Monthly Archives

January 2023

ଗ୍ରାସୀମ କମ୍ପାନୀ ପକ୍ଷରୁ ସଡ଼କ ସୁରକ୍ଷାକୁ ନେଇ ସଚେତନତା

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହରରେ ଅବସ୍ଥିତ ଗ୍ରାସୀମ କମ୍ପାନୀ ପକ୍ଷରୁ ଏଚ୍‌ଆର୍‌ହେଡ଼୍‌ ନିରଜ ପଟ୍ଟନାୟକ ନୀଳ ପତାକା ଦେଖାଇ ସଡ଼କ ସୁରକ୍ଷା ଜୀବନ ରକ୍ଷା ରାଲିର ଶୁଭାରମ୍ଭ କରିଥିଲେ । ସ୍ଥାନୀୟ ଜୟଶ୍ରୀ ସ୍କୁଲ ଛାତ୍ର ଛାତ୍ରୀଙ୍କୁ ନେଇ ଏକ ସଚେତନତା କାର୍ଯ୍ୟକ୍ରମ ସହ
Read More...

ଗଞ୍ଜାମ କଲେଜରେ ଆତ୍ମ ସୁରକ୍ଷା ତାଲିମ ଶିବିର

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ମହାବିଦ୍ୟାଳୟ ଅଡିଟୋରିୟମ ହଲରେ ମଙ୍ଗଳବାର ଦିନ ଛାତ୍ରୀଙ୍କ ଆତ୍ମ ସୁରକ୍ଷା ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ କଲେଜ ଅଧ୍ୟକ୍ଷ ପ୍ରବୀଣ କୁମାର ନନ୍ଦ ଏହି ଶିବିରର ଶୁଭାରମ୍ଭ କରିଥିଲେ । ଅନ୍ୟତମ ଅତିଥି ଭାବେ ଡ଼ଃ ଅଶ୍ରିତ
Read More...

ରାଉରକେଲା ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟର ପ୍ରଥମ ଗ୍ଲୋବାଲ୍ ଆଲୁମନି ମିଟ୍ ଆସନ୍ତା ୨୯ରେ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟର ପୁରାତନ ଛାତ୍ର ସଂସଦ ଆନୁକୂଲ୍ୟରେ ପ୍ରଥମ ଗ୍ଲୋବାଲ୍ ଆଲୁମନି ମିଟ୍ ଆସନ୍ତା ୨୯ ତାରିଖରେ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହେବ ବୋଲି ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ କୁହାଯାଇଛି । ପ୍ରାକ୍ତନ ଛାତ୍ର
Read More...

ରାଜ୍ୟସ୍ତରୀୟ ଟାଇକଣ୍ଡୋ ପ୍ରତିଯୋଗିତାରେ ବଲାଙ୍ଗିରର ସଫଳତା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ପୁରୀର ସତି ରାନୀଘାଟ ସ୍ଥିତ ଟାଇକଣ୍ଡୋ ଟ୍ରେନିଂ ହଲ ଠାରେ ଗତ ୧୪ ଓ ୧୫ ଦୁଇ ଦିନ ଧରି ୩୫ତମ ରାଜ୍ୟସ୍ତରୀୟ ଖିରୋଗି ଓ ୮ତମ ପୁମସାଇ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ବଲାଙ୍ଗିର ଜିଲ୍ଲା ଟାଇକଣ୍ଡୋ ସଂଘ ତରଫରୁ ଏକ ୬ ଜଣିଆ ଟିମ୍‌ ଭାଗ ନେଇଥିଲେ ।
Read More...

ଅବସରପ୍ରାପ୍ତ ଶିକ୍ଷକ ସ୍ୱର୍ଗତ ମାର୍କଣ୍ଡ ଦେବତାଙ୍କ ଗଙ୍ଗାଶ୍ରାଦ୍ଧ ଅବସରରେ ବୃକ୍ଷ ରୋପଣ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ମହୁଲପାଲି ଗ୍ରାମରେ ଅବସରପ୍ରାପ୍ତ ଶିକ୍ଷକ ସ୍ୱର୍ଗତ ମାର୍କଣ୍ଡ ଦେବତାଙ୍କ ଗଙ୍ଗାଶ୍ରାଦ୍ଧ ଅବସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରକୃତି ବନ୍ଧୁ ମୀନକେତନ ସାହୁ ମହୁଲପାଲି ଗ୍ରାମରେ
Read More...

ଏନ୍‌ଏନ୍‌ଏସ୍‌ ଶିବିର ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଜର୍ଜଗଡ଼ରେ ନୃସିଂହନାଥ ଆୟୁର୍ବେଦ ମହାବିଦ୍ୟାଳୟ ତରଫରୁ ଅନୁଷ୍ଠିତ ୭ ଦିନିଆଁ ଏନ୍‌ଏନ୍‌ଏସ୍‌ ଶିବିର ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି । ସନ୍ଧ୍ୟାରେ ଉଦ୍‌ଯାପନୀ ଉତ୍ସବରେ ମହା ବିଦ୍ୟାଳୟର ଅଧ୍ୟକ୍ଷା କେ.ଟି ରାଉତରାୟ
Read More...

ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଲକ ଅନ୍ତର୍ଗତ ଡେଙ୍ଗ ସ୍ଥିତ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ଜୁନିୟର ରେଡକ୍ରସ୍‌ ତରଫରୁ ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଚାଣ୍ଡାଳ ମିଶ୍ରଙ୍କ ସଭାପତିତ୍ୱରେ
Read More...

ରାଜ୍ୟ ସିନିଅର ବ୍ୟାଡମିଣ୍ଟନ ଚମ୍ପିଆନସିପ ଉଦ୍‌ଯାପିତ

ପାରସ ଏକକ ଚମ୍ପିଆନ, ଶୃତିଙ୍କୁ ଦ୍ୱିମୁକୁଟହର୍ଷିତା-ଶୃତି, ଅଭିଜିତ- ହର୍ଷିତା ଓ ଅମ୍ଲାନ-ତନ୍ମୟଙ୍କୁ ଯୁଗଳ ଟାଇଟଲସାରା ରାଜ୍ୟର ଖେଳାଳିଙ୍କ ଖେଳର ଉନ୍ନତିର ମାଧ୍ୟମ ହେବ ଏହି ଷ୍ଟାଡିୟମ : ନରସିଂହ ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ପିଆର ହାଇସ୍କୁଲ ବ୍ୟାଡମିଣ୍ଟନ ଇନଡୋର
Read More...

ବରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ ଯୋଜନା ଜରିଆରେ ବଲାଙ୍ଗିର ଜିଲ୍ଲାର ୧୧୪ ଜଣ ବରିଷ୍ଠ ନାଗରିକଙ୍କ ବୃନ୍ଦାବନ : ମଥୁରା ଓ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲା ବିଭିନ୍ନ ଅଞ୍ଚଳରର ୧୧୪ ଜଣ ବରିଷ୍ଠ ନାଗରିକ ରାଜ୍ୟ ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ ଯୋଜନା ଜରିଆରେ ବୃନ୍ଦାବନ, ମଥୁରା ଓ ଆଗ୍ରା ତୀର୍ଥ ଯାତ୍ରା ନିମନ୍ତେ ବଲାଙ୍ଗିର ଜିଲ୍ଲା ପର୍ଯ୍ୟଟନ କାର୍ଯ୍ୟାଳୟରୁ ବାହାରି ସମ୍ବଲପୁର
Read More...

ମୋହନଗିରି ଠାରେ ୧୮ତମ ରାଜ୍ୟସ୍ତରୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ

ତୃତୀୟ ଦିନରେ ବଲାଙ୍ଗିର ଦଳ ୬୯ ରନ୍‌ରେ ବିଜୟୀ କଳାହାଣ୍ଡି, (ପି.କେ.ସାହୁ) : କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକ ମୋହନଗିରି ଠାରେ ଧବଳେଶ୍ୱର କ୍ରୀଡା ଓ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ଆରମ୍ଭ ହୋଇଥିବା ୧୮ତମ ରାଜ୍ୟସ୍ତରୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଆଜି ମଙ୍ଗଳବାର ତୃତୀୟ ଦିନ
Read More...