Daily Archives

ଦିବ୍ୟାଙ୍ଗ ଛାତ୍ରଛାତ୍ରୀମାନଙ୍କୁ ସହାୟକ ଉପକରଣ ଯୋଗାଣ ନିମନ୍ତେ ବ୍ଲକସ୍ତରୀୟ ଚିହ୍ନଟ ଶିବିର

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଠାରେ ସ୍ୱାମୀ ବିବେକାନନ୍ଦ ଜାତୀୟ ପୁନର୍ବାସ ପ୍ରଶିକ୍ଷଣ ଏବଂ ଅନୁସନ୍ଧାନ କେନ୍ଦ୍ର ଓ ସମଗ୍ର ଶିକ୍ଷା ବଲାଙ୍ଗିରଙ୍କ ମିଳିତ ଆନୁକୂଲ୍ୟରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀମାନଙ୍କୁ
Read More...

ବିଶ୍ୱନାଥ ପାହାଡ଼ରେ ୪୧ତମ ବିଶ୍ୱ ଶାନ୍ତି ମହାଯଜ୍ଞ ଅନୁଷ୍ଠିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକର ପ୍ରସିଦ୍ଧି ଲାଭ ପାହାଡ଼ ଶୀର୍ଷକ ଶ୍ରୀ ଶ୍ରୀ ବିଶ୍ୱନାଥ ଦେବଙ୍କ ପବିତ୍ର ପୀଠରେ ସାତଦିନ ବ୍ୟାପି ବିଶ୍ୱ ଶାନ୍ତି ମହାଯଜ୍ଞ ଅନୁଷ୍ଠିତ ହୋଇ ଶୁକ୍ରବାର ସନ୍ଧ୍ୟା ଗୋଧୁଳି ଲଗ୍ନରେ ପୂର୍ଣ୍ଣାହୂତି ସମ୍ପନ୍ନ ହୋଇଯାଇଛି ।
Read More...

୭ କୁଚିଆ ମଦ ବେପାରୀ ଗିରଫ, ସିଆରପିସି ୧୧୦ରେ କୋର୍ଟ ଚାଲାଣ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବାରମ୍ବାର ଗିରଫ ପରେ ମଧ୍ୟ କୁଚିଆ ମଦ ବେପାରୀ ମଦ ବିକ୍ରିରୁ ନିବୃତ୍ତ ହେଉନାହାନ୍ତି । ଜାମିନ ଆଣିବା ପରେ ପୁଣି ମଦ ବେପାର କରୁଛନ୍ତି । ଫଳରେ ବେଆଇନ ମଦ ବେପାରର ଅବସ୍ଥା ଯଥା ପୂର୍ବଂ ତଥା ପରଂ ରହୁଛି । ଏବେ କିନ୍ତୁ ଏମାନଙ୍କ ଆଉ ନିସ୍ତାର ନାହିଁ ।
Read More...

ବିଜେପିର ବ୍ରାହ୍ମଣୀ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ

ମୋଦୀଙ୍କ ଯୋଜନାକୁ ଘରେ ଘରେ ପହଞ୍ଚାଇବା ଉପରେ ଗୁରୁତ୍ୱ ତାଳଚେର, (ଆର୍ତ୍ତତ୍ରାଣ ପାଣି) : ତାଳଚେର ବ୍ରାହ୍ମଣୀ ମଣ୍ଡଳ ବିଜେପିର କାର୍ଯ୍ୟକାରିଣୀ ସ୍କଟଲାଣ୍ଡପୁର ଠାରେ ବୈଠକ ଜିଲ୍ଲା କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ବିଜେପି ରାଜ୍ୟ ସମ୍ପାଦକ କାଳନ୍ଦି ସାମଲ ମୁଖ୍ୟ ଅତିଥି ଭାବେ
Read More...

ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ଅନିୟମିତତା ଅଭିଯୋଗ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଗ୍ରାମ୍ୟ ନିର୍ମାଣ ବିଭାଜନ ଅଧୀନରେ ଥିବା ୫୯ ନଂ.ଜାତୀୟ ରାଜପଥ ଠାରୁ ଚିଙ୍ଗିରୀଗାଁ ପର୍ଯ୍ୟନ୍ତ ନିର୍ମାଣ ଚାଲୁଥିବା ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନା ଅନିୟମିତତା ହେଉଥିବା ଅଭିଯୋଗ ହେଉଛି । ଅଭିଯୋଗ
Read More...

ଖଲିଆପାଲି ମହିମାପୀଠରେ ମାଘମେଳା ଆରମ୍ଭ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସନ୍ଥକବି ଭୀମ ଭୋଇଙ୍କ ସାଧନା, ସିଦ୍ଧି ଓ ସମାଧିପୀଠ ଖଲିଆପାଲିଠାରେ ଆଜିଠାରୁ ପବିତ୍ର ମାଘମେଳା ଆରମ୍ଭ ହୋଇଯାଇଛି । ଭୀମ ଭୋଇ ସମାଧିପୀଠ ଟ୍ରଷ୍ଟ ଓ ମାଘମେଳା କମିଟିର ମିଳିତ ଆନୁକୂଲ୍ୟରେ ୫ଦିନ ଧରି ହେବାକୁ ଥିବା ମାଘମେଳା ଆରମ୍ଭ ହୋଇଯାଇଛି । ଜଗତ ଭଗତଙ୍କ
Read More...

ବଲାଙ୍ଗିର ଜିଲ୍ଲାସ୍ତରୀୟ କୃଷି ଓ କୃଷି ଯନ୍ତ୍ରପାତି ମେଳା ଉଦ୍‌ଘାଟିତ

– ଆଧୁନିକ ବୈଷୟିକ ଜ୍ଞାନ କୌଶଳ ମାଧ୍ୟମରେ ଚାଷର ଅଭିବୃଦ୍ଧି ଉପରେ ଗୁରୁତ୍ଵାରୋପ ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲା ପ୍ରଶାସନ ଓ ଜିଲ୍ଲା କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ କୋଶଳ କଳା ମଣ୍ଡଳ ପଡିଆ ବଲାଙ୍ଗିରଠାରେ ଫେବୃଆରୀ ୩ ତାରିଖରୁ ୬ ତାରିଖ ପର୍ଯ୍ୟନ୍ତ ଆୟୋଜିତ
Read More...

ସରକାରୀ ବାଳିକା ହାଇସ୍କୁଲରେ ବାର୍ଷିକ କ୍ରୀଡା ଉଦ୍‌ଘାଟିତ

କଂଟାବାଂଜି, (ଗୁରୁଦୟାଲ ହଂସ) : ବଲାଙ୍ଗିର ଜିଲ୍ଲା କଂଟାବାଂଜି ସ୍ଥିତ ସରକାରୀ ବାଳିକା ହାଇସ୍କୁଲର ବାର୍ଷିକ କ୍ରୀଡା ଉଦ୍‌ଘାଟିତ ହୋଇଯାଇଛି । ଶୁକ୍ରବାର ଦ୍ୱିତୀୟ ଦିନର ଉଦ୍‌ଘାଟନୀ ଦିବସରେ ସ୍ଥାନୀୟ ସାମ୍ବାଦିକ ସଂଘର ସଭାପତି ବିମଲ କୁମାର ଦାଶ ମୁଖ୍ୟ ଅତିଥି, କାର୍ଯ୍ୟକାରୀ ସଭାପତି
Read More...

ପାଣି ପଞ୍ଚାୟତର ସଫଳତା : ନୂଆପଡା ଜିଲ୍ଲାର ଧାରୋଇ ଗ୍ରାମରେ ଜଳ ସଂରକ୍ଷଣ ସହିତ ଚିନାବାଦାମ ଚାଷ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ସାଇପାଳ ଜଳସେଚନ ପ୍ରକଳ୍ପ ନୂଆପଡା ଜିଲ୍ଲାର ନୂଆପଡା ବ୍ଲକ ଓ ବରଗଡ ଜିଲ୍ଲାର ପାଇକମାଳ ବ୍ଲକ ଅନ୍ତର୍ଭୁକ୍ତ । ଏହି ପ୍ରକଳ୍ପର ୨୨୬୧.୪୪ ହେକ୍ଟର ଅଞ୍ଚଳରେ ୫ଟି କାର୍ଯ୍ୟକ୍ଷମ ପାଣି ପଞ୍ଚାୟତ ଜଳ ସେଚନ ପରିଚାଳନା ଓ ରକ୍ଷଣାବେକ୍ଷଣରେ ଅଂଶଗ୍ରହଣ କରିଥାନ୍ତି ।
Read More...

ତେତେଲପଡାରେ ଶ୍ରୀ ଜଗନ୍ନାଥ ମନ୍ଦିର କୁମ୍ଭଭରଣ ଉତ୍ସବ ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ତୁରେକେଲା ପଞ୍ଚାୟତ ତେତେଲପଡା ଗାଁରେ ଶ୍ରୀ ଜଗନ୍ନାଥ ମନ୍ଦିରରେ ଆଜି କୁମ୍ଭଭରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କୁମ୍ଭଭରଣ ଉତ୍ସବରେ ତେତେଲପଡା ଗ୍ରାମବାସୀଙ୍କ ନେତୃତ୍ୱରେ ସକାଳରେ ସଂକୀର୍ତ୍ତନ ଦଳ ସହିତ ଶଙ୍ଖ
Read More...