ଗାଇସିଲେଟ ଥାନା ପକ୍ଷରୁ ଆମ ପୋଲିସ ସମିତି ବୈଠକ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଗାଇସିଲେଟ ଥାନାରେ ଆଜି ଥାନାଧିକାରୀ ବୀରବର ଭଗତଙ୍କ ଅଧ୍ୟକ୍ଷତାରେ ଆମ ପୋଲିସ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଗାଇସିଲେଟ ବ୍ଲକର ବିଭିନ୍ନ ଗ୍ରାମ ପଞ୍ଚାୟତର ସରପଞ୍ଚ ଏବଂ ବରିଷ୍ଠ ନାଗରିକମାନେ ଯୋଗଦେଇଥିଲେ । ସାଧାରଣ!-->…
Read More...
Read More...