Daily Archives

ଡୁମାଲ ପରିଷଦ ଓଡିଶା ସହରାଞ୍ଚଳ ବଲାଙ୍ଗିରର କାର୍ଯ୍ୟକାରିଣୀ ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ଦିବା ଘ.୧୦.୩୦ମି.ରେ ଜୀବନ କରନ୍‌ଙ୍କ ସଭାପତିତ୍ୱରେ ଦୁର୍ଗା ମଣ୍ଡପ ଶାନ୍ତିପଡାଠାରେ ଡୁମାଲ ପରିଷଦ ଓଡିଶା ସହରାଞ୍ଚଳ ବଲାଙ୍ଗିରର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ସାଧାରଣ ସଂପାଦକ ମଲିଆ ଗଡୁଆ ପୂର୍ବ ବୈଠକର ବିବରଣୀ ପାଠ କରିଥିଲେ ।
Read More...

୬୬୨ ବର୍ଗ କଲେଜ ଅଧ୍ୟାପକ କର୍ମଚାରୀଙ୍କର ଆନ୍ଦୋଳନ ପାଇଁ ସଜବାଜ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସନ୍ଧ୍ୟା ଘ.୫ଟା ସମୟରେ ଜିଲ୍ଲା ଯାଦବ ଭବନ ବଲାଙ୍ଗିର ଠାରେ ୬୬୨ କଲେଜ ବର୍ଗର ଅଧ୍ୟାପକ, ଅଧ୍ୟକ୍ଷ ଓ କର୍ମଚାରୀ ଜିଲ୍ଲା କମିଟିର ସଭ୍ୟମାନଙ୍କୁ ନେଇ ରାଜ୍ୟ ଉପସଭାପତି ତଥା ଜିଲ୍ଲା ସଭାପତି ପ୍ରଣବ କୁଅଁରଙ୍କ ନେତୃତ୍ୱରେ ଏକ ଜରୁରୀକାଳୀନ ବୈଠକ ଅନୁଷ୍ଠିତ
Read More...

ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଶିଷ ରଞ୍ଜନ ମହାନ୍ତି ଭିଆର୍‌ଏସ୍‌ ଓଡ଼ିଶା ରାଜ୍ୟ ସରକାରଙ୍କର କେସରେ ମାନ୍ୟବର ଓଡ଼ିଶା ହାଇକୋର୍ଟ ଗୋଟିଏ ଜନହିତକାରୀ ଓ ଲୋକାଭିମୁଖୀ ଜଜ୍‌ମେଣ୍ଟ ପାସ କରିଛନ୍ତି, ଯେଉଁଥିରେ ଥାନାମାନଙ୍କରେ ଦୀର୍ଘଦିନ ଧରି ଜବତ ହୋଇ ପଡିରହିଥିବା ଗାଡିଗୁଡିକୁ ବିଧିବଦ୍ଧ
Read More...

ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଫେବୃଆରୀ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁସାରେ ଆଜି ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ
Read More...

ବଲାଙ୍ଗିର ଜିଲ୍ଲାସ୍ତରୀୟ କୃଷି ଓ କୃଷି ଯନ୍ତ୍ରପାତି ମେଳା ଉଦ୍‌ଯାପିତ

ଆଧୁନିକ କୃଷି ଯନ୍ତ୍ରପାତି ବ୍ୟବହାର କରି ଫସଲ ଉତ୍ପାଦନ ବୃଦ୍ଧି କରିବା ଉପରେ ଗୁରୁତ୍ଵାରୋପ ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲା ପ୍ରଶାସନ ଓ ଜିଲ୍ଲା କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ କୋଶଳ କଳା ମଣ୍ଡଳ ପଡିଆ ବଲାଙ୍ଗିର ଠାରେ ଫେବୃଆରୀ ୩ ତାରିଖରୁ ୬ ତାରିଖ ପର୍ଯ୍ୟନ୍ତ
Read More...

ଘୋରଡିଆରେ ଅଗ୍ନି ଉତ୍ସବ ପାଳିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ବ୍ଲକର ବିଭିନ୍ନ ସ୍ଥାନରେ ହିନ୍ଦୁ ଧର୍ମର ପରମ୍ପରା କ୍ରମେ ଓଡ଼ିଆ ଗଣପର୍ବ ଅଗ୍ନି ଉତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଘୋରଡିଆ ଗ୍ରାମର ଆରାଧ୍ୟ ଦେବତା ସୋମନାଥ ଦେବଙ୍କୁ ଶତାଧିକ ଭକ୍ତମାନେ ସୁସଜ୍ଜିତ ଆଲୋକମୟ
Read More...

ଭବାନୀପାଟଣା ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଶୁଣାଣି ଶିବିର

କଳାହାଣ୍ଡି, (ପି.କେ.ସାହୁ) : ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଏବଂ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜି'ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିରିକ୍ତ ଜିଲ୍ଲାପାଳ ସୁଶାନ୍ତ କୁମାର ପଟେଲ,
Read More...

ବନ ବିଭାଗ ପକ୍ଷରୁ କାଠ ସାମଗ୍ରୀ ଜବତ

ଦେଓଗାଁ, (କେପିଏନ୍‌ଏସ୍‌) : ଆଜି ଦେଓଗାଁ ରେଞ୍ଜର କର୍ମଚାରୀମାନେ ଦେଓଗାଁ ବିଭାଗର କନ୍ଦାମୁଣ୍ଡା ଗ୍ରାମ ନିକଟରେ ୧୬ଟି ଶାଗୁଆନ ସାଇଜ, ୬ଟି ନିମ୍ବ ସାଇଜ୍ ଏବଂ ୬ଟି ଶାଗୁଆନ ସାଇଜ୍ ଜବତ କରିଥିବା ଜଣାପଡିଛି । ଜବତ ସାମଗ୍ରୀକୁ ରେଞ୍ଜ ଅଫିସ୍ କ୍ୟାମ୍ପସକୁ ଅଣାଯାଇଥିଲା । ଏନେଇ ଅଧିକ
Read More...

ପୂଜ୍ୟପୂଜା ସେବା ସଂଗଠନ ତରଫରୁ ସଦ୍‌ଭାବନା ପଦଯାତ୍ରା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିରର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ପୂଜ୍ୟପୂଜା ସେବା ସଂଗଠନ ତରଫରୁ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କର ୧୨୬ତମ ଜୟନ୍ତୀ ଅବସରରେ ଏକ ଦିବସୀୟ ସାମାଜିକ ସଦ୍‌ଭାବନା ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ଉପଦେଷ୍ଟା ଡା. ଜ୍ୟୋସ୍ନାମୟୀ
Read More...

ଚୁଡାପାଲିଠାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା : ୧ ମୃତ, ୨ ଗୁରୁତର

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦର ଥାନା ଅନ୍ତର୍ଗତ ଚୁଡାପାଲିଠାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟି ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇଜଣ ଗୁରୁତର ଅବସ୍ଥାରେ ଭୀମଭୋଇ ମେଡିକାଲ କଲେଜ ଓ ହସ୍‌ପିଟାଲରେ ଭର୍ତ୍ତି ହୋଇଥିବା ଜଣାପଡିଛି । ଘଟଣାସ୍ଥଳରେ ବଲାଙ୍ଗିର ସଦର
Read More...