୭ ଜିଲ୍ଲାରେ ପ୍ରତିଷ୍ଠା ହେବ ନୂତନ ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର
ଭୁବନେଶ୍ୱର : ରାଜ୍ୟର ୭ ଜିଲ୍ଲାର ୮ଟି ସହରାଞ୍ଚଳରେ ନୂତନ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲିବ । ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଯାଜପୁର, ମୟୂରଭଞ୍ଜ, ମାଲକାନଗରି, ବାଲେଶ୍ୱର, ସୁନ୍ଦରଗଡ଼, ଅନୁଗୁଳ ଓ କଟକ ଜିଲ୍ଲାର!-->…
Read More...
Read More...