ବିଲୁପ୍ତପ୍ରାଣୀ ସାଳିଆପତନୀ ଉଦ୍ଧାର
ଭୁବନ : ଢେଙ୍କାନାଳ ଜିଲ୍ଲା ଭୁବନ ବନାଞ୍ଚଳ ପକ୍ଷରୁ ଆଜି ଏକ ସାଳିଆପତନୀ ଉଦ୍ଧାର କରାଯାଇଛି । ସାଳିଆପତନୀଟିକୁ ନୂଆଭୁବନ ରାସ୍ତା ପାର୍ଶ୍ଵରେ ବୁଲା କୁକୁର ଧରି ପକାଇଥିଲେ । ସ୍ଥାନୀୟ ଲୋକମାନେ ଏହି ବିଲୁପ୍ତ ପ୍ରାଣୀକୁ ଉଦ୍ଧାର କରି ବନବିଭାଗକୁ ହସ୍ତାନ୍ତର କରିଥିଲେ । ବନବିଭାଗ ପକ୍ଷରୁ!-->…
Read More...
Read More...