Daily Archives

ପବିତ୍ର ମହାଶିବରାତ୍ରିର ତତ୍ତ୍ୱ କଥା

ଆଜି ପବିତ୍ର ମହାଶିବରାତ୍ରି ଦେବ ଦେବ ମହାଦେବଙ୍କ ବିଶେଷ ପୂଜନ ଉତ୍ସବ । ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଗାଁଠୁ ସହର । ଫାଲ୍‌ଗୁନ ମାସ କୃଷ୍ଣ ପକ୍ଷ ଚତୁର୍ଦ୍ଦଶୀ ତିଥିରେ ପାଳିତ ମହାଶିବରାତ୍ରି ଏକ ହିନ୍ଦୁ ପର୍ବ । ଏହି ଦିନ ମହାଦେବଙ୍କ ଆରାଧନା କରାଯାଏ । ଶିବଙ୍କୁ ପ୍ରସନ୍ନ କରିବାର ଦଶଗୋଟି
Read More...

ଆଜି ପବିତ୍ର ମହାଶିବରାତ୍ରି

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପବିତ୍ର ମହାଶିବରାତ୍ରି । ଚଳଚଞ୍ଚଳ ସହର । ବଲାଙ୍ଗିର ଜିଲ୍ଲା ତଥା ଆଖପାଖ ଅଞ୍ଚଳରେ ଅବସ୍ଥିତ ସମସ୍ତ ଶିବ ମନ୍ଦିରରେ ଲାଗିଛି ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ । ଉପବାସ କରି ସମସ୍ତ ଶ୍ରଦ୍ଧାଳୁ ଓ ଭକ୍ତଗଣ ପହଞ୍ଚିଛନ୍ତି ବାବା ଶିବଙ୍କ ଦର୍ଶନ ପାଇଁ ।
Read More...

ପୋଲସରାଠାରେ ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ଦ୍ଵାରା ୪୭୨ ଜଣଙ୍କୁ ମଧୁବାବୁ ପେନସନ୍‌ ନୂତନ ଭତ୍ତା ବଣ୍ଟନ…

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଓଡ଼ିଶା ସରକାରଙ୍କ ଆନୁକୂଲ୍ୟରେ ମଧୁବାବୁ ପେନସନ୍‌ ନୂତନ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଶ୍ରମମନ୍ତ୍ରୀ
Read More...

ଆଦର୍ଶ ପାଠାଗାରର ମାସିକ ସାହିତ୍ୟ ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ପୁରାତନ ସାହିତ୍ୟାନୁଷ୍ଠାନ ଆଦର୍ଶ ପାଠାଗାର ତରଫରୁ ମାସିକ ସାହିତ୍ୟ ଆସର ଆଦର୍ଶ ସାହିତ୍ୟ ଘର ଠାରେ ଅନୁଷ୍ଠିତ ହୋଇଯାଇଛି । ସଭାପତି ଚନ୍ଦ୍ରଶେଖର ଶତପଥୀଙ୍କ ସଭାପତିତ୍ୱ, ସାଧାରଣ ସଂପାଦକ ସୁକାନ୍ତ ଚନ୍ଦ୍ର ଖୁଣ୍ଟିଆଙ୍କ ଆବାହକତ୍ୱ ଓ ଉପସଭାପତି ଡ.
Read More...

ଆଜି ପବିତ୍ର ମହାଶିବରାତ୍ରି

ଭୁବନେଶ୍ୱର : ଆଜି ପବିତ୍ର ମହାଶିବରାତ୍ରି । ଆଜି ଶିବଭକ୍ତ ଓ ଶ୍ରଦ୍ଧାଳୁମା‌ନେ ଉପବାସ ରଖି ଜାଗର ବ୍ରତ ପାଳନ କରିବେ । ଏଥିପାଇଁ ଆଜି ସକାଳୁ ମହାଦେବଙ୍କ ମନ୍ଦିରରେ ଭକ୍ତଙ୍କ ଭିଡ ଲାଗି ରହିଥିବା ଦେଖିବାକୁ ମିଳିଛି । ମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି ।
Read More...

ବଜେଟ୍ -୨୦୨୩ ଉପରେ ଗଣମାଧ୍ୟମ ଏବଂ ବିଭିନ୍ନ ଅଂଶୀଦାରଙ୍କ ସହ ଆଲୋଚନା କରିଛନ୍ତି ଅର୍ଥମନ୍ତ୍ରୀ ର୍ନିମଳା ସୀତାରମଣ

● ଏମଜିଏନଆରଇଜିଏ ପାଇଁ ପାଣ୍ଠି ଆବଣ୍ଟନ ହ୍ରାସ ହୋଇନାହିଁ● ଗତ ୮ ବର୍ଷ ମଧ୍ୟରେ ଚାଷୀଙ୍କ ଠାରୁ ଖାଦ୍ୟ ଶସ୍ୟ ସଂଗ୍ରହ ପରିମାଣ ବୃଦ୍ଧି ପାଇଛି● ପିଏମ୍-ବିକାଶ ଯୋଜନା ଓଡିଶାର କାରିଗରମାନଙ୍କୁ ବହୁଳ ଭାବେ ଉପକୃତ କରିବ ଭୁବନେଶ୍ୱର, (ପିଆଇବି) : କେନ୍ଦ୍ର ଅର୍ଥମନ୍ତ୍ରୀ ର୍ନିମଳା ସୀତାରମଣ
Read More...

ପାନୀୟ ଜଳ ସମାଧାନ ପାଇଁ ଦାବୀ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଗକୁ ଗ୍ରୀଷ୍ମ ଋତୁ ଆସୁଛି । ବର୍ତ୍ତମାନ ଫେବୃୟାରୀ ମାସର ଖରାକୁ ଦେଖିଲେ ସ୍ପଷ୍ଟ ଭାବେ ଅନୁମେୟ କରିହେବ ଯେ ଆଗକୁ ସ୍ଥିତି ସଂଗୀନ ହେବ । ବ୍ୟାପକ ବୃକ୍ଷ କାଟିବା ସାଙ୍ଗକୁ କଳକାରଖାନାର ବୃଦ୍ଧି, ଗ୍ରୀନ ହାଉସ୍‍ର ପ୍ରଭାବକୁ ବୃଦ୍ଧି କରିବା ସହ ପୃଥିବୀର
Read More...