ଅଟୋକୁ ଧକ୍କା ଦେଲା ଇଟା ବୋଝେଇ ଟ୍ରାକ୍ଟର, ଛାତ୍ରଛାତ୍ରୀ ଆହତ
ସାନଖେମୁଣ୍ଡି : ଅଟୋକୁ ଧକ୍କା ଦେଲା ଇଟା ବୋଝେଇ ଟ୍ରାକ୍ଟର । ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ନେଇ ଯାଉଥିବା ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇଛି । ଆଜି ସକାଳ ସାଢେ ୯ଟାରେ ଛଣମେରି ସ୍ଥିତ ସାନଖେମୁଣ୍ଡି ଆଦର୍ଶ ବିଦ୍ୟାଳୟକୁ ଏକ ଅଟୋ ୮ ଜଣ ଛାତ୍ରଛାତ୍ରୀଙ୍କୁ ନେଇ ଯାଉଥିବା ବେଳେ ପାଟପୁର!-->…
Read More...
Read More...