋଗିତାରେ ଖଲିଆପାଲି, ଦେଷଣ୍ଢ (ବି), ଡୁକରଚରଚରା,
Read More...

ବୀଣାପାଣି ଶିକ୍ଷାସୌଧ ଆବାସିକ ବିଦ୍ୟାଳୟର ଶିକ୍ଷଣ ପରିଭ୍ରମଣ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବୀଣାପାଣି ଶିକ୍ଷାସୌଧ ଆବାସିକ ବିଦ୍ୟାଳୟ ଗଇଁନ୍ତଲାର ଶିକ୍ଷଣ ପରିଭ୍ରମଣ ଅନୁଷ୍ଠିତ ହୋଇଯାଇଛି । ଦୀର୍ଘ ଦୁଇ ବର୍ଷର ବ୍ୟବଧାନ ପରେ ଶିକ୍ଷଣ ପରିଭ୍ରମଣ ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀଗଣ ହିରାକୁଦ ସ୍ଥିତ ଜୱାହର ଉଦ୍ୟାନ, ଗାନ୍ଧୀମିନାର, ଜିରୋପଏଣ୍ଟ,
Read More...

ଭାରସାମ୍ୟ ହରାଇ ବ୍ରିଜ ବାଡ଼ା ଭାଙ୍ଗି କେନାଲକୁ ଖସିଲା ବସ୍‌, ୨ ମୃତ, ୩୦ ଗୁରୁତର

ଢେଙ୍କାନାଳ : ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ପଞ୍ଚୁବଟି ନିକଟରେ ଗତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଏକ ଟୁରିଷ୍ଟ ବସ୍‌ ବ୍ରିଜ ତଳକୁ ଖସି ପଡ଼ିବାରୁ ଘଟଣାସ୍ଥଳରେ ୨ ମହିଳାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ବସ୍‌ରେ ଥିବା ପ୍ରାୟ ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ
Read More...

ଜିଲ୍ଲା କରାଟେ ଚମ୍ପିୟନ୍‌ସିପ୍‌ ୨୦୨୩ ଉଦ୍‌ଯାପିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା କରାଟେ ଚମ୍ପିୟନ୍‌ସିପ୍‌ ୨୦୨୩ ଉଦ୍‌ଯାପିତ ହୋଇଯାଇଛି । ଏହି ଦିବସରେ ବଲାଙ୍ଗିରର ପୂର୍ବତନ ସାଂସଦ ତଥା ବର୍ତ୍ତମାନର ଓଡିଶା ରାଜ୍ୟ ଗୃହ ନିର୍ମାଣ ବୋର୍ଡ ଅଧ୍ୟକ୍ଷ କଳିକେଶ ନାରାୟଣ ସିଂହଦେଓ ଏବଂ ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ
Read More...

ଆଜି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମ ଜୟନ୍ତୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମ ଜୟନ୍ତୀ । ଆସନ୍ତୁ ତାଙ୍କ ବିଷୟରେ କିଛି ଜାଣିବା । ନେତାଜୀ ସୁଭାଷ ଚନ୍ଦ୍ର ବୋଷ ୧୮୯୭ ମସିହା ଜାନୁଆରୀ ୨୩ ତାରିଖରେ ପିତା ଜାନକୀ ନାଥ ବୋଷ ଓ ମାତା ପ୍ରଭାବତୀ ଦେବୀଙ୍କ କୋଳମଣ୍ଡନ କରିଥିଲେ । ସୁଭାଷ ଚନ୍ଦ୍ର
Read More...

ଦୋକାନ ଉପରକୁ ବୋମାମାଡ଼, ଦୋକାନୀ ଆହତ

ଯାଜପୁର : ଯାଜପୁର ଜିଲ୍ଲା ବରୀ ଥାନା ଅନ୍ତର୍ଗତ ଚମ୍ପାପୁରଠାରେ ଥିବା ଏକ ଦୋକାନ ଉପରକୁ ବୋମାମାଡ଼ ହୋଇଥିବା ସୂଚନା ମିଳିଛି । ଫଳରେ ଦୋକାନୀ ଗୁରୁତର ଆହତ ହୋଇଛନ୍ତି । ସୂଚନା ଅନୁସାରେ, ୨ ଜଣ ଦୁର୍ବୃତ୍ତ ବାଇକ୍‌ରେ ଆସି ଚମ୍ପାପୁରଠାରେ ଥିବା ଗୋପାଳନାଥଙ୍କ ଭେରାଇଟି ଷ୍ଟୋର ଉପରକୁ ଦୁଇଟି
Read More...

ଟ୍ରକ ପଛରେ ପିଟିଲା ବାଇକ୍, ଆରୋହୀ ମୃତ

ରାୟଗଡ଼ା : ରାୟଗଡା ଜିଲ୍ଲା ବିଷମକଟକ ଥାନା ଅନ୍ତର୍ଗତ ଭାତପୁର ପଞ୍ଚାୟତର ବୃନ୍ଦାବାଡ଼ି ଗ୍ରାମ ନିକଟରେ ଟ୍ରକ ପଛରେ ପିଟି ହେଲା ବାଇକ୍ । ଫଳରେ ଘଟଣାସ୍ଥଳରେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ମୃତ ଯୁବକଙ୍କ ପରିଚୟ ମିଳି ପାରି ନଥିବା ବେଳେ ତାଙ୍କ ଘର ବୃନ୍ଦାବାଡ଼ି ଗ୍ରାମର
Read More...

ଭେଜିପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ମହୋତ୍ସବ ପାଳିତ

ଭବାନୀପାଟଣା, (ପି.କେ. ସାହୁ) : ଭବାନୀପାଟଣା ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ଭେଜିପଦରର ଶୁକ୍ରବାର ୫୦ ବର୍ଷ ପୂର୍ତ୍ତୀ ଅବସରରେ ସୁବର୍ଣ୍ଣ ଜୟନ୍ତୀ ମହୋତ୍ସବ ପାଳିତ ହୋଇଯାଇଛି । ସମସ୍ତ ଛାତ୍ରଛାତ୍ରୀ, ପୁରାତନ ଛାତ୍ରଛାତ୍ରୀ, ବିଦ୍ୟାଳୟ ପରିଚାଳନା କମିଟି ସଭ୍ୟ
Read More...

ଗାଈବାହାଲ ସ୍କୁଲର ବାର୍ଷିକ କ୍ରୀଡ଼ା ଉଦ୍‌ଯାପିତ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଗାଈବାହାଲ ବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ଶନିବାର ଉଦ୍‌ଯାପିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା ସଂଘର ଅଧ୍ୟକ୍ଷ ସୁବାସ ବାଗ, ସଂଯୋଜକ କିରନ ଛତ୍ରିଆ ଯୋଗଦେଇ ବିଜୟୀ ଖେଳାଳିଙ୍କୁ ପୁରସ୍କାର ପ୍ରଦାନ କରିଥିଲେ । ବରିଷ୍ଠ
Read More...

ବେଥେଲ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟରେ ବାର୍ଷିକ କ୍ରୀଡ଼ା ଉଦ୍‌ଯାପିତ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ସାରସମାଲ ବେଥେଲ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟରେ ବାର୍ଷିକ କ୍ରୀଡ଼ା ଉଦ୍‌ଯାପିତ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବରେ ସ୍କୁଲ ପରିଚାଳନା କମିଟିର ସଭାପତି ହରିଶ୍ଚନ୍ଦ୍ର ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ସ୍କୁଲ ପ୍ରାବନ୍ଧିକ ଦିଲୀପ ସୁନା
Read More...