Daily Archives

ବନବିଭାଗର ଚଢ଼ାଉ : କେନ୍ଦୁ ଏବଂ ଖଇର କାଠ ବୋଝଇ ଟ୍ରକ ଜବତ, ଅଭିଯୁକ୍ତ ଗିରଫ

ଖପ୍ରାଖୋଲ, (ଅଶୋକ ବାଗ) : ଖପ୍ରାଖୋଲ ବ୍ଲକ ଲାଠୋର ବନବିଭାଗ ମହୁଲପାଟି ଶଙ୍କରପଡାଠାରେ ଚଢାଉ କରି ଗୁରୁବାର ବିଲମ୍ବିତ ରାତିରେ ଖଇର ଏବଂ କେନ୍ଦୁ କାଠ ବୋଝେଇ ଏକ ଟ୍ରକ ଜବତ କରିଥିବା ଜଣାପଡିଛି । ସୂଚନା ଅନୁସାରେ ଲାଠୋର ବନବିଭାଗ ମହୁଲପାଟି ଗ୍ରାମର ଶଙ୍କରପଡାଠାରେ ବାହାର ରାଜ୍ୟ ଛତିଶଗଡକୁ…
Read More...

ରାଜେନ୍ଦ୍ର ୟୁନିଭର୍ସିଟି ଛାତ୍ରଙ୍କୁ ଆକ୍ରମଣ ଘଟଣା : ୩ ଦଫା ଦାବୀରେ ଛାତ୍ର କଂଗ୍ରେସର ବିକ୍ଷୋଭ ଓ ଦାବାପତ୍ର ପ୍ରଦାନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଛାତ୍ରଛାତ୍ରୀଙ୍କ ବାରମ୍ବାର ଦାବୀ ସତ୍ୱେ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ସୁରକ୍ଷା ବ୍ୟବସ୍ଥାକୁ ଅଣଦେଖା କରାଯାଉଛି । ଫଳରେ ପ୍ରତ୍ୟହ ଅନେକ ଛାତ୍ରଛାତ୍ରୀ ଅଣଛାତ୍ରଙ୍କ ଅସଦାଚରଣ ଓ ଆକ୍ରମଣର ଶିକାର ହେଉଛନ୍ତି । ଗୁରୁବାର ସନ୍ଧ୍ୟାରେ ଦୁଇ ଜଣ ହଷ୍ଟେଲ ଛାତ୍ର…
Read More...

କୋଇଲା ଖଣି କ୍ଷତିଗ୍ରସ୍ତ ପ୍ରଜାଙ୍କ ସମସ୍ୟାକୁ ନେଇ ଦୁଇ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ବିଜେପି ନେତୃମଣ୍ଡଳୀ

ତାଳଚେର, (ଆର୍ତ୍ତତ୍ରାଣ ପାଣି) : କେନ୍ଦ୍ର ଶିକ୍ଷା ଦକ୍ଷତା ବିକାଶ ଓ ଉଦ୍ୟମିତା ବିଭାଗ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ନୂଆଦିଲ୍ଲୀ ସଂସଦ ଭବନଠାରେ ତାଳଚେର ଏମ୍‌ସିଏଲ୍‌ କ୍ଷତିଗ୍ରସ୍ତ ପ୍ରଜାମାନଙ୍କର ବିଭିନ୍ନ ସମସ୍ୟାକୁ ନେଇ ଏକ ପ୍ରତିନିଧି ମଣ୍ଡଳୀ ସାକ୍ଷାତ କରିଛନ୍ତି । ବିଜେପି…
Read More...

ଶ୍ରୀ ଭୀମଶଙ୍କର ମହାଦେବଙ୍କ ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା ମହୋତ୍ସବ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହର ନିକଟରେ ଅବସ୍ଥିତ ଅଗସ୍ତି ନୂଆଁଗାଁ ଓଡିଶା ସ୍ୱତନ୍ତ୍ର ଆରକ୍ଷୀ ବାହିନୀ ଅଷ୍ଟମ ବାଟାଲିୟନ ପରିସରରେ ଶ୍ରୀ ଭୀମଶଙ୍କର ମହାଦେବଙ୍କ ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଗତ ସୋମବାର ଠାରୁ ୪ ଦିନ ବ୍ୟାପି…
Read More...

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଅଣଛାତ୍ରଙ୍କ ଆକ୍ରମଣର ଶିକାର ହେଲେ ୨ ଜଣ ଛାତ୍ର : ଜୋର ଧରିଛି ଅଶାନ୍ତି

ବଲାଙ୍ଗିର, (କେପିଏନ୍‌ଏସ୍‌) : ଗତକାଲି ସଂଧ୍ୟାରେ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଜଣେ ଅସାମାଜିକ ଅଣଛାତ୍ର ବ୍ଲେଡ୍‌ ସାହାଯ୍ୟରେ ଦୁଇ ଜଣ ଛାତ୍ରଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ । ଫଳରେ ଦୁଇଜଣ ଛାତ୍ର ଗୁରୁତର ଅବସ୍ଥାରେ ଭୀମଭୋଇ ମେଡିକାଲ କଲେଜ ଓ ହସ୍‌ପିଟାଲରେ ଭର୍ତ୍ତି…
Read More...

ବଲାଙ୍ଗିର ଜିଲ୍ଲାରେ ଫାଇଲେରିଆ ନିରାକରଣ ଅଭିଯାନ ମାଧ୍ୟମରେ ସାମୁହିକ ଔଷଧ ସେବନ କାର୍ଯ୍ୟକ୍ରମର ଶୁଭାରମ୍ଭ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ୧୦ ଗୋଟି ବ୍ଲକ ଓ ୪ ଗୋଟି ସହରାଞ୍ଚଳରେ ଫେବୃଆରୀ ୧୦ ତାରିଖଠାରୁ ୧୯ ତାରିଖ ପର୍ଯ୍ୟନ୍ତ ଫାଇଲେରିଆ ନିରାକରଣ ଅଭିଯାନ ମାଧ୍ୟମରେ ସାମୁହିକ ଔଷଧ ସେବନ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି । ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ…
Read More...

ସିନ୍ଧେକେଲାରେ ବିଜେଡିର କର୍ମୀ ସମ୍ମିଳନୀ : ବିଜେଡି ଦଳକୁ ତୃଣମୂଳସ୍ତରରୁ ସୁଦୃଢ଼ କରିବା ପାଇଁ ନିଷ୍ପତ୍ତି

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ବଙ୍ଗୋମୁଣ୍ଡା ବ୍ଲକ ଜିଲ୍ଲା ପରିଷଦ ଜୋନ ନଂ ୨୧ର ସିନ୍ଧେକେଲା ଗ୍ରାମରେ ନବ ନିଯୁକ୍ତ ପଶ୍ଚିମ ଓଡିଶା ବିକାଶ ପରିଷଦ ସଦସ୍ୟ ତଥା ବିଜେଡ଼ି ରାଜ୍ୟ ସମ୍ପାଦକ ଓଡିଶା ହଂସରାଜ ଜୈନଙ୍କ ଆହ୍ୱାନ କ୍ରମେ ଓ…
Read More...

ଠାକୁର ଶ୍ରୀଶ୍ରୀ ଅଭିରାମ ପରମହଂସ ଦେବଙ୍କ ମଲ୍ଲାଡ଼ ଆଶ୍ରମର ୪୩ତମ ବାର୍ଷିକ ଉତ୍ସବ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଜଗଦଗୁରୁ ଠାକୁର ଶ୍ରୀ ଶ୍ରୀ ଅଭିରାମ ପରମହଂସ ଦେବଙ୍କ ପ୍ରବର୍ତ୍ତିତ ଗଞ୍ଜାମ ଜିଲ୍ଲାର ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ମଲ୍ଲାଡ଼ ଗ୍ରାମ ଆଶ୍ରମର ୪୩ତମ ବାର୍ଷିକ ଉତ୍ସବ ବିବିଧ ସମାରୋହରେ ଆୟୋଜିତ ହୋଇଯାଇଛି । ତିନିଦିନ ଧରି ପାଳିତ ହେଉଥିବା ଠାକୁରଙ୍କ…
Read More...

ଖରା ପାଇଁ ସ୍ୱାସ୍ଥ୍ୟ ବିଭାଗର ସତର୍କବାଣୀ

ଜରୁରି ନଥିଲେ ୧୧ଟାରୁ ୩ ଘରୁ ବାହାରନ୍ତୁ ନାହିଁ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଖୁବ୍‌ଶୀଘ୍ର ଆସିପାରେ ଖରା । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ସ୍ୱାସ୍ଥ୍ୟ ବିଭାଗ ଆଗୁଆ ପଦକ୍ଷେପ ନେଇଛି । ଆଗତ ପ୍ରାୟ ହିଟୱେଭ୍‌ ପାଇଁ ମାଷ୍ଟର ପ୍ଲାନ୍‌ ପ୍ରସ୍ତୁତ କରିଛି । ଜରୁରି…
Read More...

ପାରିବାରିକ କଳହର କରୁଣ ପରିଣତି : ସ୍ଵାମୀର କାତି ଚୋଟରେ ସ୍ତ୍ରୀ ଓ ଶଳା ଗୁରୁତର

ସୋର : ପାରିବାରିକ କଳହର କରୁଣ ପରିଣତି । ସ୍ଵାମୀର କାତି ଚୋଟରେ ସ୍ତ୍ରୀ ଓ ଶଳା ଗୁରୁତର । ସୂଚନାନୁଯାୟୀ, ତୁଣ୍ଡୁପଡା ଗ୍ରାମର ବସନ୍ତ ସାହୁ ଘରୋଇ କଳହକୁ କେନ୍ଦ୍ର କରି ଉତ୍ତ୍ୟକ୍ତ ହୋଇ ଏକ କାତିରେ ସ୍ତ୍ରୀ ଭାରତୀ ସାହୁ (୪୫ ବର୍ଷ) ଓ ଶଳା ଅନ୍ତର୍ଯ୍ୟାମୀ ସାହୁଙ୍କୁ ଆକ୍ରମଣ କରିଥିଲେ ।…
Read More...