Monthly Archives

February 2023

ବିଭିନ୍ନ ସମସ୍ୟା ନେଇ ବିଡ଼ିଓଙ୍କୁ ଦେଓଗାଁ ବ୍ଲକ ଲୋକ ଉନ୍ନତି ସଂଗଠନ ପକ୍ଷରୁ ଦାବୀପତ୍ର ପ୍ରଦାନ

ଦେଓଗାଁ, (କେପିଏନ୍‌ଏସ୍‌) : ଆଜି ଦେଓଗାଁ ବ୍ଲକ ଲୋକ ଉନ୍ନତି ସଂଗଠନର ସମ୍ପାଦକ ମିଥୁନ ସୁନା ଏବଂ ସଭ୍ୟସଭ୍ୟାମାନଙ୍କ ଉପସ୍ଥିତିରେ ସ୍ୱଚ୍ଛ ଗ୍ରାମ ଅଭିଯାନର ଦାବୀପତ୍ର ବିଡ଼ିଓ ସୁରେନ୍ଦ୍ର ମେହେରଙ୍କୁ ପ୍ରଦାନ କରାଯାଇଛି । ଉକ୍ତ ଦାବୀପତ୍ରରେ ୧୬ଟି ଗ୍ରାମ ପଂଚାୟତର ୯୬ଟି ଗ୍ରାମରେ ରାସ୍ତା
Read More...

ବାମରାରେ ରେଳ ରୋକ୍‌

ବାମରା : ବାମରା ଷ୍ଟେସନ୍‌ରେ ଏକ୍ସପ୍ରେସ୍‌ ରହଣି ଦାବୀରେ ରେଳ ରୋକ୍‌ କରାଯାଇଥିବା ଖବର ମିଳିଛି । ସୂଚନା ଅନୁସାରେ ପୂର୍ବରୁ ରହୁଥିବା ଏକ୍ସପ୍ରେସ୍‌ ପୁନଃର୍ବାର ରହଣି ଦାବୀରେ ଆନ୍ଦୋଳନ କରାଯାଇଛି । ତେବେ ବାମରା ରେଳ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସକାଳ ୬ରୁ ଆନ୍ଦୋଳନ କରାଯାଇଥିବା
Read More...

ଅପରାଧ ଉପରେ ଏବେ ବଲାଙ୍ଗିର ପୋଲିସର କଡା ନଜର

ବଲାଙ୍ଗିର, (କେପିଏନ୍‌ଏସ୍‌) : କିଛିଦିନ ହେଲା ଏକ୍ସନ ମୋଡରେ ରହିଛି ବଲାଙ୍ଗିର ପୋଲିସ । ଅପରାଧ ଉପରେ ଏବେ ବଲାଙ୍ଗିର ପୋଲିସର କଡା ନଜର ସହରରେ ଅପରାଧ ବଢି ବଢି ଯିବା ପରେ ଲୋକେ ଆତଙ୍କିତ ହୋଇ ପଡିଥିବା ବେଳେ ପୁଲିସ ଏକ୍ସନ ମୋଡ ଆପଣାଇ ଥିଲା । ତାୱଡ୍‌ତୋଡ୍‌ ଧର୍‌ପଗଡ୍‌ରେ ଅପରାଧୀମାନେ
Read More...

ଅଗ୍ନିପଥ ଯୋଜନା ପାଇଁ ଅନଲାଇନ୍‌ ପଞ୍ଜିକରଣ

୧୬ ଫେବୃଆରୀ ୨୦୨୩ରୁ ୧୫ ମାର୍ଚ୍ଚ ୨୦୨୩ ପର୍ଯ୍ୟନ୍ତ ବଲାଙ୍ଗିର, (କେପିଏନ୍‌ଏସ୍‌) : ଅଗ୍ନିବୀର ଯୋଜନାରେ ନିଯୁକ୍ତି ନିମନ୍ତେ ଅନଲାଇନ୍‌ ପଞ୍ଜିକରଣ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ବିଜ୍ଞପ୍ତିରେ ଦିଆଯାଇଥିବା ବିଭିନ୍ନ ବୟସ ବର୍ଗର ଯୋଗ୍ୟ ଆଶାୟୀମାନେ ସାଧାରଣ ପ୍ରବେଶିକା ପରୀକ୍ଷାରେ
Read More...

ମୁଖ୍ୟମନ୍ତ୍ରୀଙ୍କ ସୁଆଣ୍ଡୋ ଗସ୍ତ ପାଇଁ ସମୀକ୍ଷା ବୈଠକ

ପୁରୀ : ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମ ସ୍ଥାନ ସୁଆଣ୍ଡୋରେ ଚଳିତ ମାସ ୨୩ ତାରିଖରେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ଵାରା ଅନୁଷ୍ଠିତ ହେବ । ପଟ୍ଟନାୟକିଆ ସ୍ଥିତ ସୂଚନା କେନ୍ଦ୍ର, ସୁଆଣ୍ଡୋ ଗ୍ରାମର ଲୋକେଶ୍ୱର ମନ୍ଦିର, ଗୋପବନ୍ଧୁଙ୍କ
Read More...

ସୋଆ କୃଷି ମହାବିଦ୍ୟାଳୟ ପକ୍ଷରୁ ଛତୁ ଚାଷ ପ୍ରଶିକ୍ଷଣ ଶିବିର

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍‌ର ଏନ୍‌ଏସ୍‌ଏସ୍ ଶାଖା ପକ୍ଷରୁ ଚନ୍ଦକା ପଂଚାୟତ କୁଜିମହଲ ଠାରେ ଉନ୍ନତ ଭାରତ ଯୋଜନା ପରିପ୍ରେକ୍ଷୀରେ ଏକ ଛତୁ ଚାଷ ସମ୍ବନ୍ଧୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି ।
Read More...

ଅଟୋରୁ ଗଞ୍ଜେଇ ଜବତ

ସାନଖେମୁଣ୍ଡି : ଦିଗପହଣ୍ଡି ଡେଙ୍ଗାଉସ୍ତା ମୁଖ୍ୟ ରାସ୍ତା ଜାତୀୟ ରାଜପଥ ୩୨୬ ଛଣମେରି ଆଦର୍ଶ ବିଦ୍ୟାଳୟ ନିକଟରେ ଏକ ଅଟୋରୁ ପାଟପୁର ପୋଲିସ ୧୩୬ କେଜି ଗଞ୍ଜେଇ ଜବତ କରିଥିବା ଜଣାପଡିଛି । ଏଥିସହ ଅଟୋ ଡ୍ରାଇଭର ସହ ଜଣେ ମହିଳାଙ୍କୁ ପୋଲିସ ଗିରଫ କରିଛି । ସୂଚନା ଅନୁସାରେ ଦିଗପହଣ୍ଡି
Read More...

ମର୍ମନ୍ତୁଦ ସଡକ ଦୁର୍ଘଟଣା, ୧ ମୃତ

ଘଟଗାଁ : କେନ୍ଦୁଝର ଜିଲ୍ଲା ଘଟଗାଁ ନିକଟସ୍ଥ ବାଲିଯୋଡି ଗାଁ ଛକରେ ଥିବା ହମ୍ପସ୍ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିବା ଜଣାପଡିଛି । ଏହି ଦୁର୍ଘଟଣାରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି । ସୂଚନାନୁଯାୟୀ, କେନ୍ଦୁଝର ଅଞ୍ଚଳର ମୁନା ଦାଶ ଆଜି ଭୋର ସମୟରେ ବୁଲେଟ୍‌ରେ
Read More...

ମାର୍ଚ୍ଚ ପହିଲାରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ଵର : ମାର୍ଚ୍ଚ ପହିଲାରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା । ଏଥିପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଭିନ୍ନ ହବ୍‌କୁ ପ୍ରଶ୍ନପତ୍ର ଓ ଉତ୍ତରଖାତା ପଠାଇବା ପ୍ରକ୍ରିୟା ଆରମ୍ଭ ହୋଇଛି । ଏହା ପୂର୍ବରୁ ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କ ପ୍ରାକ୍ଟିକାଲ ପରୀକ୍ଷା ସରିଛି । ଯୁକ୍ତ
Read More...

ଦିଲିପ ବେହେରା ହେଲେ ଜିଲ୍ଲା କଂଗ୍ରେସ ସଭାପତି

ବଲାଙ୍ଗିର, (କେପିଏନ୍‌ଏସ୍‌) : ଛାମୁଆ ସଂଗଠକ, ସୁବକ୍ତା, ଆଇନଜୀବୀ ଦିଲିପ ବେହେରାଙ୍କୁ ପ୍ରଦେଶ କଂଗ୍ରେସ କମିଟି ତରଫରୁ ପୁନଃ ଜିଲ୍ଲା ସଭାପତି ଭାବେ ନିଯୁକ୍ତି ପ୍ରଦାନ କରିଛନ୍ତି । ତାଙ୍କ ନିଯୁକ୍ତିରେ ଅଖିଳ ଭାରତୀୟ କଂଗ୍ରେସ କମିଟିର ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ, ଉପାଧ୍ୟକ୍ଷ ରାହୁଲ
Read More...