ଜିଲ୍ଲାସ୍ତରୀୟ ୟୁଥ ରେଡ଼କ୍ରସ ପ୍ରଶିକ୍ଷଣ ଶିବିର ଉଦ୍ଘାଟିତ
କୋକସରା : କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ପଞ୍ଚାୟତ ଡିଗ୍ରୀ ମହାବିଦ୍ୟାଳୟଠାରେ ଆଜିଠାରୁ ଜିଲ୍ଲାସ୍ତରୀୟ ୟୁଥ ରେଡ଼କ୍ରସ ପ୍ରଶିକ୍ଷଣ ଶିବିର ଉଦ୍ଘାଟିତ ହୋଇଯାଇଛି । ଜିଲ୍ଲାର ୩୦ଟି କଲେଜର ଛାତ୍ରଛାତ୍ରୀଙ୍କୁ ନେଇ ତିନି ଦିବସୀୟ ଏହି ୟୁଥ ରେଡ଼କ୍ରସ ପ୍ରଶିକ୍ଷଣ ଶିବିରର ଆୟୋଜନ କରାଯାଇଛି!-->…
Read More...
Read More...