Monthly Archives

February 2023

ଲୋଇସିଂହା କଲେଜରେ ଜିଲ୍ଲାସ୍ତରୀୟ ରେଡ଼କ୍ରସ୍‌ ଶିବିର ଉଦ୍‌ଘାଟିତ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ମହାବିଦ୍ୟାଳୟର ଯୁବ ରେଡ଼କ୍ରସ୍‌ ତରଫରୁ ବଲାଙ୍ଗିର ଜିଲ୍ଲାସ୍ତରୀୟ ଯୁବ ରେଡ଼କ୍ରସ୍‌ ଶିବିର ଶନିବାର ଉଦ୍‌ଘାଟିତ ହୋଇଯାଇଛି । ତିନିଦିନ ଧରି ଆୟୋଜିତ ହେବାକୁ ଥିବା ଏହି ଶିବିରରେ ଜିଲ୍ଲାର ୪୦ଟି କଲେଜରୁ ଯୁବ ରେଡ଼କ୍ରସ୍‌ ସ୍ୱେଚ୍ଛାସେବୀମାନେ
Read More...

୨୪୦ କିଲୋ ଗଞ୍ଜେଇ ଜବତ, ଜଣେ ଗିରଫ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଜାତୀୟ ରାଜପଥ ନିକଟରୁ ୨୪୦ କିଲୋ ଗଞ୍ଜେଇ ଜବତ । ଗଜପତି ଜିଲ୍ଲା ମୋହନା ଅଞ୍ଚଳରୁ ଉତ୍ତର ପ୍ରଦେଶକୁ ଗଞ୍ଜେଇ ଚୋରା ଚାଲାଣ ବେଳେ ପୁକୁଡ଼ିବନ୍ଧଠାରେ ମାଡ଼ି ବସିଲା ଦକ୍ଷିଣାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ । ଚଢାଉ ବେଳେ ଗଞ୍ଜେଇ ସହ ଟ୍ରକ୍ ଜବତ ହୋଇଛି
Read More...

ସାମ୍ବାଦିକ ରୋହିତ ବିଶ୍ୱାଳଙ୍କୁ ସହୀଦ ମାନ୍ୟତା ଦାବୀ

ବର୍ଷେ ତଳେ ନକ୍ସଲଙ୍କ ବୋମା ବିସ୍ଫୋରଣରେ ଘଟିଥିଲା ମୃତ୍ୟୁ ମ.ରାମପୁର, (ହେମନ୍ତ ସାହୁ) : ସାମ୍ବାଦିକ ରୋହିତ ବିଶ୍ୱାଳଙ୍କୁ ସହୀଦ ମାନ୍ୟତା ଦାବୀ କରାଯାଇଛି । ଗତବର୍ଷ ଫେବୃଆରୀ ମାସ ୫ ତାରିଖରେ ମାଓବାଦୀଙ୍କ ଦ୍ୱାରା ଖଂଜା ଯାଇଥିବା ଲ୍ୟାଣ୍ଡ ମାଇନ ବିସ୍ଫୋରଣରେ ସାମ୍ବାଦିକ ରୋହିତ
Read More...

ବାଳିକା ଉଚ୍ଚ ବିଦ୍ୟାଳୟ କଣ୍ଟାବାଞ୍ଜିରେ ବାର୍ଷିକ ଉତ୍ସବ ଓ ବାର୍ଷିକ କ୍ରୀଡା ଅନୁଷ୍ଠିତ

କଣ୍ଟାବାଞ୍ଜି, (କୈଳାଶ ସଗ୍ରିଆ) : ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ କଣ୍ଟାବାଞ୍ଜିରେ ବାର୍ଷିକ ଉତ୍ସବ ଓ ବାର୍ଷିକ କ୍ରୀଡା ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ କଣ୍ଟାବାଞ୍ଜି ନଗରପାଲ ବରୀୟମ୍ ସିଂ ସାଲୁଜା ମୁଖ୍ୟ ଅତିଥି ରୂପେ ଯୋଗଦାନ କରିଥିଲେ । ଏହି ସଭାରେ ସଭାପତିତ୍ଵ
Read More...

କୋରାପୁଟ ଗସ୍ତରେ ୫ଟି ସଚିବ ଭି.କେ ପଣ୍ଡିଆନ୍

କୋରାପୁଟ : କୋରାପୁଟ ଜିଲ୍ଲା ଗସ୍ତରେ ୫ଟି ସଚିବ ଭି.କେ ପଣ୍ଡିଆନ୍ । ସେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ତଦାରଖ କରିଛନ୍ତି । ପ୍ରଥମେ ବୈପାରିଗୁଡା ବ୍ଲକର ପ୍ରସିଦ୍ଧ ଶୈବପୀଠ ପରିଦର୍ଶନ କରିବା ପରେ ଗତକାଲି ବୋରିଗୁମ୍ମା ବ୍ଲକ ଗସ୍ତ କରିଛନ୍ତି । ଦକ୍ଷିଣ ଓଡ଼ିଶାର ସବୁଠାରୁ ପୁରାତନ
Read More...

ସନ୍ଥ କବି ଭୀମ ଭୋଇଙ୍କ ସମାଧି ପୀଠ ଖଲିଆପାଲିଠାରେ ମାଘମେଳା

ମହିମା ସାଧୁଙ୍କ ଜଗତ ଉଦ୍ଧାର ଡାକରେ ପୀଠ ପ୍ରକମ୍ପିତ ବଲାଙ୍ଗିର, (କେପିଏନ୍‌ଏସ୍‌) : ମହିମା ଧର୍ମର ଅନ୍ୟତମ ପ୍ରମୁଖ ପୀଠ ସନ୍ଥ କବି ଭୀମ ଭୋଇଙ୍କ ସାଧନା ସିଦ୍ଧି ସମାଧି ପୀଠ ସୁବର୍ଣ୍ଣପୁର ଜିଲ୍ଲାର ଖଲିଆପାଲି ଠାରେ ସବୁ ବର୍ଷ ପରି ଚଳିତ ବର୍ଷ ମଧ୍ୟ ମାଘମେଳା ଓ ସାରସ୍ଵତ ସମାରୋହ
Read More...

ବେଆଇନ ଜମି ହଡପ ଏବଂ ଆକ୍ରମଣ ମାମଲା : ଆରକ୍ଷୀ ଅଧିକ୍ଷକଙ୍କ ନିକଟରେ ଫେରାଦ ହେଲେ ପୀଡିତା

ନ୍ୟାୟ ନ ମିଳିଲେ, ଥାନା ଘେରାଉ - ଆଦିବାସୀ ସଂଘ ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି କଣ୍ଟାବାଞ୍ଜି ଥାନା ଅନ୍ତର୍ଗତ ବୁରୋମାଲ ଗ୍ରାମର ୬ ଜଣ ମହିଳା ତାଙ୍କର ଜମି ହଡପ କରାଯିବା ସହିତ ସେମାନଙ୍କୁ ଅସଦାଚରଣ ଓ ଆକ୍ରମଣର ଲିଖିତ ଅଭିଯୋଗ ନେଇ ବଲାଙ୍ଗିର ଆରକ୍ଷୀ ଅଧିକ୍ଷକଙ୍କ ପାଖରେ ଫେରାଦ
Read More...

ଭାରତୀୟ ଜନତା ପାର୍ଟି ପକ୍ଷରୁ ବଙ୍ଗୋମୁଣ୍ଡା ବ୍ଲକ ଘେରାଉ

ବଙ୍ଗୋମୁଣ୍ଡା, (ହୁଲେଶ୍ୱର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ମଣ୍ଡଳ ବିଜେପି ପକ୍ଷରୁ ଆଜି ବଙ୍ଗୋମୁଣ୍ଡା ବ୍ଲକ କାର୍ଯ୍ୟାଳୟକୁ ଘେରାଉ କରାଯାଇଛି । ପ୍ରଥମେ ବଙ୍ଗୋମୁଣ୍ଡା ସର୍ବସାଧାରଣ ଖେଳ ପଡିଆ ଠାରୁ ବିରାଟ ଶୋଭାଯାତ୍ରାରେ ବାହାରି ବସଷ୍ଟାଣ୍ଡ, ଆମ୍ବେଦକର ଛକ ଦେଇ ବଙ୍ଗୋମୁଣ୍ଡା
Read More...

ସୁବର୍ଣ୍ଣପୁରରେ ଶ୍ରମମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ହିତାଧିକାରୀଙ୍କ ପାଖରେ ରାଜ୍ୟ ସରକାରଙ୍କ ଶ୍ରମିକ କଲ୍ୟାଣ ଯୋଜନାର ସମସ୍ତ ଲାଭ ପହଞ୍ଚାଇବା ପାଇଁ ନିର୍ଦ୍ଦେଶ ଦେଲେ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ଓଡିଶା ସରକାରଙ୍କ ଶ୍ରମ ଏବଂ କର୍ମଚାରୀ ରାଜ୍ୟବୀମା ବିଭାଗ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଆସି
Read More...

କର୍କଟ ରୋଗୀ ଓ ପୂର୍ଣ୍ଣାଙ୍ଗ ସ୍ଵାସ୍ଥ୍ୟସେବା ମଧ୍ୟରେ ବ୍ୟବଧାନ ହ୍ରାସ ଉପରେ ଗୁରୁତ୍ଵ

ସୁବର୍ଣ୍ଣପୁରରେ ଜିଲ୍ଲାସ୍ତରୀୟ ବିଶ୍ଵ କର୍କଟ ଦିବସ ପାଳିତ ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରସ୍ଥ ସ୍ଵାସ୍ଥ୍ୟ ତାଲିମ କେନ୍ଦ୍ରଠାରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ଵାସ୍ଥ୍ୟ ଅଧିକାରୀ ଡାକ୍ତର ବିଶ୍ଵରଂଜନ ପତିଙ୍କ ଅଧ୍ୟକ୍ଷତାରେ ଆଜି
Read More...