Daily Archives

ଗଞ୍ଜେଇ ଚୋରା ଚାଲାଣ ପାଇଁ ସଜବାଜ ବେଳେ ମାଡ଼ି ବସିଲା ପୋଲିସ : ଜଣେ ଗିରଫ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଗଞ୍ଜେଇ ଚୋରା ଚାଲାଣ ପାଇଁ ସଜବାଜ ବେଳେ ମାଡ଼ି ବସିଲା ପୋଲିସ୍ । ୬୩ କେଜି ୨୫୦ ଗ୍ରାମ ଗଞ୍ଜେଇ ସହ ଜଣେ ଚାଲାଣକାରୀ ଗିରଫ । ସୂଚନା ପ୍ରକାରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ସବ୍ ଇନ୍ସପେକ୍ଟର ଆଶୁତୋଷ ପାଇକରାୟ ନିଜ ଟିମ୍ ସହ
Read More...

ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଘାଟିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ବ୍ଲକ ଶିବତଲା ସ୍ଥିତ ପଞ୍ଚାୟତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଛାତ୍ରୀମାନଙ୍କ ପାଇଁ ଆତ୍ମସୁରକ୍ଷା ତାଲିମ ଶିବିରର ଉଦ୍‌ଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟ ଅଧ୍ୟକ୍ଷ କୃପାସିନ୍ଧୁ ଯୋଷୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି
Read More...

କଳାହାଣ୍ଡି ଜିଲ୍ଲାରେ ବାର୍ଡ ଦ୍ଵାରା ଟ୍ରାଇର ଟେଲିକମ ଉପଭୋକ୍ତା ସଚେତନତା କର୍ମଶାଳା

କଳାହାଣ୍ଡି, (ପି.କେ.ସାହୁ) : ଉପୋଭକ୍ତା ଓକିଲାତି ସଂଘ ବାର୍ଡ ଭାରତ ସରକାରଙ୍କ ଟ୍ରାଇ ସହଯୋଗରେ ଏକ ଦିନିକିଆ ସାଇବର ନିରାପତ୍ତା ଟେଲିକମ ଓ ଗ୍ରାହକ ଅଧିକାର ଏବଂ ଅଭିଯୋଗ ସମ୍ବନ୍ଧୀୟ କର୍ମଶାଳାକୁ ମୁଖ୍ୟ ଅତିଥି ରୂପେ କଳାହାଣ୍ଡି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ସୁବ୍ରତ କୁମାର ନାୟକ
Read More...

ସଚେତନ ନାଗରିକ ମଞ୍ଚର ଦିଲ୍ଲୀପ ରାୟଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ

ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ଅନୁଷ୍ଠାନ ସଚେତନ ନାଗରିକ ମଞ୍ଚ ରାଉରକେଲାର ସାଧାରଣ ସଂପାଦକ ପି ପି ରାୟଙ୍କ ନେତୃତ୍ୱରେ କର୍ମକର୍ତ୍ତାମାନେ ମଂଚର ପ୍ରତିଷ୍ଠାତା ତଥା ପ୍ରାକ୍ତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟଙ୍କ ସହ କଲ୍ୟାଣୀଠାରେ ଏକ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା କରି
Read More...

ପୁସ୍ତକ ମେଳାର ଅଷ୍ଟମ ସଂଧ୍ୟା

ରାଉରକେଲା, (ସସ୍ମିତା ପ୍ରଧାନ) : ଆଦର୍ଶ ପାଠାଗାର ଆୟୋଜିତ ୨୮ତମ ପୁସ୍ତକ ମେଳାର ଅଷ୍ଟମ ଦିନ ଇସ୍ପାତ ସାହିତ୍ୟ ସଂସଦ ତରଫରୁ ସାହିତ୍ୟ ସଭା ଓ ପୁସ୍ତକ ଅନାବରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସଂସଦର ସଭାପତି ବ୍ରଜେନ୍ଦ୍ର ଦାଶଙ୍କ ସଭାପତିତ୍ୱ ଓ ସାଧାରଣ ସଂପାଦକ ନୃସିଂହ ଚରଣ ବିଶ୍ବାଳଙ୍କ
Read More...

ଷ୍ଟାଡିଅମରେ ଓପନ୍‌ ଜିମ ନିର୍ଯ୍ୟାଣ କାର୍ଯ୍ୟ ଆରମ୍ଭ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହର ସ୍ଥିତ ଭାରତୀ ବିଦ୍ୟାପୀଠ ମିନି ଷ୍ଟାଡିଅମଠାରେ ଗଞ୍ଜାମ ବିଜ୍ଞପିତ ଅଞ୍ଚଳ ତରଫରୁ ଓପନ୍‌ ଜିମ ନିର୍ମାଣ କାର୍ଯ୍ୟ ବୁଧବାର ଆରମ୍ଭ ହୋଇଛି । ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମିଶ୍ରଙ୍କ ଉପସ୍ଥିତରେ ସମସ୍ତ ଜିମ ଉପକରଣ ପୋତା
Read More...

ଗଞ୍ଜାମ ଏନ୍‌ଏସି କାର୍ଯ୍ୟାଳୟରେ କର୍ମଚାରୀମାନଙ୍କୁ ନେଇ ବିଭିନ୍ନ ବିଷୟରେ ସମୀକ୍ଷା କରିଛନ୍ତି ଏନ୍‌ଏସି ଇଓ ଅବିନାଶ…

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଏନ୍‌ଏସି କାର୍ଯ୍ୟାଳୟରେ କର୍ମଚାରୀମାନଙ୍କୁ ନେଇ ବିଭିନ୍ନ ବିଷୟରେ ସମୀକ୍ଷା କରିଛନ୍ତି ଏନ୍‌ଏସି ଇଓ ଅବିନାଶ ମିଶ୍ର । ଟିକସ ଆଦାୟ, ଭେଣ୍ଡିଂ ଜୋନ, ସହରରେ ଚାଲିଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟ ଆଦି ଉପରେ କର୍ମଚାରୀଙ୍କ ସହ ଆଲୋଚନା କରିଥିଲେ ।
Read More...

ଗଞ୍ଜାମ ବ୍ଲକରେ ଶିଶୁଙ୍କୁ ନିମ୍ନ ମାନର ଅଣ୍ଡା ପ୍ରଦାନ ଅଭିଯୋଗ : ପାଣିରେ ଭାସୁଛି ଅଣ୍ଡା

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ସରକାର ଶିଶୁମାନଙ୍କ ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି । ପୁଷ୍ଟିସାର ଜାତୀୟ ଖାଦ୍ୟ ତଥା ଶିଶୁମାନଙ୍କୁ ଅଣ୍ଡା ମଧ୍ୟ ଯୋଗାଇ ଦେଉଛନ୍ତି କିନ୍ତୁ ବିଭିନ୍ନ ସମୟରେ ଶିଶୁଙ୍କୁ ନିମ୍ନ ମାନର ଖାଦ୍ୟ ସାମଗ୍ରୀ ପ୍ରଦାନ କରାଯାଉଥିବା ନେଇ ଅଭିଯୋଗ
Read More...

କଳାହାଣ୍ଡି ଜିଲ୍ଲାରେ ଫାଇଲେରିଆ ନିରାକରଣ ଅଭିଯାନ ସମ୍ପର୍କିତ ଖବରଦାତା ସମ୍ମିଳନୀ

ନର୍ଲା ବ୍ଲକକୁ ଫୋକସ : ସାମୁହିକ ଔଷଧ ସେବନ କଳାହାଣ୍ଡି, (ପି.କେ.ସାହୁ) : ଆଜି କଳାହାଣ୍ଡି ଜିଲ୍ଲାର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କନଫରେନ୍ସ ହଲ୍‌ ଠାରେ ରାଷ୍ଟ୍ରୀୟ ବାହକଜନିତ ରୋଗ ନିୟନ୍ତ୍ରଣ କାର୍ଯ୍ୟକ୍ରମ ଅନ୍ତର୍ଗତ ଆଗାମୀ ୧୦ରୁ ୧୯ ଫେବୃଆରୀ ପର୍ଯ୍ୟନ୍ତ ହେବାକୁ ଯାଉଥିବା
Read More...

ଧର୍ମଶାଳା ଯୁକ୍ତଦୁଇ ମହାବିଦ୍ୟାଳୟରେ ପୁରଷ୍କାର ବିତରଣୀ ଓ ବିଦାୟ ସମ୍ବର୍ଦ୍ଧନା ସମାରୋହ

ଧର୍ମଶାଳା, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଧର୍ମଶାଳା ଯୁକ୍ତଦୁଇ ମହାବିଦ୍ୟାଳୟରେ ପୁରଷ୍କାର ବିତରଣୀ ଓ ବିଦାୟ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଗୋପାଳ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ଡକ୍ଟର ସୌରଭ ରଂଜନ ଖମାରୀ, ବରିଷ୍ଠ
Read More...