Daily Archives

କେନ୍ଦ୍ର ପ୍ରାୟୋଜିତ ଯୋଜନା – “ଭାଇବ୍ରାଣ୍ଟ ଭିଲେଜେସ୍ କାର୍ଯ୍ୟକ୍ରମ”କୁ କ୍ୟାବିନେଟ୍ ମଞ୍ଜୁରି

● ୪୮୦୦ କୋଟି ଟଙ୍କାର ଆର୍ଥିକ ବ୍ୟୟବରାଦ ସହିତ ୨୦୨୨-୨୩ ଠାରୁ ୨୦୨୫-୨୬ ମଧ୍ୟରେ କାର୍ଯ୍ୟକାରୀ ହେବ ଏହି ଯୋଜନା ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ କେନ୍ଦ୍ର ପ୍ରାୟୋଜିତ ଯୋଜନା – “ଭାଇବ୍ରାଣ୍ଟ
Read More...

ଦେଶରେ ସମବାୟ ଆନ୍ଦୋଳନକୁ ସୁଦୃଢ଼ କରିବା ଏବଂ ତୃଣମୂଳସ୍ତରରେ ଏହାର ପହଞ୍ଚ ବଢ଼ାଇବା ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ

• ପ୍ରତ୍ୟେକ ଅପହଞ୍ଚ ପଞ୍ଚାୟତରେ ସକ୍ଷମ ପ୍ରାଥମିକ କୃଷି ଋଣ ସମିତି (ପେକ୍ସ) ପ୍ରତିଷ୍ଠା କରାଯିବ• ସବୁ ଅପହଞ୍ଚ ପଞ୍ଚାୟତ/ଗ୍ରାମରେ ସକ୍ଷମ ଦୁଗ୍ଧ ଉତ୍ପାଦନ ସମବାୟ ସମିତି ପ୍ରତିଷ୍ଠା କରାଯିବ• ବଡ଼ ଜଳାଶୟ ଥିବା ପଞ୍ଚାୟତ/ଗ୍ରାମ ସମେତ ପ୍ରତ୍ୟେକ ଉପକୂଳ ପଞ୍ଚାୟତ/ଗ୍ରାମରେ ସକ୍ଷମ ମାଛ ଚାଷ
Read More...

ଚନ୍ଦନ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ଥାନୀୟ ରୋଟ୍ରାକଟ କ୍ଲବ ଅଫ ଗାନ୍ଧୀ ମହାବିଦ୍ୟାଳୟ ଓ ରୋଟାରୀ କ୍ଲବ ଅଫ ଷ୍ଟିଲ ସିଟିର ମିଳିତ ସହଯୋଗରେ ଚନ୍ଦନ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଇତି ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି । ଗତ ୫ ତାରିଖ ଦିନ ଉଦ୍‌ଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଥିଲା । ଏଥିରେ
Read More...

ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବୀରେ ବିଜେପିର ଗଣବିକ୍ଷୋଭ

ରାଉରକେଲା, (ସସ୍ମିତା ପ୍ରଧାନ) : ବିଜେପି ପାନପୋଷ ସାଂଗଠନିକ ଜିଲ୍ଲା ତରଫରୁ ରାଉରକେଲା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଇସ୍ତଫା ଦାବୀରେ ଗଣବିକ୍ଷୋଭ ଜିଲ୍ଲା ସଭାନେତ୍ରୀ ଲତିକା ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଆଜି ସମଗ୍ର
Read More...

ଶିକ୍ଷା ନିକେତନର ଊନବିଂଶତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ାର ଅଗ୍ରଣୀ ଶିକ୍ଷାନୁଷ୍ଠାନ "ଶିକ୍ଷା ନିକେତନ"ର ଊନବିଂଶତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି । ସଭା ପ୍ରାରମ୍ଭ ପୂର୍ବରୁ ଫୁଲ୍ଓ୍ଵାମା ଶହୀଦଙ୍କ ଉଦ୍ଦେଶ୍ୟରେ ଦୁଇ ମିନିଟ
Read More...

ବୈତାଳି କ୍ଲଷ୍ଟର ସିଆରସିସିଙ୍କ ନିଆରା ପ୍ରୟାସ : ଶହୀଦ ଦିବସ ଅବସରରେ ୫ଟି ବିଦ୍ୟାଳୟରେ ଲୋକାର୍ପିତ ହେଲା ଶହୀଦ ଉଦ୍ୟାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ବୈତାଳି କ୍ଲଷ୍ଟର ସିଆରସିସି ଦିବସ କୁମାର ସାହୁଙ୍କ ଉଦ୍ୟମ କ୍ରମେ କ୍ଲଷ୍ଟର ଅଧୀନସ୍ଥ ୫ଟି ବିଦ୍ୟାଳୟରେ ପୁଲୱାମା ଶହୀଦ ଯବାନମାନଙ୍କର ସ୍ମୃତିରେ ଆଜି ଶହୀଦ ଉଦ୍ୟାନ ଲୋକାର୍ପିତ କରାଯାଇଛି । ବିଦ୍ୟାଳୟ ଗୁଡ଼ିକ ହେଲା
Read More...

ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାକୁ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରିଲା ବିଜେପି

ବଲାଙ୍ଗିର, (କେପିଏନ୍‌ଏସ୍‌) : ସାରା ରାଜ୍ୟରେ ତଥା ବଲାଙ୍ଗିର ଜିଲ୍ଲାରେ ଅପରାଧ ଏବେ ଚରମ ସୀମା ଡେଇଁଛି । ଭିନ୍ନ ଭିନ୍ନ ପ୍ରକାରର ଅପରାଧ ଏଠି ପ୍ରତ୍ୟେକ ଦିନରେ ଦେଖିବାକୁ ମିଳୁଛି । ତେବେ ଏହି ବଢୁଥିବା ଅପରାଧକୁ ନେଇ ସାରା ରାଜ୍ୟବାସୀ ତଥା ଜିଲ୍ଲାବାସୀ ଭୟରେ ଥରୁଥିବା ବେଳେ ବଢୁଥିବା
Read More...

ଅସହାୟ ଶବ ସତ୍କାର କଲା ସ୍ୱେଚ୍ଛାସେବୀ ସଂଗଠନ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ଅନ୍ତର୍ଗତ କମସରା ଗ୍ରାମ ପଞ୍ଚାୟତର ବଡଯୋର ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ସେହି ଗ୍ରାମର ଜଣେ ୨୯ ବର୍ଷୀୟା ଅବିବାହିତା ମହିଳା ଚିକେନପକ୍ସ ରୋଗରେ ପୀଡିତ ହେବା ପରେ ପରିବାର ସଦସ୍ୟ ରୋଗୀକୁ ଘରେ ରଖି
Read More...

ଜେଆରସିର ଜିଲ୍ଲାସ୍ତରୀୟ ତାଲିମ ଶିବିର ଉଦ୍‌ଘାଟିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ଖଣ୍ଡଦେଉଳି ପଞ୍ଚାୟତର ଖଣ୍ଡଦେଉଳି ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ଜେଆରସିର ତିନି ଦିନିଆ ତାଲିମ ଶିବିର ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଶିକ୍ଷାଧିକାରୀ ବିନିତା ସେନାପତି ତାଲିମ ଶିବିରରେ
Read More...

ଶିକ୍ଷକ ଚନ୍ଦ୍ରଶେଖର ଧାଉଡିଆଙ୍କ ଅକାଳ ବିୟୋରରେ ଶୋକ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ସାଉରିଆ ଅନ୍ତର୍ଗତ ଘୋରଡିଆ ଗ୍ରାମର ଶିକ୍ଷକ ଚନ୍ଦ୍ର ଶେଖର ଧାଉଡିଆ(୫୦)ଙ୍କ ବୁଧବାର ପ୍ରାତଃକାଳରେ ହୃଦଘାତରେ ପରଲୋକ ଘଟିଛି । ତାଙ୍କର ଏହି ଅକାଳ ବିୟୋଗରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ଆଜି ପ୍ରାତଃକାଳରେ ହୃଦଘାତ୍ ଯୋଗୁଁ ସେ ଅସୁସ୍ଥ
Read More...