Daily Archives

୭ ଜିଲ୍ଲାରେ ପ୍ରତିଷ୍ଠା ହେବ ନୂତନ ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର

ଭୁବନେଶ୍ୱର : ରାଜ୍ୟର ୭ ଜିଲ୍ଲାର ୮ଟି ସହରାଞ୍ଚଳରେ ନୂତନ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ଖୋଲିବ । ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଯାଜପୁର, ମୟୂରଭଞ୍ଜ, ମାଲକାନଗରି, ବାଲେଶ୍ୱର, ସୁନ୍ଦରଗଡ଼, ଅନୁଗୁଳ ଓ କଟକ ଜିଲ୍ଲାର…
Read More...

ଅଗ୍ନି ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ

ଜରାସିଂହା, (କେପିଏନ୍‌ଏସ୍‌) : ଜରାସିଂହା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ୟୁଥ ରେଡକ୍ରସ୍‌ ତରଫରୁ ଏକ ଅଗ୍ନି ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସଭାରେ ପ୍ରାଧ୍ୟାପକ ରଞ୍ଜନ କୁମାର ପାଣିଗ୍ରାହୀ ସ୍ୱାଗତ ଅଭିଭାଷଣ ଦେଇଥିବା ବେଳେ ୟୁଥ୍‌ ରେଡ୍‌କ୍ରସ କାଉନସେଲର…
Read More...

ବିଭିନ୍ନ ସମସ୍ୟା ନେଇ ବିଡ଼ିଓଙ୍କୁ ଦେଓଗାଁ ବ୍ଲକ ଲୋକ ଉନ୍ନତି ସଂଗଠନ ପକ୍ଷରୁ ଦାବୀପତ୍ର ପ୍ରଦାନ

ଦେଓଗାଁ, (କେପିଏନ୍‌ଏସ୍‌) : ଆଜି ଦେଓଗାଁ ବ୍ଲକ ଲୋକ ଉନ୍ନତି ସଂଗଠନର ସମ୍ପାଦକ ମିଥୁନ ସୁନା ଏବଂ ସଭ୍ୟସଭ୍ୟାମାନଙ୍କ ଉପସ୍ଥିତିରେ ସ୍ୱଚ୍ଛ ଗ୍ରାମ ଅଭିଯାନର ଦାବୀପତ୍ର ବିଡ଼ିଓ ସୁରେନ୍ଦ୍ର ମେହେରଙ୍କୁ ପ୍ରଦାନ କରାଯାଇଛି । ଉକ୍ତ ଦାବୀପତ୍ରରେ ୧୬ଟି ଗ୍ରାମ ପଂଚାୟତର ୯୬ଟି ଗ୍ରାମରେ ରାସ୍ତା…
Read More...

ବାମରାରେ ରେଳ ରୋକ୍‌

ବାମରା : ବାମରା ଷ୍ଟେସନ୍‌ରେ ଏକ୍ସପ୍ରେସ୍‌ ରହଣି ଦାବୀରେ ରେଳ ରୋକ୍‌ କରାଯାଇଥିବା ଖବର ମିଳିଛି । ସୂଚନା ଅନୁସାରେ ପୂର୍ବରୁ ରହୁଥିବା ଏକ୍ସପ୍ରେସ୍‌ ପୁନଃର୍ବାର ରହଣି ଦାବୀରେ ଆନ୍ଦୋଳନ କରାଯାଇଛି । ତେବେ ବାମରା ରେଳ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସକାଳ ୬ରୁ ଆନ୍ଦୋଳନ କରାଯାଇଥିବା…
Read More...

ଅପରାଧ ଉପରେ ଏବେ ବଲାଙ୍ଗିର ପୋଲିସର କଡା ନଜର

ବଲାଙ୍ଗିର, (କେପିଏନ୍‌ଏସ୍‌) : କିଛିଦିନ ହେଲା ଏକ୍ସନ ମୋଡରେ ରହିଛି ବଲାଙ୍ଗିର ପୋଲିସ । ଅପରାଧ ଉପରେ ଏବେ ବଲାଙ୍ଗିର ପୋଲିସର କଡା ନଜର ସହରରେ ଅପରାଧ ବଢି ବଢି ଯିବା ପରେ ଲୋକେ ଆତଙ୍କିତ ହୋଇ ପଡିଥିବା ବେଳେ ପୁଲିସ ଏକ୍ସନ ମୋଡ ଆପଣାଇ ଥିଲା । ତାୱଡ୍‌ତୋଡ୍‌ ଧର୍‌ପଗଡ୍‌ରେ ଅପରାଧୀମାନେ…
Read More...

ଅଗ୍ନିପଥ ଯୋଜନା ପାଇଁ ଅନଲାଇନ୍‌ ପଞ୍ଜିକରଣ

୧୬ ଫେବୃଆରୀ ୨୦୨୩ରୁ ୧୫ ମାର୍ଚ୍ଚ ୨୦୨୩ ପର୍ଯ୍ୟନ୍ତ ବଲାଙ୍ଗିର, (କେପିଏନ୍‌ଏସ୍‌) : ଅଗ୍ନିବୀର ଯୋଜନାରେ ନିଯୁକ୍ତି ନିମନ୍ତେ ଅନଲାଇନ୍‌ ପଞ୍ଜିକରଣ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ବିଜ୍ଞପ୍ତିରେ ଦିଆଯାଇଥିବା ବିଭିନ୍ନ ବୟସ ବର୍ଗର ଯୋଗ୍ୟ ଆଶାୟୀମାନେ ସାଧାରଣ ପ୍ରବେଶିକା ପରୀକ୍ଷାରେ…
Read More...

ମୁଖ୍ୟମନ୍ତ୍ରୀଙ୍କ ସୁଆଣ୍ଡୋ ଗସ୍ତ ପାଇଁ ସମୀକ୍ଷା ବୈଠକ

ପୁରୀ : ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମ ସ୍ଥାନ ସୁଆଣ୍ଡୋରେ ଚଳିତ ମାସ ୨୩ ତାରିଖରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ଵାରା ଅନୁଷ୍ଠିତ ହେବ । ପଟ୍ଟନାୟକିଆ ସ୍ଥିତ ସୂଚନା କେନ୍ଦ୍ର, ସୁଆଣ୍ଡୋ ଗ୍ରାମର ଲୋକେଶ୍ୱର ମନ୍ଦିର, ଗୋପବନ୍ଧୁଙ୍କ…
Read More...

ସୋଆ କୃଷି ମହାବିଦ୍ୟାଳୟ ପକ୍ଷରୁ ଛତୁ ଚାଷ ପ୍ରଶିକ୍ଷଣ ଶିବିର

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍‌ର ଏନ୍‌ଏସ୍‌ଏସ୍ ଶାଖା ପକ୍ଷରୁ ଚନ୍ଦକା ପଂଚାୟତ କୁଜିମହଲ ଠାରେ ଉନ୍ନତ ଭାରତ ଯୋଜନା ପରିପ୍ରେକ୍ଷୀରେ ଏକ ଛତୁ ଚାଷ ସମ୍ବନ୍ଧୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି ।…
Read More...

ଅଟୋରୁ ଗଞ୍ଜେଇ ଜବତ

ସାନଖେମୁଣ୍ଡି : ଦିଗପହଣ୍ଡି ଡେଙ୍ଗାଉସ୍ତା ମୁଖ୍ୟ ରାସ୍ତା ଜାତୀୟ ରାଜପଥ ୩୨୬ ଛଣମେରି ଆଦର୍ଶ ବିଦ୍ୟାଳୟ ନିକଟରେ ଏକ ଅଟୋରୁ ପାଟପୁର ପୋଲିସ ୧୩୬ କେଜି ଗଞ୍ଜେଇ ଜବତ କରିଥିବା ଜଣାପଡିଛି । ଏଥିସହ ଅଟୋ ଡ୍ରାଇଭର ସହ ଜଣେ ମହିଳାଙ୍କୁ ପୋଲିସ ଗିରଫ କରିଛି । ସୂଚନା ଅନୁସାରେ ଦିଗପହଣ୍ଡି…
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା, ୧ ମୃତ

ଘଟଗାଁ : କେନ୍ଦୁଝର ଜିଲ୍ଲା ଘଟଗାଁ ନିକଟସ୍ଥ ବାଲିଯୋଡି ଗାଁ ଛକରେ ଥିବା ହମ୍ପସ୍ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିବା ଜଣାପଡିଛି । ଏହି ଦୁର୍ଘଟଣାରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି । ସୂଚନାନୁଯାୟୀ, କେନ୍ଦୁଝର ଅଞ୍ଚଳର ମୁନା ଦାଶ ଆଜି ଭୋର ସମୟରେ ବୁଲେଟ୍‌ରେ…
Read More...