Monthly Archives

February 2023

ବୋଡେନ ପୋଲିସକୁ ମିଳିଲା ବଡ ସଫଳତା

ନୂଆପଡା, (ନିରାକାର ମେହେର) : ନୂଆପଡା ଜିଲ୍ଲା ବୋଡେନ ପୋଲିସକୁ ମିଳିଲା ବଡ ସଫଳତା । ଗତ ରବିବାର ବୋଡେନ ଥାନା ଅନ୍ତର୍ଗତ ଫରସରା ଗ୍ରାମ ପଂଚାୟତର କନକପୁର ଗ୍ରାମର ମହାବନ୍ଧ ରାସ୍ତା କଡରେ ହୋଇଥିଲା ବିଭତ୍ସ ହତ୍ୟାକାଣ୍ଡ । ଏହି ହତ୍ୟାକାଣ୍ଡକୁ କେନ୍ଦ୍ର କରି ବୋଡେନ ପୋଲିସର ଅକ୍ଲାନ୍ତ
Read More...

ରିଷିଡାରେ ଜିଲ୍ଲାସ୍ତରୀୟ ଯୁବ ରେଡକ୍ରସ୍‌ ଶିବିର ଉଦ୍‌ଘାଟିତ

କଳାହାଣ୍ଡି, (ନରୋତ୍ତମ ସେଲମା) : କର୍ଲାମୁଣ୍ଡା ବ୍ଲକର ରିଷିଡା ସ୍ଥିତ ଜଗନ୍ନାଥ କୌଶଲ୍ୟା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ତିନି ଦିନିଆ ଜିଲ୍ଲାସ୍ତରୀୟ ଯୁବ ରେଡକ୍ରସ୍‌ ଶିବିର ଆରମ୍ଭ ହୋଇଯାଇଛି । ଉଦ୍‌ଘାଟନୀ ଉତ୍ସବରେ ବିଦ୍ୟାଳୟର ଅଧ୍ୟକ୍ଷ ଦିଲିପ କୁମାର ଦାଶ ସଭାପତିତ୍ୱ କରିଥିବା ବେଳେ
Read More...

ଛକୋରମାଲ ପଞ୍ଚାୟତ ବାଦିପଡ଼ିଆ ଗ୍ରାମରେ ଜିଲ୍ଲା ପ୍ରଶାସନର ଜନ ସମ୍ପର୍କ ଶିବିର ଅନୁଷ୍ଠିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଆଜି ସୋନପୁର ବ୍ଲକ ଅନ୍ତର୍ଗତ ଛକୋରମାଲ ଗ୍ରାମ ପଞ୍ଚାୟତର ବାଦିପଡିଆ ଗ୍ରାମରେ ଜନ ସମର୍କ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅବୋଲୀ ସୁନିଲ ନରୱଣେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ବ୍ଲକ ଅଧ୍ୟକ୍ଷ ପ୍ରହଲ୍ଲାଦ
Read More...

୭୪ତମ ସାଧାରଣତନ୍ତ୍ର ଦିବସରେ ରାଉରକେଲା ସରକାରୀ ଡାକ୍ତରଖାନାରେ ରୋଗୀଙ୍କୁ ଫଳ ବଂଟନ

ରାଉରକେଲା, (ସସ୍ମିତା ପ୍ରଧାନ) : ୭୪ତମ ପବିତ୍ର ସାଧାରଣତନ୍ତ୍ର ଦିବସ ଅବସରେ ବରିଷ୍ଠ ସାମ୍ବାଦିକ ତଥା ସମାଜସେବୀ ପ୍ରସନ୍ନ କୁମାର ତ୍ରିପାଠୀ ଓ ବିପିନ ବିହାରୀ ପଟ୍ଟନାୟକଙ୍କ ନେତୃତ୍ୱରେ ରାଉରକେଲା ସରକାରୀ ଡାକ୍ତରଖାନାରେ ରୋଗୀଙ୍କୁ ଫଳ ବଂଟନ କରାଯାଇଥିଲା । ସାଧାରଣତନ୍ତ୍ର ଦିବସର ମୁଖ୍ୟ
Read More...

ଫେବୃଆରୀ ୨୭ରେ ପଠାଣି ସାମନ୍ତ ମେଧାବୃତ୍ତି ପରୀକ୍ଷା

କଟକ : ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ପଠାଣି ସାମନ୍ତ ମେଧାବୃତ୍ତି ପରୀକ୍ଷାର ପ୍ରଥମ ପର୍ଯ୍ୟାୟ (ଷ୍ଟେଜ୍‌) ୧ ଓ ୨ ପରୀକ୍ଷା ଆସନ୍ତା ୨୭ ତାରିଖରେ ଅନୁଷ୍ଠିତ ହେବ । ଏହି ପରୀକ୍ଷା ସକାଳ ୮ଟାରୁ ୧୧ଟା ପର୍ଯ୍ୟନ୍ତ ଚାଲିବ । ପରୀକ୍ଷା ପାଇଁ ଆବେଦନ କରିଥିବା
Read More...

ଆଜି କୋରାପୁଟ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି କୋରାପୁଟ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜୟପୁରର ବିକ୍ରମଦେବ ମହାବିଦ୍ୟାଳୟର ପ୍ଲାଟିନମ୍‌ ଜୁବୁଲି ଉତ୍ସବ ପାଳନରେ ମୁଖ୍ୟମନ୍ତ୍ରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀ ସେଠାରେ ଆଜି ୧୫୯୬ କୋଟି ଟଙ୍କାର ୧୨୩ଟି ପ୍ରକଳ୍ପର
Read More...

ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟିଲା ରିଫାଇନ୍ ତେଲ ଟ୍ୟାଙ୍କର

ପାଟଣା : ଭାରସାମ୍ୟ ହରାଇ ରାସ୍ତା କଡ଼କୁ ରିଫାଇନ୍ ତେଲ ଟ୍ୟାଙ୍କର ଓଲଟି ପଡିଥିବା ଜଣାପଡିଛି । ସୂଚନା ଅନୁଯାୟୀ, କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଚେମେଣା ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ପୋଖରୀ ଭିତରକୁ ଏକ ରିଫାଇନ୍ ତେଲ ଟ୍ୟାଙ୍କର
Read More...

କେନାଲରେ ଭାସିଯାଇ ଛାତ୍ରଙ୍କ ମୃତ୍ୟୁ

କଳାହାଣ୍ଡି : କେନାଲରେ ଭାସିଯାଇ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ଅନ୍ତର୍ଗତ ଚାଚିଗୁଡା ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି । ସୂଚନା ଅନୁସାରେ, ଗତକାଲି ସନ୍ଧ୍ୟା ୫ଟା ବେଳେ ନବୀନ ସାଙ୍ଗମାନଙ୍କ ସହ ଗାଁ ଦେଇ ଯାଇଥିବା ମେଗାଲିଫ୍ଟ କେନାଲକୁ
Read More...

ମା’ ମାହେଶ୍ୱରୀ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ରାଣିସର୍ଡା ଗ୍ରାମ ସ୍ଥିତ ପ୍ରସିଦ୍ଧ ମା' ମାହେଶ୍ୱରୀଙ୍କର ନୂତନ ଭବ୍ୟ ମନ୍ଦିରର ପ୍ରତିଷ୍ଠା ଉତ୍ସବ ମହାସମାରୋହରେ ଗତ ତା.୩୦.୦୧.୨୦୨୩ ରୁ ଆରମ୍ଭ ହୋଇଯାଇଛି । ତା.୨୯.୦୧.୨୦୨୩ ଦିନ କଳସ ଶୋଭା ଯାତ୍ରା ଅନୁଷ୍ଠିତ
Read More...

ଦିନକ ପରେ ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମାଘ ମେଳା, ସାଧୁସନ୍ଥଙ୍କ ଆଗମନରେ ମହିମାଗାଦି ଚଳଚଞ୍ଚଳ

ଢେଙ୍କାନାଳ : ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମାଘମେଳା ୪ ତାରିଖ ଶନିବାର ଠାରୁ ଆରମ୍ଭ ହେବାକୁ ଯାଉଛି । ଏଥିପାଇଁ ମହିମାଗାଦିର ବିଭିନ୍ନ ମଠ ଓ ମହିମା ସମାଜ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚି ଥିବା ବେଳେ ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ପ୍ରସ୍ତୁତି ଜାରି ରହିଛି । ଦେଶର
Read More...