Monthly Archives

February 2023

ପ୍ରଧାନ ଶିକ୍ଷକ ବିନୋଦ ବିହାରୀ ପାଣିଗ୍ରାହୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାକ୍ସିିମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ପ୍ରଧାନ ଶିକ୍ଷକ ବିନୋଦ ବିହାରୀ ପାଣିଗ୍ରାହୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି । ବରିଷ୍ଠ ଶିକ୍ଷକ ସୁଶାନ୍ତ କୁମାର ବାରିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ବରିଷ୍ଠ ଶିକ୍ଷକ ସନ୍ତୋଷ ସାହୁ,
Read More...

ନେହେରୁ ଯୁବକେନ୍ଦ୍ର କଳାହାଣ୍ଡି ପକ୍ଷରୁ ବିଜ୍ଞାନ ଦିବସ ପାଳିତ

ଭବାନୀପାଟଣା, (ପି.କେ. ସାହୁ) : ଭାରତ ସରକାରଙ୍କ ଯୁବ ବ୍ୟାପାର ଏବଂ କ୍ରୀଡା ମନ୍ତ୍ରଣାଳୟ ଅଧିନସ୍ଥ ଶାଖା ନେହେରୁ ଯୁବକେନ୍ଦ୍ର କଳାହାଣ୍ଡି ପକ୍ଷରୁ କଳାହାଣ୍ଡି ଜିଲ୍ଲା ଯୁବ ଅଧିକାରୀ ପ୍ରସନ୍ନ ମେହେରଙ୍କ ଅଧ୍ୟକ୍ଷତାରେ ୟଙ୍ଗଷ୍ଟାର କ୍ଲବ ତିଳଯୋଡିର ମିଳିତ ଉଦ୍ୟମରେ ତିଳଯୋଡି
Read More...

ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

ମ.ରାମପୁର, (ହେମନ୍ତ ସାହୁ) : ମ. ରାମପୁର ବ୍ଲକ୍ ଅନ୍ତର୍ଗତ ବମକ ଗ୍ରାମ ପଞ୍ଚାୟତର ପଞ୍ଚାୟତ ନିର୍ବାହୀ ଅଧିକାରୀ ଶୁକୃ ରଣାଙ୍କୁ ଆଜି ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ବମକ ସରପଞ୍ଚ ରୋମାଞ୍ଚ ସାହୁଙ୍କ ସଭାପତିତ୍ୱରେ ଗ୍ରାମୀଣ ପାର୍କଠାରେ ଅନୁଷ୍ଠିତ ଏହି ସଭାରେ ଅତିଥି ଭାବରେ
Read More...

ସ୍ୱର୍ଣ୍ଣ ପଦକ ବିଜୟୀ ବଡି ବିଲଡରଙ୍କୁ ସମ୍ବର୍ଦ୍ଧନା

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : କର୍ଣ୍ଣାଟକର ମାଙ୍ଗାଲୋରଠାରେ ଚଳିତ ମାସ ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ସର୍ବଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ବଡି ବିଲଡିଙ୍ଗ ଚମ୍ପିୟାନସିପର ୭୫ ରୁ ୮୦ କି.ଗ୍ରା. ବର୍ଗରେ ପୁରୀର ଦିବ୍ୟ ଶୁଭ୍ରାଶିଷ ଚିନାରା ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ।
Read More...

ବିଭିନ୍ନ ଦାବୀ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆମ୍‌ ଆଦମୀ ପାର୍ଟିର ବିକ୍ଷୋଭ

ଛତ୍ରପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଆମ ଆଦମୀ ପାର୍ଟି ଗଞ୍ଜାମ ଜିଲ୍ଲା ଶାଖା ପକ୍ଷରୁ ବିଭିନ୍ନ ଦାବୀ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ମିଶନ ଶକ୍ତି କମ୍ୟୁନିଟି ସପୋର୍ଟ ଷ୍ଟାଫ୍‌ଙ୍କ ସ୍ଥାୟୀ ଚାକିରି ଓ ଦରମା ବୃଦ୍ଧି ଆଦି ଦାବୀ ନେଇ
Read More...

ଆମ୍‌ ଆଦମୀ ପାର୍ଟିର ବିକ୍ଷୋଭ ପ୍ରଦର୍ଶନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆମ୍‌ ଆଦମୀ ପାର୍ଟି ବଲାଙ୍ଗିର ଜିଲ୍ଲା ତରଫରୁ ବଲାଙ୍ଗିର ଗାନ୍ଧୀ ପାଠାଗାରଠାରୁ ପଦଯାତ୍ରା ମାଧ୍ୟମରେ ଜିଲ୍ଲାପାଳ ଅଫିସ ପର୍ଯ୍ୟନ୍ତ ଆସି ଜିଲ୍ଲାପାଳ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଆମ୍‌ ଆଦମୀ ପାର୍ଟି ପକ୍ଷରୁ କୁହାଯାଇଛି ଯେ, ମିଶନ
Read More...

ଡକାୟତି ଗ୍ୟାଙ୍ଗର ପର୍ଦ୍ଦାଫାଶ କଲା ବାଲିଗୁଡ଼ା ପୋଲିସ : ନଗଦ ଟଙ୍କା ସହ ମାରଣାସ୍ତ୍ର ଓ ଚୋରି ମୋଟରସାଇକେଲ ଜବତ

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ଏକ ୬ଜଣିଆ ଡକାୟତି ଗ୍ୟାଙ୍ଗର ପର୍ଦ୍ଦାଫାଶ କଲା ବାଲିଗୁଡ଼ା ପୋଲିସ୍ । ଏନେଇ ବାଲିଗୁଡ଼ା ଏସ୍‌ଡିପିଓ ରୋହିତ ବର୍ମା ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ସୂଚନା ଦେଇଛନ୍ତି । ନଗଦ ଏକ ଲକ୍ଷ ଟଙ୍କା, ଗୋଟିଏ ଦେଶୀ ପିସ୍ତଲ୍, ଗୋଟିଏ ଛୁରୀ, ଦୁଇଟି
Read More...

ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ବ୍ଲକ ପ୍ରଶାସନ ପକ୍ଷରୁ ବୈଠକ

କୋକସରା : ଆସନ୍ତା ମାର୍ଚ୍ଚ ୫ ତାରିଖରେ କଳାହାଣ୍ଡି ଜିଲ୍ଲାର କୋକସରା ବ୍ଲକ ଗସ୍ତରେ ଆସି ବହୁ ପ୍ରତିକ୍ଷିତ ଦକ୍ଷିଣ ଓଡ଼ିଶାରୁ ପଶ୍ଚିମ ଓଡିଶାକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ୪ ଥାକିଆ ରାସ୍ତାକୁ ଲୋକାର୍ପଣ କରିବେ । ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ ପୂର୍ବରୁ ଜିଲ୍ଲା ପ୍ରଶାସନ
Read More...

ବାଲି ଅତଡ଼ା ଖସି ଜଣେ ନାବାଳକର ମୃତ୍ୟୁ

ମୋହନା : ଗଜପତି ଜିଲ୍ଲା ଆର.ଉଦୟଗିରି ଥାନା ପାଟପାଣି ଗାଁରେ ନଦୀ ପଠାରେ ଖେଳୁଥିବା ବେଳେ ବାଲି ଅତଡ଼ା ଖସି ଜଣେ ନାବାଳକର ମୃତ୍ୟୁ ଘଟିଥିବା ବେଳେ ଏଥିରେ ଅନ୍ୟ ଦୁଇ ଜଣ ନାବାଳକ ଆହତ ହୋଇଥିବା ଜଣାପଡିଛି । ମୃତକ ଜଣକ ସେହି ଗାଁର ରାମ ରଇତଙ୍କ ନାବାଳକ ପୁଅ ଈଶ୍ୱର ରଇତ ବୋଲି ଜଣାପଡିଛି ।
Read More...

ପୋଖରୀରେ ବୁଡ଼ି ଶିଶୁ ମୃତ

ତିଗିରିଆ : ତିଗିରିଆ ଥାନା ଅନ୍ତର୍ଗତ ଗଦାଧରପୂର ପଞ୍ଚାୟତ କୋଇଲି କନ୍ୟା ଗ୍ରାମର ହନୁମନ୍ତିଆ ସାହି (ଜୟମଙ୍ଗଳ) ପୋଖରୀରେ ବୁଡ଼ି ତିନି ବର୍ଷର ଶିଶୁ ପୁତ୍ରର ମୁତ୍ୟୁ ହୋଇଥିବା ଜଣାପଡିଛି । ମୃତ ଶିଶୁ ଜଣକ ଉକ୍ତ ଗ୍ରାମର ସନାତନ ମନ୍ତ୍ରୀଙ୍କ ୩ ବର୍ଷର ପୁଅ ଦୀପକ ବୋଲି ଜଣାପଡିଛି । ସାମାନ୍ୟ
Read More...