Daily Archives

ମାହେଶ୍ୱରୀ ସଂଗଠନ ପକ୍ଷରୁ ରକ୍ତଦାନ ଶିବିର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିରର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ମାହେଶ୍ୱରୀ ସଂଗଠନର ଷଷ୍ଠ ବର୍ଷ ପୁର୍ତ୍ତି ଅବସରରେ ସ୍ଥାନୀୟ ଯାଦବ ଭବନଠାରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ପବନ କୁମାର ତିୱାରୀ ୧୮୯ ବାଟାଲିୟନ ସିଆରପିଏଫ୍‌ କମାଣ୍ଡେଣ୍ଟ ବଲାଙ୍ଗିର,
Read More...

ବଲାଙ୍ଗିର ଯୁବ କୁଲୁତା ସମାଜର ନୂତନ କର୍ମକର୍ତ୍ତା ଚୟନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସ୍ଥାନୀୟ ଭୀମଡୁଙ୍ଗୁରିଠାରେ ବଲାଙ୍ଗିର ଜିଲ୍ଲା ଯୁବ କୁଲୁତା ସମାଜର ସାଧାରଣ ସଭା ଯୁବ ସଭାପତି ଅସୀମ କୁମାର ଭୋଇଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ନୂତନ କର୍ମକର୍ତ୍ତା ଚୟନ ଅନୁଷ୍ଠିତ ହୋଇଥିଲା । ଅମିତ ବାରିକ ବାର୍ଷିକ ବିବରଣୀ ପଠନ
Read More...

ମାର୍ଚ୍ଚ ୧ରୁ ବଲାଙ୍ଗିର ଜିଲ୍ଲାସ୍ତରୀୟ ଜିଆରସି ଶିକ୍ଷା ଓ ତାଲିମ ଶିବିର-୨୦୨୩

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାସ୍ତରୀୟ ଜୁନିୟର ରେଡକ୍ରସ୍‌ (ଜିଆରସି) ଶିକ୍ଷା ଓ ତାଲିମ ଶିବିର-୨୦୨୩ ଆଗାମୀ ମାର୍ଚ୍ଚ ୧ରୁ ୩ ତାରିଖ ପର୍ଯ୍ୟନ୍ତ ସଇଁନ୍ତଲା ବ୍ଲକ ଅନ୍ତର୍ଗତ ବିଜୟାନନ୍ଦ ହାଇସ୍କୁଲ ବେଲଗାଁଠାରେ ଅନୁଷ୍ଠିତ ହେବ । ଏହି ଶିବିରରେ ଜିଲ୍ଲାର ବିଭିନ୍ନ ଉଚ୍ଚ
Read More...

ସଂସ୍କୃତ ପରିଷଦ ବଲାଙ୍ଗିରର ମାସିକ ଅଧିବେଶନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଂସ୍କୃତ ପରିଷଦର ମାସିକ ଅଧିବେଶନ ଗୋପାଳଜୀ ମନ୍ଦିର ପ୍ରାଙ୍ଗଣରେ ନାମଯଜ୍ଞ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ସଭାପତି ମଙ୍ଗଳାଚରଣ ପାଠ ପରେ ଗତ ଅଧିବେଶନର ବିବରଣୀ ପାଠ କରିଥିଲେ । ମୁଖ୍ୟବକ୍ତା ସତ୍ୟବନ୍ତ ବେଦବାକ ଭାଗବତ ଗୀତାର
Read More...

ଚଳିତ ଶିକ୍ଷାବର୍ଷର ଦୀକ୍ଷାନ୍ତ ସମାରୋହ ଅନୁଷ୍ଠିତ

ଲୋଇସିଂହା, (କେପିଏନ୍‌ଏସ୍‌) : ଚଳିତ ଶିକ୍ଷା ବର୍ଷର ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଦୀକ୍ଷାନ୍ତ ସମାରୋହ ଅନୁଷ୍ଠିତ ହୋଇଯାଇଛି । ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଲୋଇସିଂହାର, ଚଳିତ ଶିକ୍ଷାବର୍ଷର ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଦୀକ୍ଷାନ୍ତ ଉତ୍ସବ ତଥା ସତ୍ୟନାରାୟଣ ପୂଜା ଅନୁଷ୍ଠିତ
Read More...

ବନଭାରତୀ ଫାଉଣ୍ଡେସନ ଦ୍ଵାରା ବାଇକ୍ ଆମ୍ବୁଲାନ୍ସ ସେବା ଉଦ୍‌ଘାଟିତ

ଭୋଗରାଇ, (ଶିବନାରାୟଣ ପାତ୍ର) : ବାଲେଶ୍ଵର ଜିଲ୍ଲା ଭୋଗରାଇ ବ୍ଲକ ଅନ୍ତର୍ଗତ ଆରୁହାବୃତ୍ତି ନଂ-୧ ପଞ୍ଚାୟତର ଆରୁହାବୃତ୍ତି ଗ୍ରାମରେ ପ୍ରଥମ କରି ବନଭାରତୀ ଫାଉଣ୍ଡେସନ ତରଫରୁ ବାଇକ୍ ଆମ୍ବୁଲାନ୍ସ ସେବା ସର୍ମପିତ ହୋଇଯାଇଛି । ସାମଲ ପରିବାର ତରଫରୁ ରବୀନ୍ଦ୍ର, ଖଗେନ୍ଦ୍ର, ନଗେନ୍ଦ୍ର ଓ
Read More...

ଘର ହିଁ ବିଦ୍ୟାଳୟର ଦ୍ୱିତୀୟ ପର୍ଯ୍ୟାୟ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଶିଶୁ ବାଟିକା ବିଭାଗର ଆସନ୍ତା ଶିକ୍ଷା ବର୍ଷ ପାଇଁ ନାମ ଲେଖାଇବା ପାଇଁ ଇଛୁକ ଶିଶୁଙ୍କ ପିତା ମାତାଙ୍କୁ ନେଇ ଘର ହିଁ ବିଦ୍ୟାଳୟ ପ୍ରକଳ୍ପର ଦ୍ୱିତୀୟ ପର୍ଯ୍ୟାୟ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଡ.
Read More...

ପାଟଣାଗଡ଼ ଅଞ୍ଚଳରେ ଚାଞ୍ଚଲ୍ୟ : ନାବାଳିକା ଝିଅକୁ ବଧୂ ବେଶରେ ସଜାଇ ବିକୁଥିଲା ସାବତ ବାପା, ଥାନାରେ ୪ ଅଟକ

ପାଟଣାଗଡ଼, (ସଦାଶିବ ସରାଫ୍‌) : ଅର୍ଥ ଲୋଭରେ ନାବାଳିକା ଝିଅକୁ ସାବତ ବାପା ରାଜସ୍ଥାନ ଚାଲାଣ କରୁଥିଲା । ଜଣେ ମହିଳା ମଧ୍ୟସ୍ଥିଙ୍କ ଜରିଆରେ ଝିଅକୁ ଚାଲାଣ ପାଇଁ ୫୦ ହଜାର ଟଙ୍କା ଅଗ୍ରୀମ ନେଇଥିଲା । ଝିଅକୁ ବଧୂବେଶରେ ସଜାଇ କଣ୍ଟାବାଞ୍ଜି ରେଳଷ୍ଟେସନରେ ପହଞ୍ଚି ଥିଲା । କୌଣସି ସୂତ୍ରରୁ
Read More...

ଆସନ୍ତା ୩ରେ ରାଉରକେଲା ଦିବସ

ରାଉରକେଲା, (ସସ୍ମିତା ପ୍ରଧାନ) : ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ମାର୍ଚ୍ଚ ୩ ତାରିଖ ଦିନ ସଂଧ୍ୟା ବେଳେ ସେକ୍ଟର ୧୭ ପଡିଆଠାରେ ଅଷ୍ଟମ ରାଉରକେଲା ଦିବସ ପାଳନ କରାଯିବ ବୋଲି ଜଣାପଡ଼ିଛି । ଏନେଇ ସେକ୍ଟର ୪ ସ୍ଥିତ ପୂର୍ତ୍ତ ବିଭାଗର ଡାକବଙ୍ଗଳାଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ
Read More...

ଲୁହାରପାଲିରେ ସର୍ବ ଭାରତୀୟ ବିଂଝାଲ ସମାଜର ବ୍ଲକସ୍ତରୀୟ ବାର୍ଷିକ ସଭା ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ବ୍ଲକ ଲୁହାରପାଲିଠାରେ ସର୍ବ ଭାରତୀୟ ବିଂଝାଲ ସମାଜର ବ୍ଲକସ୍ତରୀୟ ବାର୍ଷିକ ସଭା ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ ବାର୍ଷିକ ସଭା ଅନୁଷ୍ଠିତ ହେବା ପୂର୍ବରୁ ଅତିଥିମାନଙ୍କୁ ଗାଁ ମୁଣ୍ଡର ବିଂଝାଲ ସମାଜର ଶତାଧିକ ମହିଳା ପୁରୁଷ ଏକ
Read More...