Daily Archives

ଗଞ୍ଜାମ ଜିଲ୍ଲାପାଳଙ୍କ ଦ୍ଵାରା ଜିଲ୍ଲାରେ ବିହନ ପରୀକ୍ଷାଗାର ଉଦ୍‌ଘାଟିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ରଙ୍ଗେଇଲୁଣ୍ଡାଠାରେ ଥିବା ଆଞ୍ଚଳିକ କୃଷି ତାଲିମ ସମ୍ପ୍ରସାରଣ ପ୍ରତିଷ୍ଠାନ ପରିସରରେ ଜିଲ୍ଲାର ବିହନ ପରୀକ୍ଷାଗାର ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ କରକମଳରେ ବୁଧବାର ଉଦ୍‌ଘାଟିତ ହୋଇଯାଇଛି । ଦକ୍ଷିଣାଞ୍ଚଳ ଜିଲ୍ଲା ସକାଶେ ଏହା ଖୁସି
Read More...

ଲକ୍ଷାଧିକ ଟଙ୍କାର ସୁନାଗହଣା ଚୋରି ଅଭିଯୋଗ

ଆନନ୍ଦପୁର : ଆନନ୍ଦପୁର ପୌରପରିଷଦ ଖପରାଖାଇ ଅଞ୍ଚଳର ଇନ୍ଦ୍ରମଣି ନନ୍ଦିଙ୍କ ଘରୁ ବୁଧବାର ବିଳମ୍ବିତ ରାତିରେ ଚୋରି ହୋଇଥିବା ନେଇ ଅଭିଯୋଗ ହୋଛି । ଘରେ କେହି ନ ଥିବାର ସୁଯୋଗ ନେଇ ଦୁର୍ବୃତ୍ତମାନେ ୧୦ ହଜାର ନଗଦ ଟଙ୍କା ସହ ୧୮ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଚୋରି କରି ନେଇଥିବା ଅଭିଯୋଗ
Read More...

ଛତିଶଗଡର ନୂତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ

ପାଟଣାଗଡ, (ସଦାଶିବ ସରାଫ) : ଛତିଶଗଡର ନୂତନ ରାଜ୍ୟପାଳ ଭାବେ ଆନ୍ଧ୍ରପ୍ରଦେଶର ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ ଓଡିଶାର ପୂର୍ବତନ ମନ୍ତ୍ରୀ ତଥା ପୂର୍ବତନ ରାଜ୍ୟ ବିଜେପି ସଭାପତି କନକବର୍ଦ୍ଧନ ସିଂଦେଓ ଯୋଗଦାନ କରି
Read More...

ନକ ଆଉଟ କ୍ରିକେଟ ଟୁର୍ଣ୍ଣାମେଣ୍ଟ : ଲଡୁଗାଁ ଦଳ ଚାମ୍ପିୟନ

କୋକସରା : କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଲଡୁଗାଁ ମିନି ଷ୍ଟାଡିୟମରେ ଲଡୁଗାଁ ନକ ଆଉଟ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍‌ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଉଦ୍‌ଯାପନୀ ଫାଇନାଲ ଖେଳରେ ମୁଖ୍ୟ ଅତିଥି ଭାବେ କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲ ଯୋଗଦେଇ
Read More...

ଉତ୍କଳମଣିଙ୍କ ଜନ୍ମପୀଠର କାୟାକଳ୍ପ

୧୫ ଫୁଟ ଉଚ୍ଚ ଗୋପବନ୍ଧୁଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତୀ, ଶିବ ମନ୍ଦିର, ସଂଗ୍ରାହାଳୟ, ଶିଶୁ ପାର୍କ, ପରିକ୍ରମା ରାସ୍ତା, ସୂଚନା କେନ୍ଦ୍ରସୁଆଣ୍ଡୋରୁ ଆରମ୍ଭ ହେଲା ମହାପୁରୁଷଙ୍କ ଜନ୍ମପୀଠର ବିକାଶ କାର୍ଯ୍ୟକ୍ରମ, ୫-ଟି ଉପକ୍ରମରେ ରାଜ୍ୟର ସବୁ ବରପୁତ୍ରଙ୍କ ଜନ୍ମପୀଠର ରୂପାନ୍ତର
Read More...

ଛଉ ନୃତ୍ୟ ଗୁରୁ ତ୍ରିଲୋଚନ ମହାନ୍ତଙ୍କୁ ‘ସଙ୍ଗୀତ ନାଟକ ଏକାଡେମୀ ସମ୍ମାନ’

ବାରିପଦା : ସାଂସ୍କୃତିକ କ୍ଷେତ୍ରକୁ ଅତୁଳନୀୟ ଅବଦାନ ପାଇଁ ପ୍ରଦାନ କରାଯାଉଥିବା ଦେଶର ସବୁଠାରୁ ସମ୍ମାନଜନକ 'ସଙ୍ଗୀତ ନାଟକ ଏକାଡେମୀ ସମ୍ମାନ'ରେ ଭୂଷିତ ହେଲେ ମୟୂରଭଞ୍ଜ ବିଶିଷ୍ଟ ଛଉ ନୃତ୍ୟ ଗୁରୁ ତ୍ରିଲୋଚନ ମହାନ୍ତ । ଗୁରୁବାର ନୂଆଦିଲ୍ଲୀଠାରେ ଆୟୋଜିତ ଏକ ସ୍ଵତନ୍ତ୍ର ଉତ୍ସବରେ ଭାରତର
Read More...

ଭାରସାମ୍ୟ ହରାଇ ଓଲଟିଲା ଗାଡି

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ପାଟଣାଗଡ଼ ମୁଖ୍ୟ ରାସ୍ତା ସ୍ଥିତ ପଥରଚେପା ହନୁମାନ ମନ୍ଦିର ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଥିବା ଜଣାପଡିଛି । ମାଲ ନେଇ ଯାଉଥିବା ଗାଡ଼ି ସମ୍ମୁଖରେ ଗାଈଟିଏ ଆସିବାରୁ ଗାଡ଼ିଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିବା ଜଣାପଡିଛି । ସୂଚନା ଅନୁସାରେ
Read More...

ବରଯାତ୍ରୀରେ ନାଚୁଥିବା ବେଳେ ଠେଲାପେଲାରେ ଜଣେ ଗୁରୁତର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଘାଟତରଭା ଗାଁଠାରେ ଗତ ରାତ୍ରିରେ ବରଯାତ୍ରୀରେ ନାଚୁଥିବା ବେଳେ ଠେଲାପେଲାରେ ଜଣେ ଗୁରୁତର ହୋଇ ବଲାଙ୍ଗିର ମେଡ଼ିକାଲରେ ଭର୍ତ୍ତି ହୋଇଥିବା ଜଣାପଡିଛି । ବ୍ୟକ୍ତି ଜଣକ ରମାକାନ୍ତ ନାଏକ(୨୯) ବୋଲି ଜଣାପଡିଛି । ସୂଚନା ଅନୁସାରେ ରମାକାନ୍ତ ବଲାଙ୍ଗିର ନିକଟସ୍ଥ
Read More...

ସାଲେପଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସ୍ୱର୍ଣ୍ଣ ଜୟନ୍ତୀ ପାଳିତ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ମାନ୍ଦଲା କ୍ଳଷ୍ଟର ଅଧିନସ୍ଥ ସାଲେପଡା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପଚାଶ ବର୍ଷ ପୂର୍ତ୍ତି ଅବସରରେ ୨୨ ଓ ୨୩ ତାରିଖ ଦୁଇଦିନ ଧରି ବହୁ ଆଡମ୍ବରରେ ସୁବର୍ଣ୍ଣ ଜୟନ୍ତୀ ପାଳିତ ହୋଇଯାଇଛି । ପ୍ରଥମ ଦିନରେ
Read More...

ଭାରସାମ୍ୟ ହରାଇ କାର୍‌ ଦୁର୍ଘଟଣାଗ୍ରସ୍ତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପୁଇଁତଲା ଥାନା ଅର୍ନ୍ତଗତ ଫାସଡ ନିକଟରେ ଏକ କାର୍‌ ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପହିଛି । ଏଥିରେ ଜଣେ ଗୁରୁତର ଆହତ ହୋଇଥିବା ବେଳେ ତିନି ଜଣ ସାମାନ୍ୟ ଆହତ ହୋଇଛନ୍ତି । ଗୁରୁତର ଜଣକ ତ୍ରିଲୋଚନ
Read More...