Monthly Archives

January 2023

ବୋଲେରୋ ଧକ୍କାରେ ୩ ଗୁରୁତର

ଫୁଲବାଣୀ : ସ୍ଥାନୀୟ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଗୁରୁବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି । ଏକ ବୋଲେରୋ ଗାଡ଼ି ଧକ୍କା ଦେବା ଫଳରେ ୩ ଜଣ ଗୁରୁତର ହୋଇଥିବା ଜଣାପଡିଛି । ଆହତମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ଗାଡ଼ି ଧକ୍କାରେ ଏକ ସ୍କୁଟି ଏବଂ ମେଡିକାଲ ପରିସରରେ ଥିବା
Read More...

ବ୍ରାଉନସୁଗାର ଜବତ : ୧ ଗିରଫ

ପୁରୀ : ପୁରୀ ଜିଲ୍ଲା ମୋବାଇଲ ସ୍କ୍ୱାଡ଼ର ଉପନିରୀକ୍ଷକ ସିଦ୍ଧେଶ୍ୱର ମଲ୍ଲିକଙ୍କ ନେତୃତ୍ୱରେ ଏକ ଟିମ୍‌ ସତ୍ୟବାଦୀ ଥାନା ଅନ୍ତର୍ଗତ ଅଳଗୁମ ଛକ ଠାରେ ଚଢ଼ାଉ କରି ୩୨ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ଜଣଙ୍କୁ ଗିରଫ କରିଥିବା ଜଣାପଡିଛି । ସୂଚନା ଅନୁସାରେ, ଗିରଫ ଯୁବକ ଜଣକ ହେଲେ ଅଳଗୁମ
Read More...

ଦ୍ୱିତୀୟ ଜିଲ୍ଲାସ୍ତରୀୟ ଆଧାର ପରିଚାଳନା କମିଟି ବୈଠକ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଦ୍ୱିତୀୟ ଜିଲ୍ଲାସ୍ତରୀୟ ଆଧାର ପରିଚାଳନା କମିଟି ବୈଠକ ଜିଲ୍ଲାପାଳଙ୍କ କାର୍ୟ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ସୂର୍ଯ୍ୟନାରାୟଣ ଦାଶ, ଅତିରିକ୍ତ ଜିଲ୍ଲାପାଳ, ସୁବର୍ଣ୍ଣପୁର ବୈଠକରେ ଅଧ୍ୟକ୍ଷତା କରିଥିବା ବେଳେ ବୈଠକରେ କମିଟିର ସମସ୍ତ ସଭ୍ୟ ଓ ସଭ୍ୟା
Read More...

ଆଜି ୭୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ରୋଜଗାର ମେଳା ମାଧ୍ୟମରେ ବିଭିନ୍ନ ସରକାରୀ ବିଭାଗ ଏବଂ ଅନୁଷ୍ଠାନଗୁଡ଼ିକରେ ନିଯୁକ୍ତି ପାଇଥିବା ୭୧ ହଜାର ଜଣଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ନିଯୁକ୍ତିପତ୍ର ପ୍ରଦାନ କରିବେ । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ(ପିଏମ୍‌ଓ) ସୂଚନା ଅନୁସାରେ, ପୂର୍ବାହ୍ନ ସାଢ଼େ
Read More...

ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର : ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି । ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ଅଧୀନରେ କାର୍ଯ୍ୟରତ ମୋଟ ୧୬୯ ଜଣ ଓଏଏସ୍‌ ଅଫିସରଙ୍କ ବଦଳି କରାଯାଇଥିବା ବେଳେ ୭୯ଟି ତହସିଲରେ ନୂଆ ତହସିଲଦାରଙ୍କୁ ନିଯୁକ୍ତି ଦିଆଯାଇଛି । ଏ ନେଇ ଗୁରୁବାର ରାଜସ୍ୱ ଓ
Read More...

ସିନାପାଲିରେ ୨୫୧ କୁଣ୍ତୀୟ ଗାୟତ୍ରୀ ମହାଯଜ୍ଞ ଶୁଭାରମ୍ଭ

ସିନାପାଲି, (ନିରାକାର ମେହେର) : ସିନାପାଲି ଗାୟତ୍ରୀ ଶକ୍ତିପୀଠର ଆନୁକୂଲ୍ୟରେ ନୂଆପଡ଼ା ଜିଲ୍ଲା ସିନାପାଲି ଠାରେ ବିରାଟ କଳସ ଶୋଭାଯାତ୍ରା ମାଧ୍ୟମରେ ଭବ୍ୟ ୨୫୧ କୁଣ୍ତୀୟ ଗାୟତ୍ରୀ ମହାଯଜ୍ଞ ଗୁରୁବାର ଶୁଭଉଦ୍‌ଘାଟିତ ହୋଇଯାଇଛି । ଏହି ଶୋଭାଯାତ୍ରାରେ ଏକାବନ ଶହ ମହିଳା ପୂର୍ଣ୍ଣ କଳସ, ଏକୋଇଶ
Read More...

ଶାସ୍ତ୍ରୀ ନଗରପଡାର ମରଣାନ୍ତକ ଆକ୍ରମଣ ଘଟଣାରେ ଆକ୍ରମଣକାରୀ ସୁନୀଲ ଗିରଫ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗତ ୧୫ ତାରିଖ ଦିନ ବଲାଙ୍ଗିର ସହରର ଶାସ୍ତ୍ରୀ ନଗର ପଡା ଠାରେ ଘରକୁ ପଶି ଭବାନୀ ଦୀପ ଓ ତାଙ୍କ ପତ୍ନୀଙ୍କୁ କିଛି ଦୁର୍ବୃତ୍ତ ଆକ୍ରମଣ କରିଥିବା ଘଟଣା ସାରା ରାଜ୍ୟରେ ଚହଳ ସୃଷ୍ଟି କରିଥିବା ବେଳେଏହି ଘଟଣାକୁ ବଲାଙ୍ଗିର ପୋଲିସ ବିଷେଷ ଗୁରୁତ୍ୱ ଦେଇଛି । ତେବେ
Read More...

ରାଜ୍ୟସ୍ତରୀୟ ବିଦ୍ୟାଳୟ ଖୋ ଖୋ ପ୍ରତିଯୋଗିତାର ତିନୋଟି ବିଭାଗରେ ବଲାଙ୍ଗିର ଜିଲ୍ଲା ଚାମ୍ପିୟନ ଓ ଟେନିକଏଟରେ ଉପବିଜେତା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ମାରକୋନା, ବାଲେଶ୍ୱରରେ ଚାଲିଥିବା ରାଜ୍ୟସ୍ତରୀୟ ବିଦ୍ୟାଳୟ ଖୋ ଖୋ ଓ ଟେନିକଏଟ ଦଳ ୧୪ ଓ ୧୭ ବର୍ଷରୁ କମ୍‌ ବାଳକ ବାଳିକା ବିଭାଗରେ ଭାଗ ନେଇଥିଲେ । ଖୋ ଖୋର ୪ଟି ବିଭାଗରୁ ୩ଟି ବିଭାଗରେ ବଲାଙ୍ଗିର ଦଳ ଚାମ୍ପିୟନ ହୋଇଛନ୍ତି । ୧୭ ବର୍ଷରୁ କମ୍‌ ଫାଇନାଲ୍‌ରେ
Read More...

ଛେଲବାହାଲ ଅଙ୍ଗନୱାଡି କେନ୍ଦ୍ରରେ ଭକ୍ତକବି ମଧୁସୂଦନ ରାଓଙ୍କ ଜନ୍ମଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଛେଲବାହାଲ ଗ୍ରାମର ଅଙ୍ଗନୱାଡି କେନ୍ଦ୍ରରେ ଓଡିଶା ମାଟିରେ ବର୍ଣ୍ଣ ବିଭବ ବୁଣି ଦେଇଥିବା ମହାନ ସ୍ରଷ୍ଟା ପୁରୁଷ ଭକ୍ତ କବି ମଧୁସୂଦନ ରାଓଙ୍କ ଜନ୍ମଦିବସ ପାଳିତ ହୋଇଯାଇଛି । କାର୍ଯ୍ୟକ୍ରମ ପ୍ରାରମ୍ଭରେ
Read More...

ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଦ୍ଵାରା ପ୍ରଭାବିତ ଅନ୍ତପାଲି ଗ୍ରାମରେ ଜନ ଶୁଣାଣି

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନରେ ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଦ୍ଵାରା ପ୍ରଭାବିତ ଲୋଇସିଂହ। ବ୍ଲକର ରେଙ୍ଗାଲି ଗ୍ରାମ ପଂଚାୟତ ଅନ୍ତର୍ଗତ ଅନ୍ତପାଲି ଗ୍ରାମଠାରେ ଏକ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଜନ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଚଞ୍ଚଳ
Read More...