Daily Archives

ମାହେଶ୍ୱରୀ ସଂଗଠନର ନିଆରା ପ୍ରତିଯୋଗିତା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିରର ଅଗ୍ରଣୀ ଅନୁଷ୍ଠାନ ମାହେଶ୍ୱରୀ ସଂଗଠନ ଆଜି ସ୍ଥାନୀୟ ସାମ୍ବାଦିକ ଭବନଠାରେ ଏକ ନିଆରା କାର୍ଯ୍ୟକ୍ରମ ଆୟୋଜନ କରିଥିଲେ । କୋଶଲାଞ୍ଚଳର ଲୁପ୍ତ ପ୍ରାୟ ବେଶଭୁଷା ଆୟ ଅଳଙ୍କାର ବୃତ୍ତି ବ୍ୟବସାୟକୁ ଲୋକଲୋଚନକୁ ଆଣିବା ପାଇଁ ଏକ ପ୍ରତିଯୋଗିତା କଲେଜ
Read More...

ପଂଚାୟତସ୍ତରୀୟ ଲୋକସେବା ଶିବିର ଅନୁଷ୍ଠିତ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ଝରନିପାଲି ଗ୍ରାମ ପଂଚାୟତରେ ପଂଚାୟତସ୍ତରୀୟ ଲୋକସେବା ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବିରରେ ମୁଖ୍ୟ ଅତିଥି ଭାବେ ଉପଜିଲ୍ଲାପାଳ ଲମ୍ବୋଦର ଧରୁଆ ଯୋଗ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ଆରକ୍ଷୀ
Read More...

ରେଡିଓ ଶ୍ରୋତା ସମ୍ମିଳନୀ

କଟକ : ଆକାଣବାଣୀ ଶ୍ରୋତା ପରିଷଦ ପକ୍ଷରୁ ରାଜ୍ୟସ୍ତରୀୟ ରେଡିଓ ଶ୍ରୋତା ସମ୍ମିଳନୀ ଶତାବ୍ଦୀଭବନଠାରେ ଆୟୋଜିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଆକାଶବାଣୀ କେନ୍ଦ୍ର ନିର୍ଦ୍ଦେଶକ ହୃଷିକେଶ ପାଣି, ସମ୍ମାନିତ ଅତିଥି ଯୁଗଲ କିଶୋର ପଣ୍ଡା, ତପନ ଦତ୍ତ, କିଶୋର ମହାନ୍ତି, ପ୍ରସନ୍ନ
Read More...

ସ୍ଵାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ଆଇନ ମହାବିଦ୍ୟାଳୟରେ ଶ୍ରଦ୍ଧାଞ୍ଜଳି

ସମ୍ବଲପୁର : ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଧିନସ୍ଥ ଲାଲା ଲଜପତରାୟ ଆଇନ ମହାବିଦ୍ୟାଳୟର କନଫରେନ୍ସ ହଲ୍‌ରେ ସ୍ଵାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଅକାଳ ବିୟୋଗରେ ସୋମବାର ଦିନ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼. ବିଜୟାନନ୍ଦ ବେହେରାଙ୍କ ଅଧ୍ୟକ୍ଷତାରେ
Read More...

ପୁରୀ କେଭିକେ ସାରା ଦେଶରେ ଏକ ଆଦର୍ଶ ମଡେଲ

ସତ୍ୟବାଦୀ, (ଦିଲ୍ଲୀପ କୁମାର ଧାଉଡିଆ) : ଭାରତୀୟ କୃଷି ଅନୁସନ୍ଧାନ ପରିଷଦର ଉପମହାନିର୍ଦେଶକ (ସମ୍ପ୍ରସାରଣ) ଡ଼. ଇଉ.ଏସ୍‌. ଗୌତମ, ଅଟାରି କଲିକତାର ନିର୍ଦ୍ଧେଶକ ଡ଼. ପ୍ରଦୀପ କୁମାର ଦେ ଏବଂ ଓଡିଶା କୃଷି ଓ ବୈଷୟିକ ବିଶ୍ଵବିଦ୍ୟାଳୟର ସମ୍ପ୍ରସାରଣ ଅଧ୍ୟକ୍ଷ ଡ଼. ପ୍ରସନ୍ନଜିତ ମିଶ୍ର, ପୁରୀ
Read More...

କୋଏଲ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୨୦ ସ୍ଥିତ କୋଏଲ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ୧୫ତମ ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟା ମନ୍ଦିରର ସଭାପତି ଉପେନ୍ଦ୍ର କୁମାର ନାୟକଙ୍କ ସଭାପତିତ୍ୱ ଓ ଶିକ୍ଷାବିତ୍ ପ୍ରଫୁଲ୍ଲ କୁମାର ସ୍ୱାଇଁଙ୍କ ସଂଯୋଜନାରେ ଆୟୋଜିତ ଏହି
Read More...

ସଚେତନ ନାଗରିକ ମଞ୍ଚର ପ୍ରସ୍ତୁତି ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ଆସନ୍ତା ମାର୍ଚ୍ଚ ୧୬ ତାରିଖରେ ହେବାକୁ ଥିବା ସଚେତନ ନାଗରିକ ମଞ୍ଚର ୯ମ ବାର୍ଷିକୋତ୍ସବ ପାଇଁ ଏକ ପ୍ରସ୍ତୁତି ବୈଠକ ସେକ୍ଟର ୩ ସ୍ଥିତ ଖଡ୍ଗ ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ମଂଚର ସାଧାରଣ ସଂପାଦକ ପି ପି ରାୟଙ୍କ ଆବାହକତ୍ୱରେ ଆୟୋଜିତ ଏହି
Read More...

ଇମ୍ପେରିଆଲ କ୍ଲାସିକ ୨୦୨୩ ଉଦ୍‌ଯାପିତ

ଗଞ୍ଜାମର ବ୍ରଜବନ୍ଧୁ ହେଲେ ଚମ୍ପିଆନ ଅଫ ଚମ୍ପିଆନ୍ସବଲାଙ୍ଗିରର କଲ୍ୟାଣି ହେଲେ ମିସ୍ ଇମ୍ପେରିଆଲ କ୍ଲାସିକ ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଟାଉନ ହଲ୍‌ଠାରେ କଳିଙ୍ଗ ବଡି ବିଲ୍ଡିଂ ସଂଘ ଦ୍ୱାରା ଆୟୋଜିତ ଇମ୍ପେରିଆଲ କ୍ଲାସିକ ୨୦୨୩ ଉଦ୍‌ଯାପିତ ହୋଇଯାଇଛି । ଏଥିରେ ଗଞ୍ଜାମର
Read More...

ଏକବିଂଶ ଶତାବ୍ଦୀରେ କବିତା : ବ୍ୟକ୍ତି, ଦେଶ ଓ ବିଶ୍ୱ ଶୀର୍ଷକ ଆଲୋଚନାଚକ୍ର ଆୟୋଜିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ୱସ୍ତି ସାହିତ୍ୟ ସଂସଦର ୪୨ତମ ବାର୍ଷିକ ଉତ୍ସବର ଉଦ୍‌ଘାଟନୀ ଛେଣ୍ଡ କଲୋନୀର ଚିନ୍ମୟ ବିଦ୍ୟାଳୟ ପରିସରରେ ହୋଇଯାଇଛି । ସଂସଦର ସଭାପତି ତଥା ଅବସରପ୍ରାପ୍ତ ପ୍ରଶାସକ ମହେନ୍ଦ୍ର ପଟ୍ଟନାୟକଙ୍କ ପୌରହିତ୍ୟରେ ହୋଇଥିବା ପ୍ରଥମ ପର୍ଯ୍ୟାୟରେ ସଭାରେ ମୁଖ୍ୟ
Read More...

ଓସଡମା ପକ୍ଷରୁ ଗୁଡୁପାଇଲୋ ବହୁମୁଖୀ ବାତ୍ୟା ଆଶ୍ରୟ ସ୍ଥଳରେ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ପ୍ରଶାସନ ଓ ଓଡିଶା ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ପରିଚାଳନା ସଂସ୍ଥା (ଓସଡମା) ମିଳିତ ଆନୁକୂଲ୍ୟରେ ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଗୁଆଳିପଡା ଗ୍ରାମ ପଂଚାୟତରେ ଗୁଡୁପାଇଲୋ ବହୁମୁଖୀ ବନ୍ୟା ଆଶ୍ରୟ ସ୍ଥଳୀ ଠାରେ ପରିଚାଳନା କମିଟି ମେମ୍ବର
Read More...