Daily Archives

ବଣିକ କଲ୍ୟାଣ ସଂଘର ମହାଯଜ୍ଞ ଓ ପ୍ରବଚନ ଆସନ୍ତା ୨ରୁ

ରାଉରକେଲା, (ସସ୍ମିତା ପ୍ରଧାନ) : ଇସ୍ପାତ ସେଣ୍ଟ୍ରାଲ ମାର୍କେଟ ବଣିକ କଲ୍ୟାଣ ସଂଘ ପକ୍ଷରୁ ୮ମ ବିଶ୍ୱଶାନ୍ତି ବୈଦିକ ୨୧ କୁଣ୍ଡୀୟ ମହାଯଜ୍ଞ ଆସନ୍ତା ୨ତାରିଖ ଠାରୁ ଆରମ୍ଭ ହେବ । ଇସ୍ପାତ ମାର୍କେଟ ସ୍ଥିତ ନାମଯଜ୍ଞ ପଡିଆରେ ଆସନ୍ତା ୨ ଓ ୩ ତାରିଖ ଦିନ ହରି କଥାମୃତ ଆୟୋଜିତ ହେବ । ସ୍ୱାମୀ
Read More...

ମର୍ମନ୍ତୁଦ ଦୁର୍ଘଟଣା, ୩ ମୃତ

ଝାରସୁଗୁଡ଼ା : ମର୍ମନ୍ତୁଦ ଦୁର୍ଘଟଣାରେ ଚାଲିଗଲା ୩ ଜଣଙ୍କ ଜୀବନ । ଝାରସୁଗୁଡ଼ା ଜିଲ୍ଲା କୋଲାବିରା ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୪୯ର ସନ୍ୟାସିପାଲି ଛକରେ ଟ୍ରକ୍ ଓ ବାଇକ୍ ମୁହାଁମୁହିଁ ଧକ୍କା ହୋଇଥିବା ଜଣାପଡିଛି । ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣଙ୍କ ମୃତ୍ୟୁ
Read More...

ଆଜିଠାରୁ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା

ଭୁବନେଶ୍ୱର : ଓଡ଼ିଶା ସରକାରଙ୍କର ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଆଜିଠାରୁ ଜନତା ମଇଦାନଠାରେ ସପ୍ତଦଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଆରମ୍ଭ ହେବ । ଏହି ମେଳାରେ ଦେଶର ବିଭିନ୍ନ ପ୍ରାନ୍ତରୁ କାରିଗର ଓ ବୁଣାକାରମାନେ ଅଂଶଗ୍ରହଣ କରିବେ । ଚଳିତ ବର୍ଷ ଏହି ମେଳାରେ ୫୬୦ ଜଣ
Read More...

ହାତୀ ଆକ୍ରମଣରେ ବୃଦ୍ଧ ମୃତ

ଅନୁଗୁଳ : ଅନୁଗୁଳ ବ୍ଲକ ବସଲା ଗାଁରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତ ବୃଦ୍ଧ ଜଣକ ହେଲେ ସିଦ୍ଧେଶ୍ୱର ସେଠୀ । ସୂଚନା ଅନୁଯାୟୀ, ମଙ୍ଗଳବାର ଦିନ ପୂର୍ବାହ୍ନରେ ସିଦ୍ଧେଶ୍ୱର ବଉଳି ନାଳ ନିକଟକୁ କାଠ ଆଣିବାକୁ ଯାଇଥିଲେ ହେଲେ ଆଉ ଘରକୁ ଫେରି ନଥିଲେ ।
Read More...

ରାଜ୍ୟରେ ସାଇବର ଅପରାଧ ରୋକିବାକୁ ସ୍ୱତନ୍ତ୍ର ପ୍ରୟାସ

୧୯୩୦କୁ କଲ କରି ଜଣାଇ ପାରିବେ ସାଇବର ଅପରାଧ ସଂପର୍କିତ ଅଭିଯୋଗତୃଣମୂଳସ୍ତରରୁ ସଚେତନତା ସୃଷ୍ଟି ପାଇଁ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ୱାରୋପ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ସାଇବର ଅପରାଧ ରୋକିବାକୁ ସରକାରୀ ସ୍ତରରେ ଯାରି ପ୍ରୟାସକୁ ଆହୁରି ବ୍ୟାପକ କରାଯିବ । ଦୈନିକ ଆର୍ଥିକ
Read More...

କଛାରପାଲିରେ ଏକାଦଶତମ ୨୪ ପ୍ରହରୀ ନାମଯଜ୍ଞ ଆଜିଠୁ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ କଛାରପାଲି ପ୍ରଗତୀ ଯୁବକ ସଂଘ ଓ କଛାରପାଲି ଶ୍ରୀ ଜଗନ୍ନାଥ କୀର୍ତ୍ତନ୍ୟ ମଣ୍ଡଳୀର ମିଳିତ ଆନୁକୂଲ୍ୟରେ ଆଜିଠାରୁ ଏକାଦଶତମ ବାର୍ଷିକ ୨୪ ପ୍ରହରୀ ନାମଯଜ୍ଞ ଅନୁଷ୍ଠିତ ହେବ । ବୁଧବାର ଦେଓଗାଁ ଓ କଛାରପାଲିର ଶତାଧିକ ମହିଳାଙ୍କ ଦ୍ୱାରା ଯୋଗୀସାଗରରୁ
Read More...

ଆର୍ଥିକ ସର୍ବେକ୍ଷଣ ରିପୋର୍ଟ ୨୦୨୨-୨୩ : ମୁଖ୍ୟାଂଶ

ନୂଆଦିଲ୍ଲୀ, (ପିଆଇବି) : ବିଭିନ୍ନ କ୍ଷେତ୍ରରେ ବ୍ୟାପକ ସୁଧାର ମାର୍ଗରେ ଅଗ୍ରସର ହେଉଛି ଭାରତୀୟ ଅର୍ଥବ୍ୟବସ୍ଥା, ୨୦୨୩ ଆର୍ଥିକ ବର୍ଷରେ ମହାମାରୀ ପୂର୍ବ ବିକାଶ ହାର ହାସଲ କରିବା ଲାଗି ପ୍ରସ୍ତୁତଖୁଚୁରା ମୁଦ୍ରାସ୍ଫିତୀ ନଭେମ୍ବର ୨୦୨୨ରେ ଆରବିଆଇର ନିର୍ଦ୍ଧାରିତ ଲକ୍ଷ୍ୟକୁ
Read More...

ଅର୍ଥନୈତିକ ସର୍ଭେ ରିପୋର୍ଟରେ ଗ୍ରାମ୍ୟ ଉନ୍ନୟନ ଉପରେ ଗୁରୁତ୍ୱ

ଗ୍ରାମାଞ୍ଚଳରେ ଜୀବନ ଧାରଣ ମାନରେ ଉନ୍ନତି ଆଣି ସମତାଭିତ୍ତିକ ଓ ସମାବେଶୀ ବିକାଶ ହାସଲ ଲକ୍ଷ୍ୟଏମ୍‌ଜିନରେଗା ଯୋଜନା ଅଧୀନରେ ସୃଷ୍ଟି ହେଉଥିବା ସମ୍ବଳର ଭଲ ପ୍ରଭାବ କୃଷି ଉତ୍ପାଦକତା ଓ ପାରିବାରିକ ଆୟ ଉପରେ ପଡିଛି; ଏହା ଫଳରେ ଗ୍ରାମଞ୍ଚଳରୁ ଲୋକଙ୍କ ପଳାୟନ ଓ ଋଣଗ୍ରସ୍ତ ହେବାର ହାର
Read More...

ଶିକ୍ଷକଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ପୁରାତନ ଶିକ୍ଷା ଅନୁଷ୍ଠାନ ରାଧାକାନ୍ତ ବିଦ୍ୟାପୀଠର ବରିଷ୍ଠ ଶିକ୍ଷକ ଶ୍ରୀଧର ପ୍ରଧାନଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ସେ ଦୀର୍ଘ ୨୯ ବର୍ଷ ଶିକ୍ଷାଦାନ କରି
Read More...

ନିଶା ଦ୍ରବ୍ୟର ଦୁରୁପଯୋଗ ଓ ଏହାର ନିୟନ୍ତ୍ରଣ ନେଇ ସଚେତନତା ଅଭିଯାନ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ନିଶାମୁକ୍ତ ଭାରତ ପାଇଁ ଡେଲାଙ୍ଗର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ଆଭା ଆନୁକୂଲ୍ୟରେ ଏବଂ ଏନଆଇଏସଡ଼ି, ନୂଆଦିଲ୍ଲୀ, ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଓ ଦକ୍ଷତା ମନ୍ତ୍ରଣାଳୟ ସହାୟତାରେ ଏକ ଦିବସୀୟ ନିଶା ଦ୍ରବ୍ୟର ଦୁରୁପଯୋଗ ଓ ଏହାର ନିୟନ୍ତ୍ରଣ
Read More...