Daily Archives

ସଡ଼କ ଦୁର୍ଘଟଣାକୁ ନେଇ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଯାଜପୁର ଜିଲ୍ଲା ନେଉଳପୁରଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ହୋଇଯାଇଛି । ମୃତକମାନେ ପଶ୍ଚିମବଙ୍ଗର ହୋଇଥିବା ସୂଚନା ମିଳିଛି । ଦୁର୍ଘଟଣାକୁ ନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ…
Read More...

ଆତଙ୍କୀ ଟ୍ରେନିଂ ପାଇଁ ପାକିସ୍ତାନ ଯାଉଥିଲେ ୨ ଭାରତୀୟ ଯୁବକ : ଗିରଫ କଲା ଦିଲ୍ଲୀ ପୋଲିସ୍

ନୂଆଦିଲ୍ଲୀ : ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍ ୨ ଜଣ କଟ୍ଟରପନ୍ଥି ଯୁବକଙ୍କୁ ଗିରଫ କରିଛି । ପୋଲିସ ସୂତ୍ର ଅନୁସାରେ ଆତଙ୍କି ଟ୍ରେନିଂ ପାଇଁ ପାକିସ୍ତାନ ଯାଉଥିବା ୨ ଜଣ ଲୋକଙ୍କୁ ଗିରଫ କରାଯାଇଛି । ଏମାନଙ୍କ ଭିତରେ ଜଣେ ଦକ୍ଷିଣ ଭାରତର କାଲିଆକୁଲ୍ଲା (ତାମିଲନାଡୁ)ର ହୋଇଥିବା ବେଳେ ଅନ୍ୟ…
Read More...

ମା’ ମୋଟ୍ରାଣୀ ନକ ଆଉଟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ

କୋକସରା : କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ମୋଟେର ମଣ୍ଡି ପଡିଆଠାରେ ମା' ମୋଟ୍ରାଣୀ କ୍ରିକେଟ କ୍ଲବ ଆନୁକୂଲ୍ୟରେ ଶନିବାର ମା' ମୋଟ୍ରାଣୀ ନକ ଆଉଟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ବରିଷ୍ଠ ଶିକ୍ଷକ ରାମନାରାୟଣ ପୁଝାରୀ ଯୋଗଦେଇ ଟୁର୍ଣ୍ଣାମେଣ୍ଟକୁ…
Read More...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ୭ ମୃତ

ଯାଜପୁର : ଯାଜପୁର ଜିଲ୍ଲା ୧୬ ନଂ ଜାତୀୟ ରାଜପଥ ଚଣ୍ଡିଖୋଲ ନେଉଳପୁର ନିକଟ ସେଣ୍ଟ୍ରାଲ ବ୍ୟାଙ୍କ ସମ୍ମୁଖରେ ଶନିବାର ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବା ଜଣାପଡିଛି । ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଏକ ଦୁର୍ଘଟଣାଗ୍ରସ୍ତ ଟ୍ରକ୍‌କୁ ଏକ ଆଇଚର ପିଟିବାରୁ ୭ ଜଣଙ୍କ ମୃତ୍ୟୁ…
Read More...

ଡକାୟତି ଯୋଜନା ପଣ୍ଡ, ୫ ଗିରଫ

ଢେଙ୍କାନାଳ : ଡକାୟତି କରିବା ପାଇଁ ଯୋଜନା କରୁଥିବା ବେଳେ ଢେଙ୍କାନାଳ ଜିଲ୍ଲ କାମାକ୍ଷାନଗର ପୋଲିସ ହାତରେ ଧରାପଡ଼ିଛି ଏକ ୫ଜ ଣିଆ ଗ୍ୟାଙ୍ଗ୍‌ । ସେମାନେ ହେଲେ କାମାକ୍ଷାନଗର ଥାନା ଗୋରାଡ଼ିଆ ଗ୍ରାମର ରଜନ୍ତୀକାନ୍ତ ମଲ୍ଲିକ (୩୦), ବାଦଲ ମଲ୍ଲିକ ଓରଫ ବାଇନ (୨୪), ନୀଳକଣ୍ଠ ମଲ୍ଲିକ ଓରଫ…
Read More...

୩ ଗାଡ଼ି ଧକ୍କା : ୧୩ ମୃତ, ୨୦ ଆହତ

ଇସଲାମାବାଦ : ପାକିସ୍ତାନର ପଞ୍ଜାବ ପ୍ରଦେଶର ମୁଲତାନ-ସୁକୁର ମୋଟରୱେରେ ତିନି ଗାଡି ଧକ୍କାରେ ୧୩ ଜଣଙ୍କର ମୃତ୍ୟୁ ଘଟିଛି । ଏହି ଦୁର୍ଘଟଣାରେ ୨୦ ଜଣ ଆହତ ହୋଇଥିବା ଖବର ମିଳିଛି । ଶନିବାର ଉଦ୍ଧାର ଅଧିକାରୀ ଏହି ସୂଚନା ଦେଇଛନ୍ତି । ଅଧିକାରୀ କହିଛନ୍ତି ଯେ ଶୁକ୍ରବାର ରାତିରେ ରହୀମ ୟାର…
Read More...

ମନ୍ତ୍ରୀ ଟୁକୁନି ସାହୁଙ୍କ ଅଚାନକ ବାଲିମେଳା ଗସ୍ତ

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା ବାଲିମେଳା ପୋଟେରୁ ଜଳସେଚନ ପ୍ରକଳ୍ପର ସୋଲୁକୋଣ୍ଡା ବ୍ୟାରେଜ ଓ ମେଗା ଲିଫ୍ଟକୁ ଅଚାନକ ଗସ୍ତ କରିଛନ୍ତି ଜଳସମ୍ପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ । ଶନିବାର ପୋଟେରୁ ଜଳସେଚନର ସୋଲକୋଣ୍ଡା ବ୍ୟାରେଜକୁ ଯାଇ ସେଠାରେ ଥିବା ଦୁଇଟି କେନାଲ…
Read More...

ବିଦ୍ୟୁତ୍ ଆଘାତରେ ଟ୍ରକ୍ ହେଲ୍ପର ସମେତ ଶ୍ରମିକ ଗୁରୁତର

ସୋର : ବିଦ୍ୟୁତ୍ ଆଘାତରେ ଜଣେ ଟ୍ରକ ହେଲ୍ପର ସମେତ ଜଣେ ଶ୍ରମିକ ଗୁରୁତର ହୋଇଥିବା ସୂଚନା ମିଳିଛି । ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାହାନଗା ବ୍ଲକ ନିକଟରେ ଥିବା ଏକ ରଡ଼ ସିମେଣ୍ଟ ଦୋକାନରେ ରଡ଼ ଓହ୍ଲାଯାଉଥିବା ବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ଏମାନେ ଆହତ ହୋଇଥିବା ଜଣାପଡ଼ିଛି ।…
Read More...

ଆର୍‌ଆଇଏଚ୍‌ଏସ୍‌ରେ ମେଗା ରକ୍ତଦାନ ଶିବିର

ଭୋଗରାଇ : ବାଲେଶ୍ଵର ଜିଲ୍ଲାର ଅନ୍ୟତମ ଅଗ୍ରଣୀ ମହାବିଦ୍ୟାଳୟ ଭାବେ ପରିଚିତ ଭୋଗରାଇ ଗ୍ରାମ୍ୟ ଉଚ୍ଚଶିକ୍ଷା ପ୍ରତିଷ୍ଠାନ (ଆର୍‌ଆଇଏଚ୍‌ଏସ୍‌) । ଏହି ପ୍ରତିଷ୍ଠାନରେ ଏକ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା(ଏନ୍ଏସଏସ), ଭାରତ ସ୍କାଉଟ୍ସ ଏଣ୍ଡ…
Read More...

ତୁର୍କୀରେ ପୁଣି ଭୂମିକମ୍ପ

ଆଙ୍କାରା : ଶନିବାର ତୁର୍କୀରେ ପୁଣି ଥରେ ପ୍ରବଳ ଭୂମିକମ୍ପ ଅନୁଭୂତ ହୋଇଛି । କେନ୍ଦ୍ରୀୟ ତୁର୍କୀ ଅଞ୍ଚଳରେ ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୫ ରହିଛି । ଏନେଇ ୟୁରୋପୀୟ-ଭୂମଧ୍ୟସାଗରୀୟ ଭୂମିକମ୍ପ କେନ୍ଦ୍ର ଏହି ସୂଚନା ଦେଇଛି ।
Read More...