Monthly Archives

February 2023

ଲୋକପ୍ରିୟ ଶିଶୁ ପତ୍ରିକା ଶିଶୁଲେଖାକୁ ରାଜ୍ୟର ସବୁ ବିଦ୍ୟାଳୟରେ ପହଞ୍ଚାଇବାକୁ ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି…

ପ୍ରଥମ ପର୍ଯ୍ୟାୟରେ କେରାପୁଟ, କଳାହାଣ୍ଡି ଓ ବଲାଙ୍ଗିର ଜିଲ୍ଲାର ୪୨ଟି ବ୍ଳକକୁ ଶିଶୁଲେଖା ପ୍ରେରଣ ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଲୋକପ୍ରିୟ ଶିଶୁ ପତିକ୍ରା ଶିଶୁଲେଖାକୁ ସବୁ ବିଦ୍ୟାଳୟରେ ଚାତ୍ରଛାତ୍ରୀଙ୍କ ନିକଟରେ ପହଁଞ୍ଚାଇବାକୁ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ
Read More...

ଆଜି ଗଜଉଦ୍ଧାରଣ ବେଶରେ ଦର୍ଶନ ଦେବେ ଶ୍ରୀଜିଉ

ପୁରୀ : ଆଜି ପବିତ୍ର ମାଘ ପୂର୍ଣ୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଗଜଉଦ୍ଧାରଣ ବେଶ ଅନୁଷ୍ଠିତ ହେବ । ଏହି ବେଶରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଚତୁର୍ଭୁଜ ବେଶରେ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରି ଗରୁଡ଼ ଉପରେ ବସିବା ଭଙ୍ଗୀରେ ଥାଇ ଲକ୍ଷ୍ମୀ ପ୍ରତିମାଙ୍କୁ କୋଳରେ ଧାରଣ
Read More...

ସଡ଼କ ଦୁର୍ଘଟଣାରେ ୮ ବାଟାଲିୟନର ରୋଷେୟା ଓ ସିପାହୀଙ୍କ ମୃତ୍ୟୁ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଥାନା ଅନ୍ତର୍ଗତ ଅଗସ୍ତି ନୂଆଁଗାଁ ଛକ ନିକଟସ୍ଥ ୧୬ ନମ୍ବର ରାଜପଥରେ ଏକ ସଡ଼କ ଦୁର୍ଘଟଣାରେ ଛତ୍ରପୁର ଓଏସଏପି ୮ ବାଟାଲିୟନର ସିପାହୀ ବିଷ୍ଣୁ ବେହେରାଙ୍କ ମୃତ୍ୟୁ ଘଟିଥିବା ବେଳେ ୮ ବାଟାଲିୟନର ରୋଷେୟା ବସନ୍ତ ନାୟକ ଛତ୍ରପୁର ସହର ଡିଆରଡିଏ ଛକ
Read More...

ଭତ୍ତା ମିଳିବାରେ ଅନିୟମିତତା ଅଭିଯୋଗ

ତୁରେକେଲା, (କୈଳାସ ସଗ୍ରିଆ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ବଡବାଙ୍କି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଜାମକି ଗାଁରେ ଭତ୍ତା ମିଳିବାରେ ଅନିୟମିତତା ହେଉଥିବା ଅଭିଯୋଗ ହୋଇଛି । ଅଭିଯୋଗକାରୀଙ୍କ କହିବା ଅନୁସାରେ ତାଙ୍କୁ ମିଳୁଥିବା ଭତ୍ତା କାହାର ଚାରିମାସ, କାହାର ସାତ ମାସ ତ' କାହାର ଏକ
Read More...

ବିଧାୟକ ସରୋଜଙ୍କ ମହାନତା : ଦୁର୍ଘଟଣାଗ୍ରସ୍ତ ଆହତଙ୍କୁ ଡାକ୍ତରଖାନାରେ କଲେ ଭର୍ତ୍ତି

ପାଟଣାଗଡ, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ପାଟଣାଗଡ ନିର୍ବାଚନ ମଂଡଳୀର ବିଧାୟକ ତଥା ସରାକାରୀ ଦଳ ଉପମୁଖ୍ୟସଚେତକ ସରୋଜ କୁମାର ମେହେର ସାରା ପଶ୍ଚିମ ଓଡିଶାରେ ନିଜ କାର୍ଯ୍ୟଦକ୍ଷତାକୁ ନେଇ ଚର୍ଚ୍ଚାରେ ରହି ଆସୁଥିବା ବେଳେ ଆଜି ପୁଣି ଲୋକଲୋଚନକୁ ଆସିଛନ୍ତି । ତେବେ ଲାଠୋର ଥାନାରେ
Read More...

ବିଶ୍ୱନାଥ ଦେବଙ୍କର ୪୧ତମ ବିଶ୍ୱଶାନ୍ତି ମହାଯଜ୍ଞ ଅନୁଷ୍ଠିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ଡେଲାଙ୍ଗ ବ୍ଲକର ଚାଇଁପୁର ଗ୍ରାମ ପଞ୍ଚାୟତର ଗଡକାଳୁପଡା ଗ୍ରାମର ଆରାଧ୍ୟ ଠାକୁର ଶ୍ରୀଶ୍ରୀ ବିଶ୍ୱନାଥ ଦେବଙ୍କର ୪୧ତମ ବିଶ୍ୱଶାନ୍ତି ମହାଯଜ୍ଞ ପାହାଡ ଶିର୍ଶରେ ହଜାର ହଜାର ଭକ୍ତଙ୍କ ଉପସ୍ଥିତିରେ ପାଳିତ ହୋଇଯାଇଛି । ବିଶ୍ୱର କଲ୍ୟାଣ ଏବଂ ଶାନ୍ତି
Read More...

ଭରସୁଜା ଜଳନ୍ଧର ମହାବିଦ୍ୟାଳୟରେ ଆତ୍ମସୁରକ୍ଷା ତାଲିମ ଶିବିର ଅନୁଷ୍ଠିତ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ଆଗଲପୁର ବ୍ଲକ ଭରସୁଜା ଜଳନ୍ଧର ମହାବିଦ୍ୟାଳୟରେ ଆତ୍ମସୁରକ୍ଷା ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟ ଅଧ୍ୟକ୍ଷ ପ୍ରଶାନ୍ତ କୁମାର ବେହେରାଙ୍କ ଅଧ୍ୟକ୍ଷତାରେ ଉଦ୍‌ଯାପନୀ ଉତ୍ସବ ଅନୁଷ୍ଠିତ ହୋଇଥିବା ବେଳେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ସଂଯୋଜକ
Read More...

ମା’ ମଙ୍ଗଳାଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଅଭୟମୁଖୀ ପଞ୍ଚାୟତ ଇନ୍ଦିପୁର ବଡସାହିରେ ମା' ମଙ୍ଗଳାଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଟା ଉତ୍ସବ ଶୁକ୍ରବାର ସମ୍ପନ ହୋଇଛି । ୨ ଶହ ବର୍ଷ ପୂର୍ବେ ରତ୍ନାଚିରା ନଦୀଶଯ୍ୟାରୁ ଉଦ୍ଧାର ହୋଇଥିବା ମା' ମଙ୍ଗଳା
Read More...

ମୋହନଗିରି ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ ପାଳିତ

ମୋହନଗିରି, (ହେମନ୍ତ ସାହୁ) : 'ଭଲ ମଣିଷଟିଏ ହେବା, ଆତ୍ମ ବିଶ୍ୱାସ ସହ ଯେ କୌଣସି ପରିସ୍ଥିତିକୁ ସାମ୍ନା କରିବା, ନିଜ ବିଦ୍ୟାଳୟକୁ ଭଲ ପାଇବା, ଅଞ୍ଚଳର ଉନ୍ନତିରେ କାମ କରିବା' ଏଭଳି କେତେକ ପ୍ରେରଣାଦାୟୀ ବକ୍ତବ୍ୟ, ଅତିଥି ବକ୍ତା ପିଲାଙ୍କ ଆଗରେ ରଖି ସରକାରୀ ଉଚ୍ଚ ବିଦ୍ୟାଳୟ, ମୋହାନଗିରି
Read More...

ଭରସୁଜାରେ ଚେସ୍‌ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ଭରସୁଜା ଗ୍ରାମରେ ଜାତୀୟସ୍ତରୀୟ ଚେସ୍‌ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି । ଉକ୍ତ ଟୁର୍ଣ୍ଣାମେଣ୍ଟ ଟି ୪ ଓ ୫ ତାରିଖ ଦୁଇଦିନ ଧରି ଅନୁଷ୍ଠିତ ହେବ । ମୁଖ୍ୟ ଅତିଥି ଭାବେ ଲୋଇସିଂହା ବିଧାୟକ ଡ. ମୁକେଶ
Read More...