ସେଲଫି ପଏଣ୍ଟ ଅନୁଧ୍ୟାନ କଲେ କାର୍ଯ୍ୟନିର୍ବାହୀ ଅଧକାରୀ
ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହରରେ ବିଭିନ୍ନ ସ୍ଥାନରେ ନିର୍ମାଣ ହେଉଥିବା ସେଲ୍ଫି ପଏଣ୍ଟକୁ ଶୁକ୍ରବାର ଏନ୍ଏସି ଇଓ ଅବିନାଶ ମିଶ୍ର ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି । ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଏନ୍ଏସି କନିଷ୍ଠ ଯନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ । ଖୁବ!-->…
Read More...
Read More...