Monthly Archives

January 2023

ବିପୁଳ ପରିମାଣର ଗଞ୍ଜେଇ ଜବତ : ୩ ଗିରଫ

ମୁନିଗୁଡ଼ା : ରେଳ ଷ୍ଟେସନରୁ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଥିବା ଜଣାପଡିଛି । ସୂଚନା ଅନୁସାରେ ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ରେଳଷ୍ଟେସନ ନିକଟ ଅଟୋ ଷ୍ଟାଣ୍ଡ ନିକଟରୁ ୨୨ କେ.ଜି ଗଞ୍ଜେଇ ଜବତ ହୋଇଛି । ଟ୍ରେନ୍‌ରେ ଚାଲାଣ ପୂର୍ବରୁ ପୋଲିସ ଏହି ଗଞ୍ଜେଇ ଜବତ କରିଛି । ଜବତ ହୋଇଥିବା ଗଞ୍ଜେଇର
Read More...

ମାଛ ଧରିବାକୁ ଯାଇ ସମୁଦ୍ର ମଧ୍ୟରେ ୧୬ ମତ୍ସ୍ୟଜୀବୀ ନିଖୋଜ : ସର୍ଚ୍ଚ ଅପରେସନ ଜାରି ରଖିଛି ତଟରକ୍ଷୀ ବାହିନୀ

ପାରାଦୀପ : ପାରାଦୀପ ମାଛ ଧରିବାକୁ ଯାଇ ଗତ ୫ ଦିନ ହେବ ୧୬ ଜଣ ମତ୍ସ୍ୟଜୀବୀ ନିଖୋଜ ହୋଇଯାଇଛନ୍ତି । ବନ୍ଦରରୁ ଦେବୀ ଲକ୍ଷ୍ମୀ ଓ କିନ୍ନରା ବୋଟ୍‌ରେ ମାଛ ଧରିବାକୁ ଯାଇଥିଲେ । ଦୂର ସମୁଦ୍ର ମଧ୍ୟକୁ ଯାଇଥିବା ବେଳେ ତାଙ୍କର ଖୋଜ୍ ଖବର ମିଳୁନି । ଭାରତୀୟ ତଟରକ୍ଷୀ ବାହିନୀ ପକ୍ଷରୁ ସର୍ଚ୍ଚ
Read More...

ସଡକ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୧୧

ହରଭଙ୍ଗା, (କେପିଏନ୍‌ଏସ୍‌) : ଖୋର୍ଦ୍ଧା ବଲାଙ୍ଗିର ୫୭ ନମ୍ବର ଜାତୀୟ ରାଜପଥର ଚମ୍ପାପୁର ନିକଟରେ ରବିବାର ଏକ ବୋଲେରୋ କାର୍‌କୁ ଧକ୍କା ଦେଇ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି । ମାତ୍ର ସୌଭାଗ୍ୟ ବଶତଃ ଉଭୟ ଗାଡିର ୧୧ଜଣ ଯାତ୍ରୀ ଓ ଚାଳକ ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଥିବା
Read More...

ରାଇସ ମିଲ୍‌ରେ ଅଘଟଣ ଘଟି ୨ ଶ୍ରମିକଙ୍କ ମୃତ୍ୟୁ

ନୟାଗଡ଼ : ନୟାଗଡ଼ ଜିଲ୍ଲା ଓଡ଼ଗାଁ ବାଘୁଆ ଡ୍ୟାମ ରାସ୍ତାରେ ଥିବା ମା' ମଙ୍ଗଳା ରାଇସି ମିଲ୍‌ରେ ଅଘଟଣ ଘଟିଥିବା ଜଣାପଡିଛି । ଚାଉଳ ଗୋଦାମରେ ଫସି ୨ ଶ୍ରମିକଙ୍କ ମୃତ୍ୟୁ ଘଟିଛି । ସୂଚନା ଅନୁସାରେ, ମୃତ ଶ୍ରମିକ ହେଲେ ଗଞ୍ଜାମ ଜିଲ୍ଲା ତିରିସିଂ ଗ୍ରାମର ରାମେଶ୍ୱର ଦିହୁଡ଼ି ଓ କଟକ ଜିଲ୍ଲା
Read More...

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା : ଜଣେ ମୃତ, ୩ ଆହତ

କୋରାପୁଟ : କୋରାପୁଟ ୨୬ ନମ୍ବର ଜାତୀୟ ରାଜପଥର ଭବାନୀନଗରଠାରେ ରବିବାର ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିବା ଜରାପଡିଛି । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଆହତ ହୋଇଛନ୍ତି । ମୃତକ ଜଣକ ହେଲେ ବିଲ୍‌ କୁଲଦୀପ, ତାଙ୍କ ଘର କୋରାପୁଟର ଝଡିଗୁଡ଼ା ଗ୍ରାମ ବୋଲି
Read More...

ସମୁଦ୍ରରେ ୨ ମାଛଧରା ବୋଟ୍‌ ନିଖୋଜ

ପାରାଦୀପ : ପାରାଦୀପ ମାଛଧରା ବନ୍ଦର ପରିସରରୁ ସମୁଦ୍ରକୁ ଯାଇଥିବା ଦୁଇଟି ମାଛଧରା ବୋଟ ରବିବାର ନିଖୋଜ ହୋଇଯାଇଛି । ସେମାନଙ୍କୁ ଉଦ୍ଧାର ପାଇଁ ମତ୍ସ୍ୟ ବିଭାଗ ପକ୍ଷରୁ ରାତିରେ କୋଷ୍ଟଗାର୍ଡ ଓ ମେରାଇନ ପୋଲିସକୁ ଚିଠି (ନଂ-୧୫୭/୧୫-୦୧-୨୩)ଯୋଗେ ଅନୁରୋଧ କରାଯାଇଛି । ଏଥିରେ ଦର୍ଶାଯାଇଛି,
Read More...

୨୧ତମ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଉଦ୍‌ଘାଟିତ

ଝାରସୁଗୁଡ଼ା : ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟରେ ୨୧ତମ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି । କରୋନା ମହାମାରୀ ପାଇଁ ଦୁଇବର୍ଷ ହେବ ବନ୍ଦ ରହିବା ପରେ ନବ କଳେବର ହୋଇ ଆରମ୍ଭ ହୋଇଛି ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି । ଲୋକ କଳା, ଲୋକ ସଂସ୍କୃତି ଓ ଲୋକ
Read More...

୨୯ତମ ସୁବର୍ଣ୍ଣ ଲୋକ ମହୋତ୍ସବ ଉଦ୍‌ଘାଟିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟରେ ଉଦ୍‌ଘାଟିତ ହୋଇଯାଇଛି ସୁବର୍ଣ୍ଣ ଲୋକ ମହୋତ୍ସବ । ନାଚ ଗୀତରେ ପୂରି ଉଠୁଛି ସୁବର୍ଣ୍ଣପୁର । ଏହି ମହୋତ୍ସବକୁ ଅର୍ଥ ମନ୍ତ୍ରୀ ନିରଞ୍ଜନ ପୁଜାରୀ ଶୁଭ ଉଦ୍‌ଘାଟନ କରିଥିଲେ । କରୋନା କଟକଣା ଯୋଗୁଁ ଦୀର୍ଘ
Read More...

ଆଇସିଏଆଇ ଭୁବନେଶ୍ୱର ଚାପ୍ଟରର ନୂତନ ଅଧ୍ୟକ୍ଷ ହେଲେ ଆଶୁତୋଷ

ଭୁବନେଶ୍ୱର : ଦି ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ କଷ୍ଟ୍‌ ଆକାଉଣ୍ଟ୍‌ସ ଅଫ୍‌ ଇଣ୍ଡିଆ(ଆଇସିଏଆଇ)ର ଭୁବନେଶ୍ୱର ଚାପ୍ଟରର ନୂତନ କାର୍ଯ୍ୟାଳୟ ପାଇଁ ପଦାଧିକାରୀଙ୍କ ନାମ ଘୋଷଣା ହୋଇଯାଇଛି । ଚାପ୍ଟରର ଅଧ୍ୟକ୍ଷ ଭାବେ ସିଏମ୍‌ଏ ଆଶୁତୋଷ ଦେବତା ମନୋନୀତ ହୋଇଥିବା ବେଳେ ଉପାଧ୍ୟକ୍ଷ ତଥା କୋଷାଧ୍ୟକ୍ଷ
Read More...

ସଚେତନ ନାଗରିକ ମଞ୍ଚର ବନ୍ଧୁମିଳନ ଓ ସାଧାରଣ ପରିଷଦ ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ଅନୁଷ୍ଠାନ ସଚେତନ ନାଗରିକ ମଞ୍ଚର ବନ୍ଧୁମିଳନ ଓ ସାଧାରଣ ପରିଷଦ ବୈଠକ ଛେଣ୍ଡ ସ୍ଥିତ ଧାମରା ସଂଘ ଠାରେ ଅନୁଷ୍ଠିତ ହୋଇଯାଇଛି । ମଂଚର ସଭାପତି ଡାକ୍ତର ଫକୀର ଚାରଣ ହୋତାଙ୍କ ସଭାପତିତ୍ୱ ଓ ସାଧାରଣ ସଂପାଦକ ପି ପି ରାୟଙ୍କ ଆବାହକତ୍ୱରେ ଆୟୋଜିତ ଏହି
Read More...