Daily Archives

ଚୋରି କଲା ବେଳେ ଧରା ପଡ଼ି ନିର୍ଦ୍ଧୁମ ଛେଚା ଖାଇଲେ ୨ ଚୋର

ସୋର : ଦୋକାନରେ ପଶି ଚୋରି କଲା ବେଳେ ଧରାପଡି ସ୍ଥାନୀୟ ଲୋକଙ୍କ ଠାରୁ ନିର୍ଦ୍ଧୁମ ଛେଚା ଖାଇଲେ ୨ ଚୋର । ବାଲେଶ୍ଵର ଜିଲ୍ଲା ସୋର କୁପାରୀ ରାସ୍ତା ନଦୀ ଗାଁ ଛକରେ ଏଭଳି ଘଟଣା ଘଟିଥିବା ଜଣାପଡିଛି । ସୂଚନା ଅନୁଯାୟୀ, ସୋର କୁପାରୀ ରାସ୍ତା ନଦୀ ଗାଁ ଛକରେ ଶିବ ପ୍ରସାଦ ସାହୁ ପାନ ଦୋକାନ
Read More...

ଫେବୃଆରୀ ଶେଷ ସୁଦ୍ଧା ତାପମାତ୍ରା ଆହୁରି ବଢ଼ିବ : ୩ରେ ଭୁବନେଶ୍ୱରରେ ୪୨ ଛୁଇଁପାରେ

ଭୁବନେଶ୍ୱର : ଫେବୃଆରୀ ଶେଷ ସୁଦ୍ଧା ଅର୍ଥାତ୍‌ ୨୮ ତାରିଖରୁ ତାତି ବଢ଼ିଯିବ । ମାର୍ଚ୍ଚ ୨ ଓ ୩ ତାରିଖ ସୁଦ୍ଧା ଆଭ୍ୟନ୍ତର ଓଡ଼ିଶାରେ ତାପମାତ୍ରା ୪୦ଡିଗ୍ରୀ ପାର୍‌ କରିବ । ୩ ତାରିଖରେ ରାଜଧାନୀ ତାପମାତ୍ରା ୪୨ଡିଗ୍ରୀ ଛୁଇଁପାରେ । ଆଗକୁ ପ୍ରଚଣ୍ଡ ତାତି ଆଶଙ୍କାକୁ ନେଇ ଏଭଳି ସତର୍କ
Read More...

ବିମାନ ବନ୍ଦର ଭିତରୁ ଉଦ୍ଧାର ହେଲା ନାଗସାପ

ଭୁବନେଶ୍ୱର : ବିଜୁ ପଟ୍ଟନାୟକ ବିମାନ ବନ୍ଦର ଭିତରୁ ଉଦ୍ଧାର ହେଲା ୪ ଫୁଟ୍‌ ଲମ୍ବର ନାଗସାପ । ଏହି ସାପଟି ବିମାନବନ୍ଦର ପରିସରରେ ପୁରୁଣା ଆପ୍ରନରୁ ବାହରି ନବ ନିର୍ମିତ ଆପ୍ରନରେ ପହଞ୍ଚି ଗୋଟିଏ ସ୍ଥାନରେ ସ୍ଥିର ହୋଇ ଶୋଇ ରହିଥିଲା । ସିଆଇଏସ୍‌ଏଫ୍ ଯବାନମାନେ ନାଗସାପଟିକୁ ଘେରି ରହିଥିଲେ ।
Read More...

ଆଇଚର୍ ଟ୍ରକ୍ ସହ ପିକଅପ୍ ଭ୍ୟାନ୍ ଧକ୍କା : ୧ ମୃତ, ୬ ଗୁରୁତର

ଟାଙ୍ଗୀ : ଚାନ୍ଦପୁର ଥାନା ୧୬ନଂ ଜାତୀୟ ରାଜପଥ ଗୌରଚନ୍ଦ୍ରପୁର ଛକଠାରେ ଆଇଚର୍ ଟ୍ରକ୍ ସହ ପିକଅପ୍ ଭ୍ୟାନ୍ ଧକ୍କା ହୋଇଥିବା ଜଣାପଡିଛି । ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଗୁରୁତର ହୋଇଛନ୍ତି । ସୂଚନାନୁଯାୟୀ, ଆଜି ସକାଳୁ ଚାନ୍ଦପୁର ଥାନା ୧୬ନଂ ଜାତୀୟ ରାଜପଥ
Read More...

ସରକାରୀ ସ୍କୁଲ ପିଲାଙ୍କୁ ମାଗଣାରେ ମିଳିବ ଡାଇରୀ, ନୋଟ୍‌ ବୁକ୍‌

ଭୁବନେଶ୍ୱର : ସ୍କୁଲ ପିଲାଙ୍କ ପାଠପଢା ପାଇଁ ସରକାର ସବୁ ପ୍ରକାର ସୁବିଧା ଯୋଗାଇ ଦେବେ । ଏଣିକି ସରକାରୀ ସ୍କୁଲରେ ପଢୁଥିବା ପିଲାଙ୍କୁ ଷ୍ଟୁଡେଣ୍ଟ ଡାଏରୀ ସହିତ ନୋଟ୍‌ ବୁକ୍‌ ମଧ୍ୟ ମିଳିବ ବୋଲି ଶନିବାର ଗଣ ଶିକ୍ଷାମନ୍ତ୍ରୀ ସମୀର ଦାସ ଶନିବାର ସୂଚନା ଦେଇଛନ୍ତି । ପ୍ରଥମ ପର୍ଯ୍ୟାୟରେ
Read More...

ହୁଗୁଳି ନଦୀରେ ବୁଡ଼ିଲା ବାଂଲାଦେଶ ମାଲବାହୀ ଜାହାଜ

କୋଲକାତା : ଫ୍ଲାଏ ଆଶ୍‌ ନେଇ ସ୍ୱଦେଶ ଫେରୁଥିବା ବାଂଲାଦେଶର ମାଲ ପରିବହନକାରୀ ଜାହାଜ ଅନ୍ୟ ଏକ ଜାହାଜ ସହିତ ମୁହାଁମୁହିଁ ହେବା ପରେ ହୁଗୁଳି ନଦୀରେ ବୁଡ଼ି ଯାଇଛି । ଶନିବାର ଆଭ୍ୟନ୍ତରୀଣ ଜଳପଥ ପ୍ରାଧିକରଣର ଜଣେ ଅଧିକାରୀ ଏହି ସୂଚନା ପ୍ରଦାନ କରିଛନ୍ତି । କୋଲକାତା ଠାରୁ ପ୍ରାୟ ୬୦
Read More...

ଥରିଲା ଆଫଗାନିସ୍ତାନ

ଆଫଗାନିସ୍ତାନ : ଆଫଗାନିସ୍ତାନର ଫୈଜାବାଦରେ ଭୂକମ୍ପ ଅନୁଭୁତ ହୋଇଛି । ରାଷ୍ଟ୍ରୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର(ଏନସିଏସ) ଅନୁଯାୟୀ, ରବିବାର ଭୋର ପ୍ରାୟ ୨ଟା ୧୫ରେ ଆଫଗାନିସ୍ତାନର ଫୈଜାବାଦରୁ ୨୭୩ କିଲୋମିଟର ପୂର୍ବରେ ୪.୩ ତୀବ୍ରତାର ଏକ ଭୂକମ୍ପ ହୋଇଛି । ଏନ୍‌ସିଏସ ଟୁଇଟ କରିଛି ଯେ,
Read More...

ମହାରାଷ୍ଟ୍ର ସୁଗାର ମିଲରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ : ମହାରାଷ୍ଟ୍ରର ଅହମଦନଗରରେ ଏକ ସୁଗାର ମିଲରେ ଶନିବାର ବଏଲର ଫାଟି ଯିବାରୁ ଏକ ବଡ ଦୁର୍ଘଟଣା ଘଟିଛି । କୁହାଯାଉଛି ଯେ, ନିଆଁ ଲାଗିବାରୁ ୪ଟି ଟାଙ୍କି ଫାଟି ଯାଇଛି । ସନ୍ଧ୍ୟା ପ୍ରାୟ ୭ଟାରେ ଏହି ଘଟଣା ଘଟିଥିବା ବେଳେ ରାତି ୧୨ଟା ପର୍ଯ୍ୟନ୍ତ ନିଆଁକୁ ଆୟତ୍ତ କରାଯାଇ ପାରି ନଥିଲା
Read More...

ପପୁଆ ନ୍ୟୁ ଗିନିରେ ଭୂକମ୍ପ ଅନୁଭୂତ

ପୋର୍ଟ ମୋରେସ୍ୱି : ପପୁଆ ନ୍ୟୁ ଗିନିର ବ୍ରିଟେନ ଅଞ୍ଚଳରେ ରବିବାର ଏକ ଭୂକମ୍ପ ଅନୁଭୁତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ରହିଥିଲା ୬.୫ । ୟୁଏସ ଜିଓଲଜିକାଲ ସର୍ଭେ(ୟୁଏସଜିଏସ) ଏହି ସୂଚନା ଦେଇଛି । ୟୁଏସଜିଏସର ସୂଚନା ଅନୁଯାୟୀ, ଭୂକମ୍ପର କେନ୍ଦ୍ର ୬୫ କିଲୋମିଟର ଗଭିରତାରେ ଥିଲା
Read More...

ଆମେରିକାର ନେବାଦାରେ ମେଡିକାଲ ଫ୍ଲାଇଟ କ୍ରାସ

ରେନୋ : ଆମେରିକାର ନେବାଦାରେ ଥିବା ଏକ ପାହାଡିଆ ଅଞ୍ଚଳରେ ଏକ ବିମାନ ଦୁର୍ଘଟଣାରେ ରୋଗୀ ସମେତ ଏକ ମେଡିକାଲ ଟ୍ରାନ୍ସପୋର୍ଟ ଫ୍ଲାଇଟରେ ଥିବା ସମସ୍ତ ୫ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ଲୌନ କାଉଂଟି ଶେରିଫର କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ଯେ, ଅଧିକାରୀଙ୍କ ଷ୍ଟେଜକୋଚ, ନେବାଦା
Read More...