Daily Archives

ପାଣି ପଞ୍ଚାୟତ ପକ୍ଷ ପାଳନ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମାରୋହ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ୍ୟରେ ପାଣି ପଞ୍ଚାୟତ ପକ୍ଷ ଫେବୃଆରୀ ୧ ତାରିଖଠାରୁ ୧୫ ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉଛି । ପାଣି ପଞ୍ଚାୟତ ପକ୍ଷ ପାଳନ ଉପଲକ୍ଷେ ଆଜି ବଲାଙ୍ଗିର ଜଳସେଚନ ବିଭାଜନ, କ୍ଷୁଦ୍ର ଜଳସେଚନ, ଉଠା ଜଳସେଚନ ବିଭାଗ ମିଳିତ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ପାଣି
Read More...

ଆତ୍ମ ସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସୁଦାମ ଚରଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଚନ୍ଦନଭାଟିର ଛାତ୍ରୀମାନଙ୍କ ଦ୍ୱାରା ଆତ୍ମ ସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ଏହି ଉଦ୍‌ଯାପନୀ ସଭାରେ ଜିଲ୍ଲା ନୋଡାଲ ଅଫିସର ସୁଦାମ ଚରଣ ଖମାରୀ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିଲେ । ଉଚ୍ଚ
Read More...

ରେଡକ୍ରସ ପରାମର୍ଶଦାତା ତାଲିମ ଶିବିର ଉଦ୍‌ଘାଟିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ଆଟଗାଁ ହାଇସ୍କୁଲଠାରେ ରାଜ୍ୟସ୍ତରୀୟ ଜୁନିୟର ରେଡକ୍ରସ ପରାମର୍ଶଦାତାମାନଙ୍କ ତାଲିମ ଶିବିର ଉଦ୍‌ଘାଟିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦିଲିପ କୁମାର ଯୋଷୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି
Read More...

ଜିଲ୍ଲାସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ

ବରଗଡ଼, (ନିରୋଜ କୁମାର ପାଣୀ) : ଜଳର ଅପଚୟ କି ଜଳକୁ ଦୂଷିତ କରାଯାଉ ନଯାଉ । ବରଗଡ଼ ଜିଲ୍ଲାରେ ପାଣିର ବ୍ୟବହାର ଅଧିକ ଅଟେ । ଏହାର ସଦ୍‌ବିନିଯୋଗ ଦ୍ଵାରା ଆଗାମୀ ପିଢ଼ି ପାଇଁ ଆମେ ଜଳ ସଂରକ୍ଷଣ କରିପାରିବା ବୋଲି ଆଜି ବରଗଡ଼ ଜଳସେଚନ ବିଭାଜନ ପକ୍ଷରୁ ଆୟୋଜିତ ଜିଲ୍ଲାସ୍ତରୀୟ ପାଣି ପଞ୍ଚାୟତ
Read More...

ରିଷିଡା ଜେ.ଡି କଲେଜର ରୌପ୍ୟ ଜୟନ୍ତୀ ଉଦ୍‌ଯାପିତ

ବିଦ୍ୟା ସହ ଶିକ୍ଷାଲାଭ କରିବା ଜରୁରୀ ଅଟେ କଳାହାଣ୍ଡି, (ନରୋତ୍ତମ ସେଲମା) : ବିଦ୍ୟା ଓ ଶିକ୍ଷା ଭିନ୍ନ ଭିନ୍ନ । ଜଣେ ବିଦ୍ୟା ଅର୍ଜନ କଲେ ସେ ସବୁଗୁଣର ଅଧିକାରୀ ହୁଏ, ତାହା ନୁହେଁ ବରଂ ବିଦ୍ୟା ସହ ଶିକ୍ଷାଲାଭ କରିବାକୁ ପଡିଥାଏ ବୋଲି ରିଷିଡା ସ୍ଥିତ ଜଗନ୍ନାଥ ଡିଗ୍ରୀ କଲେଜର ରୌପ୍ୟ
Read More...

ପଞ୍ଚାୟତ ସମିତି ମହାବିଦ୍ୟାଳୟଠାରେ ୪୦ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

ବେଲପଡା, (ଭୋଜରାଜ ଦଣ୍ଡସେନା) : ବଲାଙ୍ଗିର ଜିଲ୍ଲା ବେଲପଡା ପଞ୍ଚାୟତ ସମିତି ମହାବିଦ୍ୟାଳୟରେ ଆଜି ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ‌ ପାଟଣାଗଡ଼ ବିଧାୟକ ତଥା ଓଡ଼ିଶା ସରକାରଙ୍କ ଉପମୁଖ୍ୟ ସଚେତକ ସରୋଜ କୁମାର ମେହେର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ
Read More...

ଖୋର୍ଦ୍ଧା ଜିଲ୍ଲା ଗ୍ରାମାଞ୍ଚଳରେ ପରିବର୍ତ୍ତନ ଆଣିଛି ବିଜୁ ସେତୁ ଯୋଜନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗ୍ରାମାଞ୍ଚଳକୁ ସବୁଦିନିଆ ରାସ୍ତା ସଂଯୋଗୀକରଣ ପାଇଁ ରାଜ୍ୟ ସରକାର ବିଜୁ ସେତୁ ଯୋଜନା ପ୍ରଣୟନ କରିଛନ୍ତି । ଏହି ଯୋଜନାରେ ଖୋର୍ଦ୍ଧା ଜିଲ୍ଲାରେ ଅଦ୍ୟାବଧି ୨୧୯.୫୮ କୋଟି ଟଙ୍କା ବ୍ୟରେ ୫୧ଟି ସେତୁ ନିର୍ମାଣ ହୋଇଛି । ୫୮୮ ଗ୍ରାମର ୧୨.୮୮ ଲକ୍ଷ ଲୋକ ଏଥିରେ
Read More...

ଅରୁନ୍ଧତୀ ଜୁଏଲର୍ସରୁ ସୁନା ଗାଏବ ଘଟଣା : ସୋ’ ରୁମ୍‌ର ମ୍ୟାନେଜରଙ୍କୁ ବାନ୍ଧିଲା ପୋଲିସ୍

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଅରୁନ୍ଧତୀ ଜୁଏଲର୍ସରୁ ସୁନା ଗାଏବ ଘଟଣାରେ ସୋ' ରୁମ୍‌ର ମ୍ୟାନେଜରଙ୍କୁ ବାନ୍ଧିଲା ପୋଲିସ । ସୂଚନା ଅନୁସାରେ ବଡ଼ବଜାର ଥାନା ଅନ୍ତର୍ଗତ ସାନବଜାର ସ୍ଥିତ ଅରୁନ୍ଧତୀ ଜୁଏଲର୍ସ ସୋ’ରୁମ୍‌ରୁ ୩୩ ଲକ୍ଷ ୩୮ ହଜାର ଟଙ୍କାର ସୁନା ଗହଣା ଗାଏବ ହୋଇଥିବା
Read More...

ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ଡଙ୍ଗା

କେନ୍ଦ୍ରାପଡ଼ା : ବ୍ରାହ୍ମଣୀ ନଦୀରେ ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ଡଙ୍ଗା । କେନ୍ଦ୍ରାପଡ଼ା ଜିଲ୍ଲା ଆଳି ବ୍ଲକ ଏକମାଣିଆ-ନଳପାହି ଘାଟରୁ ଯାଉଥିବା ଯାତ୍ରୀବାହୀ ଡ଼ଙ୍ଗା ବୁଡ଼ି ଯାଇଥିବା ବେଳେ ଡ଼ଙ୍ଗାରେ ଥିବା ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରାଯାଇଥିବା ଜଣାପଡିଛି । ସୂଚନାନୁଯାୟୀ,
Read More...

ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ ଆସନ୍ତା ୧୦ ଏବଂ ୧୧

ଭୁବନେଶ୍ଵର : ଆସନ୍ତା ଫେବୃଆରୀ ୧୦ ଏବଂ ୧୧ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଭୁବନେଶ୍ଵର ଓ କଟକ ଆସିବାର କାର୍ଯ୍ୟକ୍ରମ ରହିଛି । ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ରାଷ୍ଟ୍ରପତି ୧୦ ତାରିଖ ସକାଳେ ଭୁବନେଶ୍ଵର ବିଜୁପଟ୍ଟନାୟକ
Read More...