Daily Archives

ବ୍ରାହ୍ମଣୀଡୁଙ୍ଗୁରୀ ଠାରେ ବନ ବିଭାଗ ପକ୍ଷରୁ ଚଢାଉ : କାଠ ବୋଝେଇ ଟ୍ରାକ୍ଟର ଜବତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ବନଖଣ୍ଡ ଅନ୍ତର୍ଗତ ବ୍ରାହ୍ମଣୀଡୁଙ୍ଗୁରୀ ଠାରେ ବନ ବିଭାଗ ପକ୍ଷରୁ ଚଢାଉ କରାଯାଇ ବିପୁଳ ପରିମାଣରେ କାଠ ଓ ଏକ କାଠ ବୋଝେଇ ଟ୍ରାକ୍ଟର ଜବତ କରାଯାଇଥିବା ନେଇ ସୂଚନା ମିଳିଛି । ତେବେ ଡିଏଫଓ ନିତିଶ କୁମାରଙ୍କ ନିର୍ଦ୍ଦେଶ କ୍ରମେ ବଲାଙ୍ଗିର
Read More...

ଜିଲ୍ଲାସ୍ତରୀୟ ପଡୋଶୀ ଯୁବ ସାଂସଦ କାର୍ଯ୍ୟକ୍ରମ ଅନୁଷ୍ଠିତ

କଳାହାଣ୍ଡି, (ପି.କେ.ସାହୁ) : ଭାରତ ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ଅଧୀନସ୍ଥ ଶାଖା ନେହେରୁ ଯୁବକେନ୍ଦ୍ର କଳାହାଣ୍ଡି ପକ୍ଷରୁ ଆଜି ଭବାନୀପାଟଣା ସ୍ଥିତ ଟାଉନ ହଲ୍‌ ଠାରେ ଜିଲ୍ଲା ଯୁବ ଅଧିକାରୀ ପ୍ରସନ୍ନ ମେହେରଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ପଡୋଶୀ ଯୁବ ସାଂସଦ
Read More...

ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ପାଇକମାଲ ନାଗରିକ କମିଟି

ପଦ୍ମପୁର, (ନିରୋଜ କୁମାର ପାଣୀ) : ପାଇକମାଲ ନାଗରିକ କମିଟିର ଏକ ଜରୁରୀ ବୈଠକ ନୃସିଂହନାଥ ଧର୍ମଶାଳା ପରିସରରେ ମନୋଜ କୁମାର ତ୍ରିବେଦୀଙ୍କ ସଭାପତିତ୍ୱରେ ଶନିବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି । ସଭାରେ ପାଇକମାଲ ନାଗରିକ କମିଟି, ବଣିକ ସଙ୍ଘ ସାମ୍ବାଦିକ ସଙ୍ଘର କର୍ମକର୍ତ୍ତାମାନେ
Read More...

କ୍ଷୁଦ୍ର ଚଳଚ୍ଚିତ୍ର ‘ଭରସା’ର ଲୋକାପର୍ଣ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ଭବନଠାରେ କ୍ଷୁଦ୍ର ଚଳଚ୍ଚିତ୍ର 'ଭରସା'ର ଲୋକାପର୍ଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମି ରଞ୍ଜନ ମିଶ୍ର ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି
Read More...

ହରଭଙ୍ଗା ବ୍ଲକ କାର୍ଯ୍ୟାଳୟଠାରେ ତୃତୀୟ ସାଧାରଣ ବୈଠକ ଅନୁଷ୍ଠିତ

ବୌଦ୍ଧ, (ସଞ୍ଜୟ କୁମାର ନନ୍ଦ) : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ କାର୍ଯ୍ୟାଳୟ ପରିସରରେ ହରଭଙ୍ଗା ବିଡିଓଙ୍କ ଅଧ୍ୟକ୍ଷତାରେ ହରଭଙ୍ଗା ପଞ୍ଚାୟତ ସମିତିର ତୃତୀୟ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ହରଭଙ୍ଗା ବ୍ଲକ ଅଧ୍ୟକ୍ଷ ସରୋଜ ପ୍ରଧାନ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ
Read More...

ଖୁଣ୍ଟପାଲିର ଝିଅ କୋଶଲି କୁଇନଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲଟ ବ୍ଲକ ଅନ୍ତର୍ଗତ ଖୁଣ୍ଟପାଲି ଗ୍ରାମର ଝିଅ କୋଶଲି କୁଇନ ମୀରାବାଈ ପାଣିଗ୍ରାହୀଙ୍କୁ ତାଙ୍କ ଗ୍ରାମରେ ନିୟୁଜ ଜୁଏହୁଲା ସାହିତ୍ୟ ଅନୁଷ୍ଠାନ ତରଫରୁ ଗତ ଫେବୃୟାରୀ ୯ ତାରିଖରେ ସାମ୍ବାଦିକ ଅରକ୍ଷିତ ମହାନନ୍ଦ ନିଜେ ତାଙ୍କ
Read More...

ସମଗ୍ର ଶିକ୍ଷା ସମ୍ମିଳନୀ କକ୍ଷରେ ରୂପାନ୍ତରିତ ଉଚ୍ଚ ବିଦ୍ୟାଳୟଗୁଡିକର ପ୍ରଧାନ ଶିକ୍ଷକଙ୍କ ତାଲିମ କାର୍ଯ୍ୟକ୍ରମ…

ବୌଦ୍ଧ, (ସଞ୍ଜୟ କୁମାର ନନ୍ଦ) : ବୌଦ୍ଧ ଜିଲ୍ଲାର ସମଗ୍ର ଶିକ୍ଷା ଅଭିଯାନ କାର୍ଯ୍ୟକ୍ରମର ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆଜି ଦିନ ୧୧ ଘଣ୍ଟା ସମୟରେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି ।
Read More...

ଆଗ ଥଇଥାନ ପରେ ଉଚ୍ଛେଦକୁ ପାଳନ କଲା ବଲାଙ୍ଗିର ପୌର ପରିଷଦ

ଜାଗା ମିଶନ ଜରିଆରେ ୧୬ଟି ପରିବାରଙ୍କୁ ପଟ୍ଟା ବଣ୍ଟନ ବଲାଙ୍ଗିର, (କେପିଏନ୍‌ଏସ୍‌) : ଲୋକଙ୍କୁ ବାସହୀନ, ଆଶ୍ରାହୀନ ଓ ଅସହାୟ କରି ଛାଡିଦେଇ ଧ୍ୱଂସସ୍ତୁପ ଉପରେ ବିକାଶ ଆମର ଲକ୍ଷ ନୁହେଁ । ବଲାଙ୍ଗିରର ସବୁ ବର୍ଗର ଲୋକଙ୍କୁ ନେଇ ବିସ୍ଥାପନ ପୂର୍ବରୁ ଉଚିତ ଥଇଥାନ କରି ବିକାଶ କରିବା
Read More...

ଧର୍ମ ପରାୟଣା ମହିଳାଙ୍କ ପରଲୋକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ରାମଜୀପଡ଼ା ନିବାସୀ ଅଚ୍ୟୁତାନନ୍ଦ ଗୁରୁଙ୍କ ଧର୍ମପତ୍ନୀ ନନ୍ଦିନୀ ଦେବୀ ଗୁରୁଙ୍କ ତା.୧୦.୦୨.୨୦୨୩ ସକାଳେ ୭୮ବର୍ଷ ବୟସରେ ପରଲୋକ ହୋଇଯାଇଛି । ମୃତ୍ୟୁ ସମୟରେ ତାଙ୍କ ନିକଟରେ ପୁଅ ଏସଡ଼ିପିଓ ବୌଦ୍ଧ ଆନନ୍ଦ ଗୁରୁ, ବୋହୂ ମଞ୍ଜୁ ଗୁରୁ, ୨ ଝିଅ ଆରତୀ
Read More...

ଆତ୍ମରକ୍ଷା ତାଲିମ ଶିବିର ଉଦ୍‌ଯାପିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସଦର ବ୍ଲକ କୁଡାସିଂହା ଗ୍ରାମରେ ବୁଢାଡଙ୍ଗର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଡାସିଂହାରେ ଆତ୍ମରକ୍ଷା ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ବିଦାଳୟର ଅଧ୍ୟକ୍ଷ ଛବିଳ ବଗର୍ତ୍ତିଙ୍କ ସଭାପତିତ୍ୱରେ ଆୟୋଜିତ ଉଦ୍‌ଯାପନୀ ସଭାରେ ବଲାଙ୍ଗିର ବ୍ଲକ
Read More...