Daily Archives

ଫୁଲଝର ଗ୍ରାମବାସୀ ଏବଂ ଏଲ୍‌ଡିଏ ତରଫରୁ ରାଜରାସ୍ତା ଅବରୋଧ

ଖପ୍ରାଖୋଲ, (ଅଶୋକ ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ମାଲପଡା ଗ୍ରାମ ପଞ୍ଚାୟତରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ସ୍ଥାପନ ପାଇଁ ଫୁଲଝର ଛକଠାରେ ସ୍ଥାନୀୟ ଗ୍ରାମବାସୀ ଏବଂ ଏଲ୍‌ଡିଏ ତରଫରୁ ରାସ୍ତାକୁ ଅବରୋଧ କରି ଧାରଣାରେ ବସିଥିବା ଜଣାପଡିଛି । ସୂଚନାଯାୟୀ, ମାଲପଡା ଗ୍ରାମ
Read More...

ଭୟାବହ ଅଗ୍ନିକାଣ୍ଡ : ୧ ମୃତ

ମୁମ୍ବାଇ : ମୁମ୍ବାଇର କୁର୍ଲା ଅଞ୍ଚଳରେ ଭୟାବହ ଅଗ୍ନିକାଣ୍ଡ ଘଟି ଜଣେ ୭୦ ବର୍ଷ ବୟସ୍କା ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ଚତୁର୍ଥ ମହଲାରୁ ଦଶମ ମହଲା ପର୍ଯ୍ୟନ୍ତ ନିଆଁ ବ୍ୟାପି ଯାଇଥିଲା । ନିଆଁ ଲାଗିବା ପରେ ଭିତରେ ଫସି ରହିଥିବା ଲୋକଙ୍କୁ ଉଦ୍ଧାର କରାଯାଇଥିଲା । ଘଟଣାସ୍ଥଳରେ
Read More...

ବହୁ ଚର୍ଚ୍ଚିତ ବ୍ରହ୍ମପୁରର ଅଶୋକନଗର ବାଲାଜୀ ପଣ୍ଡିତ ହତ୍ୟା ମାମଲାରେ ୩ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବହୁ ଚର୍ଚ୍ଚିତ ବ୍ରହ୍ମପୁରର ଅଶୋକନଗର ବାଲାଜୀ ପଣ୍ଡିତ ହତ୍ୟା ମାମଲାରେ ୩ ଜଣ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି । ସୂଚନାଯୋଗ୍ୟ ଯେ, ଗତ ୨୦୦୯ ମସିହା ଜୁନ୍‌ ୧ ତାରିଖରେ ବ୍ରହ୍ମପୁର ମହାନଗର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଅଶୋକନଗରରେ
Read More...

ସ୍କୁଲ ଟେନିସ୍‌ ଲିଗ୍‌ର ଲୋଗୋ ଉନ୍ମୋଚିତ

ଭୁବନେଶ୍ୱର : କେନ୍ଦ୍ର ଶିକ୍ଷା ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀ ସ୍ଥିତ କାର୍ଯ୍ୟାଳୟରେ ସ୍କୁଲ ଟେନିସ୍‌ ଲିଗ(ଏସ୍‌ଟିଏଲ୍‌)ର ଲୋଗୋ ଉନ୍ମୋଚନ କରିଛନ୍ତି । ଏହି ଲିଗ୍‌ ଦ୍ୱାରା ତୃଣମୂଳ ସ୍ତରରେ ଟେନିସର ପ୍ରଚାର ହେବା ସହିତ ଭବିଷ୍ୟତର ଟେନିସ ତାରକା ମାନଙ୍କ
Read More...

୪୨ତମ ସାର୍ବଜନୀନ ସନ୍ତୋଷୀ ମାତା ପୂଜୋତ୍ସବ ସମାରୋହ ଉଦ୍‌ଯାପିତ

ଭୋଗରାଇ : ବାଲେଶ୍ଵର ଜିଲ୍ଲା ଭୋଗରାଇ ବ୍ଲକର ଅନଳିଆ ପଞ୍ଚାୟତ ଅନ୍ତର୍ଗତ ସନ୍ତୋଷୀ ମାତା ନିଉ ମାର୍କେଟ ନୂଆହାଟଠାରେ ୬ ଦିନ ବ୍ୟାପୀ ୪୨ତମ ସାର୍ବଜନୀନ ସନ୍ତୋଷୀ ମାତା ପୂଜୋତ୍ସବ ସମାରୋହ ଅନୁଷ୍ଠିତ ହୋଇଛି । ପୂର୍ବତନ ଜିଲ୍ଲାପରିଷଦ ସଦସ୍ୟ ହରେନ୍ଦ୍ର ନାଥ ଦାସଙ୍କ ପୌରହିତ୍ୟରେ ମଙ୍ଗଳବାର
Read More...

ଜାତୀୟ ଖେଳରେ ରାଉରକେଲାର ଅଶୋକ ବିଶ୍ୱାଳଙ୍କ ନୂତନ ଜାତୀୟ ରେକର୍ଡ ପ୍ରତିଷ୍ଠା

ରାଉରକେଲା, (ସସ୍ମିତା ପ୍ରଧାନ) : ଉତ୍ତରପ୍ରଦେଶ ବାରଣାସୀର ବିଏଚୟୁଆଇଆଇ ଷ୍ଟାଡିୟମ ଠାରେ ଗତ ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ଜାତୀୟ ଖେଳ ଆୟୋଜିତ ହୋଇଯାଇଛି । ଏହି ପ୍ରତିଯୋଗିତାରେ ୭୦ବର୍ଷ ବୟସ ବର୍ଗରେ ଓଡିଶା ରାଉରକେଲା ଏନଆଇଟିର ପ୍ରାକ୍ତନ ଛାତ୍ର ଅଶୋକ କୁମାର ବିଶ୍ୱାଳ ଅଂଶଗ୍ରହଣ
Read More...

ବସ୍-ବାଇକ୍ ମୁହାଁମୁହିଁ ଧକ୍କା, ୨ ମୃତ

ପାଟଣାଗଡ଼ : ବଲାଙ୍ଗିର ଜିଲ୍ଲା ତୁଷୁରା ଥାନା ନୁଆପଡା ଗାଁର ଦୁଇ ବନ୍ଧୁ ଏକ ବାହାଘରରେ ଯୋଗ ଦେବାକୁ ଆସୁଥିବା ବେଳେ ପାଟଣାଗଡ଼ ରାମପୁର ପେଟ୍ରୋଲ ପମ୍ପ ନିକଟରେ ଏକ ବସ୍ ଓ ବାଇକ୍ ମୁହାଁମୁହିଁ ଧକ୍କା ହୋଇଥିଲା ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ସୂଚନାନୁଯାୟୀ,
Read More...

ଅଗ୍ନିକାଣ୍ଡରେ ଦୁଇବଖରା ପୋଡ଼ି ପାଉଁଶ

ନୟାଗଡ଼ : ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ଅନ୍ତର୍ଗତ ଆଦିବାସୀ ବହୁଳ ବେରୁଆବାରୀ ପଞ୍ଚାୟତର ବନ୍ଦାମୁହି ହରିଜନ ସାହିରେ ରାତି ୨ ଘଟିକା ସମୟରେ ଅଗ୍ନିକାଣ୍ଡ ଘଟିଥିବା ଖବର ମିଳିଛି । ସୂଚନା ମୁତାବକ, ବେରୁଆବାରୀ ପଞ୍ଚାୟତର ବନ୍ଦାମୁହି ହରିଜନ ସାହିର ପ୍ରଭାତ ନାଏକ, ଜଗନ୍ନାଥ ନାଏକ ରାତ୍ରି
Read More...

ଜଳୁଛି ଶିମିଳିପାଳ : ସଙ୍କଟରେ ବନ୍ୟଜନ୍ତୁ

ଉଦଳା : ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ । ସଙ୍କଟରେ ବନ୍ୟଜନ୍ତୁ । ଦୀର୍ଘ ସମୟ ଧରି ଶିମିଳିପାଳ ଅଭୟାରଣ୍ୟର ଗୋଟିଏ ରେଞ୍ଜରେ ନିଆଁ ଲାଗିଥିବା ଜଣାପଡିଛି । ନିଆଁ ପୁରା ଜଙ୍ଗଲକୁ ବ୍ୟାପିବାରେ ଲାଗିଛି । ଜଙ୍ଗଲ ବିଭାଗ କର୍ମଚାରୀଙ୍କ କହିବାନୁସାରେ ନିଆଁ ଶିମିଳିପାଳର ଉପରମୁଣ୍ଡରେ ଲାଗିଛି
Read More...

ଦୟାନିଧି ତନ୍ତିଙ୍କୁ ନିଜ ଗ୍ରାମରେ ସ୍ୱାଗତ ସମ୍ବର୍ଦ୍ଧନା

ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ କିରାଲଗା ଗ୍ରାମ ମାଟିର ପୁଅ ତଥା ଓଡିଶାର ଗର୍ବ ଗୌରବ ପ୍ରାକ୍ତନ ସିଆରପିଏଫ ଡିଆଇଜି ଦୟାନିଧି ତନ୍ତିଙ୍କ ଅବସର ପରେ ନିଜ ଗ୍ରାମ କିରାଲଗାରେ ସସ୍ତ୍ରୀକ ପହଞ୍ଚିଥିଲେ । ଏହି ଅବସରରେ ଗ୍ରାମବାସୀଙ୍କ ତରଫରୁ ଏକ ବର୍ଣ୍ଣାଢ୍ୟ ଉତ୍ସବ ଆୟୋଜନ କରାଯାଇ
Read More...