Monthly Archives

January 2023

ମିସ୍ ଆଣ୍ଡ ମିସେସ୍ ଇଣ୍ଡିଆ କୁଇନ୍ ପ୍ରତିଯୋଗିତାରେ ଓଡ଼ିଆ ଝିଅଙ୍କ କମାଲ

ଭୁବନେଶ୍ୱର : ମିସ୍ ଆଣ୍ଡ ମିସେସ୍ ଇଣ୍ଡିଆ କୁଇନ୍ ଅଫ ହାର୍ଟସ୍ ସିଜନ୍‌-୫ରେ ଓଡ଼ିଆ ଝିଅ ଗୁଡ୍ଡିଙ୍କ କମାଲ । ମିସେସ୍ ପପୁଲାର ଏବଂ କନ୍‌ଫିଡେଂଟ କାଟାଗୋରୀରେ ସମସ୍ତଙ୍କୁ ପଛରେ ପକାଇ ବିଜେତା କ୍ରାଉନ ହାସଲ କରିଛନ୍ତି ଗୁଡ୍ଡି । ନୂଆଦିଲ୍ଲୀ କନକପୁରସ୍ଥିତ ଏକ ହୋଟେଲରେ ଆୟୋଜିତ ଏହି
Read More...

ଆଜି ହିମାଚଳ ପ୍ରଦେଶରେ ପ୍ରବେଶ କରିବ ଭାରତ ଯୋଡୋ ଯାତ୍ରା

ସିକିମ : କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରା ବୁଧବାର ହିମାଚଳ ପ୍ରଦେଶରେ ପ୍ରବେଶ କରିବ । ଏହା ପୂର୍ବରୁ ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ମଙ୍ଗଳବାର ଇନ୍ଦୋରା ନିକଟସ୍ଥ ମାନସେର ଟୋଲ ପ୍ଲାଜାରେ ବ୍ୟବସ୍ଥାର ସମୀକ୍ଷା କରିଥିବା ସରକାରୀ ସୂତ୍ରରୁ
Read More...

ବଲାଙ୍ଗିର ଜିଲ୍ଲାକୁ ମିଳିଲା ‘ଦି ଇଣ୍ଡିଆନ ଏକ୍ସପ୍ରେସ ଏକ୍ସସେଲେନ୍ସେ ଇନ୍‌ ଗଭର୍ଣ୍ଣାନ୍ସ’ ଆୱାର୍ଡ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବିଗତ ୨ ବର୍ଷ ମଧ୍ୟରେ ବଲାଙ୍ଗିର ଜିଲ୍ଲାରେ ତୃତୀୟ ଲିଙ୍ଗମାନଙ୍କ କଲ୍ୟାଣ ନିମନ୍ତେ ତଥା ବିଭିନ୍ନ ସରକାରୀ ଯୋଜନା ଗୁଡିକରେ ସଫଳ ଅନ୍ତର୍ଭୂକ୍ତିକରଣ ନିମନ୍ତେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବାରୁ ବଲାଙ୍ଗିର ଜିଲ୍ଲା 'ଦି ଇଣ୍ଡିଆନ ଏକ୍ସପ୍ରେସ ଏକ୍ସସେଲେନ୍ସେ
Read More...

ମ.ରାମପୁର ବ୍ଲକରେ ସଡକ ସୁରକ୍ଷା ସପ୍ତାହ ପାଳିତ

କଳାହାଣ୍ଡି, (ପି.କେ.ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକରେ ସଡ଼କ ସୁରକ୍ଷା ସପ୍ତାହ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମଟି କଳାହାଣ୍ଡି ଜିଲ୍ଲା ଆଞ୍ଚଳିକ ପରିବହନ ପ୍ରାଧିକରଣ ଓ ମ.ରାମପୁର ଥାନା ମିଳିତ ଆନୁକୂଲ୍ୟରେ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ
Read More...

ମକର ମେଳା ଓ ବାଳୁକା କଳା ପ୍ରଦର୍ଶନୀ ଅବସରରେ କବିତା ଆସର ଅନୁଷ୍ଠିତ

ଦର୍ଶକଙ୍କ ମନ ମୋହିଲା ବ୍ୟଙ୍ଗ କବିତା ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକ ଅନ୍ତର୍ଗତ ତେନ୍ତୁଳିଖୁଣ୍ଟି ଗ୍ରାମ ପଞ୍ଚାୟତ ଅଧିନସ୍ଥ ପେନ୍ଦିମୁଣ୍ଡା ଗ୍ରାମର ତେଲନଦୀ ପଠାରେ ପବିତ୍ର ମକର ମେଳା ଅବସରରେ ଆନ୍ତର୍ଜାତୀକ ବାଳୁକା ଶିଳ୍ପୀ ଓମ୍ ପ୍ରକାଶ ସାହୁଙ୍କ ଦ୍ୱାରା ନିର୍ମିତ ୩୬
Read More...

ମାନବବାଦୀ ଲେଖକ ଫକୀର ମୋହନଙ୍କ ସଂପର୍କରେ ଆଲୋଚନା ସଭା

ରାଉରକେଲା, (ସସ୍ମିତା ପ୍ରଧାନ) : ଗୋପବନ୍ଧୁ ପାଠାଗାର ଓ ସ୍ଵସ୍ତି ସାହିତ୍ୟ ସଂସଦର ମିଳିତ ସହଯୋଗରେ ସତ୍ୟବାଦୀ ପ୍ରକୋଷ୍ଠ ଠାରେ ସଂସଦର ମାସିକ ସାହିତ୍ୟ ଆସର ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ମହେନ୍ଦ୍ର କୁମାର ପଟ୍ଟନାୟକ ଅଧ୍ୟକ୍ଷତା କରିଥିବା ବେଳେ
Read More...

ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗତ ତା.୧୧/୦୧/୨୦୨୩ ଠାରୁ ତା.୧୭/୦୧/୨୦୨୩ରିଖ ସପ୍ତାହବ୍ୟାପି ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ୨୦୨୩ର ଅନ୍ତିମ ଦିବସରେ ଆଞ୍ଚଳିକ ପରିବହନ ଅଧିକାରୀ ସୁବର୍ଣ୍ଣପୁରଙ୍କ କାର୍ଯ୍ୟାଳୟ ତରଫରୁ ପୂର୍ବାହ୍ନରେ କୋଶଳ ଉଚ୍ଚ ବିଦ୍ୟାଳୟର ୨୦୦ ଜଣ ଛାତ୍ରଛାତ୍ରୀ
Read More...

ଜିଲ୍ଲାପାଳଙ୍କୁ ନେହୁରା ହୋଇ ସାହାଯ୍ୟ ଭିକ୍ଷା କଲେ ବୃଦ୍ଧା ମାତା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ବୁଗୁଡ଼ା ବ୍ଲକ୍ ଭାମଶିଆଳି ପୋଷ୍ଟ ଅଫିସ ଅନ୍ତର୍ଗତ କୁଆନଳା ଗ୍ରାମର ନଳନୀ ପ୍ରଭା ଦାଶ୍ ନିଜ ଗ୍ରାମରୁ ଅଟୋ-ରିକ୍ସା ଭଡ଼ା କରି ମଙ୍ଗଳବାର ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଆସି ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କୁ ଭେଟି
Read More...

ସଡ଼କ ସୁରକ୍ଷା ସପ୍ତାହ ଉଦ୍‌ଯାପିତ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପରିବହନ ବିଭାଗ ପକ୍ଷରୁ ଚାଲିଥିବା ସପ୍ତାହ ବ୍ୟାପୀ ସଡ଼କ ସୁରକ୍ଷା ସପ୍ତାହ ଆଜି ଉଦ୍‌ଯାପନୀ ଉତ୍ସବ ସ୍ଥାନୀୟ ବିଜୁ ପଟ୍ଟନାୟକ ଟାଉନ ହଲଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଆଞ୍ଚଳିକ ପରିବହନ ଅଧିକାରୀ ଜେନିଥ୍ ସାବୁଆ ମାଝୀଙ୍କ ଅଧ୍ୟକ୍ଷତାରେ
Read More...

୧୬ତମ ଚନ୍ଦ୍ରକାନ୍ତି ମେମୋରିଆଲ ବାର୍ଷିକ କ୍ରୀଡା ଉଦ୍‌ଯାପିତ

ପୁଇଁତଲା, (କେପିଏନ୍‌ଏସ୍‌) : ଆଜି ପୁଇଁତଲା ବ୍ଲକ ଅନ୍ତର୍ଗତ ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡା ଠାରେ ୧୬ତମ ଚନ୍ଦ୍ରକାନ୍ତି ମେମୋରିଆଲ ବାର୍ଷିକ କ୍ରୀଡାର ଉଦ୍‌ଯାପିତ ହୋଇଯାଇଛି । ଏହି ଉତ୍ସବରେ ପରିଚାଳନା କମିଟିର ସଭାପତି ଶ୍ୟାମ ସୁନ୍ଦର ବଗର୍ତ୍ତୀଙ୍କ ସଭାପତିତ୍ୱରେ ପ୍ରଧାନ ଶିକ୍ଷକ
Read More...