ସରସ୍ଵତୀ ଶିଶୁ ମନ୍ଦିରରେ ବାର୍ଷିକ ଉତ୍ସବ ପାଳିତ
ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : କଥାରେ ଅଛି ଶିଶୁ ହସିଲେ ଦୁନିଆଁ ହସେ । ପୁରୀ ଜିଲ୍ଲା କଣାସ ବ୍ଲକ୍ ଅନ୍ତର୍ଗତ କଣାସ ହାଟ ଠାରେ ସରସ୍ଵତୀ ଶିଶୁ ମନ୍ଦିର ସ୍କୁଲରେ ସପ୍ତବିଂଶତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ଛୋଟ ଛୋଟ କୁନି କୁନି ଛାତ୍ରଛାତ୍ରୀମାନେ ତାଙ୍କର ନାଚ, ଗୀତ ସହ!-->…
Read More...
Read More...