Monthly Archives

February 2023

ଅଭିଯୁକ୍ତକୁ ଧରିବା ପାଇଁ ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ପରିବାର ଲୋକେ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଅଭିଯୁକ୍ତକୁ ଧରିବା ପାଇଁ ଏସ୍‌ପିଙ୍କ ଦ୍ୱାରସ୍ଥ ହୋଇଛନ୍ତି ଜନମୁ ଖୁଟୁଲିଙ୍କ ପରିବାର ଲୋକେ । ବଲାଙ୍ଗିର ଜିଲ୍ଲା ପୁଇଁତଲା ଥାନା ଅନ୍ତର୍ଗତ ଅଏଁଲାସାରି ଗ୍ରାମରୁ ଲକ୍ଷ୍ମୀ ଖୁଟୁଲି ଏସ୍‌ପିଙ୍କ ଦ୍ୱାରସ୍ଥ ହୋଇଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ, ତାଙ୍କର
Read More...

ବରକେରା ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ଓ ଆଚାର୍ଯ୍ୟ ହରିହର ଦାସଙ୍କ ତିରୋଧାନ ଦିବସ ପାଳିତ ‌

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବରକେରାରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ଓ ଆଚାର୍ଯ୍ୟ ହରିହର ଦାସଙ୍କ ତିରୋଧାନ ଦିବସ ପାଳିତ ହୋଇଯାଇଛି । ସର୍ବ ପ୍ରଥମେ ବିଦ୍ୟାଳୟ ପ୍ରାଙ୍ଗଣରେ ଥିବା ସତ୍ୟବାଦୀ ଯୁଗର
Read More...

ହମିରପୁରରେ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ଉତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ହମିରପୁର କଣ୍ଟ୍ରାକ୍ଟର କଲୋନୀଠାରେ ଶ୍ରୀ ଶ୍ରୀ ହନୁମାନଜୀଙ୍କ ବିଗ୍ରହ ପ୍ରତିଷ୍ଠା ଅନୁଷ୍ଠିତ ହୋଇଅଛି । ଏହି ଉତ୍ସବରେ ସର୍ବଶ୍ରୀ ଉପେନ୍ଦ୍ର ନନ୍ଦ, ନିଗମାନନ୍ଦ ପଣ୍ଡା, ମୀନକେତନ ମିଶ୍ର ଓ ହାଡିବଂଧୁ ମିଶ୍ର ପ୍ରମୁଖ ପୂଜକ ଭାବେ ଓ କର୍ତ୍ତା ଭାବେ ନିରଞ୍ଜନ
Read More...

ଅଗ୍ନିବୀର ନିଯୁକ୍ତି ରାଲି ନିମନ୍ତେ ଅନଲାଇନ ନାମ ପଞ୍ଜିକରଣ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସେନାବାହିନୀରେ ଅଗ୍ନିବୀର ନିଯୁକ୍ତି ରାଲି ଅଗ୍ନିପଥ ଯୋଜନାରେ ଅବିବାହିତ ପୁରୁଷଙ୍କ ପାଇଁ ଚୟନ ପ୍ରକ୍ରିୟା ୨୦୨୩-୨୦୨୪ ନିମନ୍ତେ ଅନ୍‌ଲାଇନ ନାମ ପଞ୍ଜିକରଣ ଫେବୃଆରୀ ୧୬ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୧୫ ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ । ସୁବର୍ଣ୍ଣପୁର
Read More...

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର କଲେଜଛକଠାରେ ବିଶ୍ୱ ମାତୃଭାଷା ଦିବସ ମହାସମାରୋହରେ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର କଲେଜଛକଠାରେ ବିଶ୍ୱ ମାତୃଭାଷା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ବିଶିଷ୍ଟ କବି, ସାହିତ୍ୟିକ, ଗାଳ୍ପିକ ତଥା ‘କୋଶଳ ପ୍ରବାହ’ର ସମ୍ପାଦକ ଆନନ୍ଦ ଚନ୍ଦ୍ର ସାହୁ ଯୋଗଦାନ ପୂର୍ବକ
Read More...

ଦୟା ନଦୀ ବନ୍ଧରେ ଗର୍ତ୍ତ ସୃଷ୍ଟି : ମରାମତି ପାଇଁ ସାଧାରଣରେ ଦାବୀ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : କଣାସରୁ ବେଗୁନିଆପଡ଼ା ବ୍ରିଜକୁ ସଂଯୋଗ କରୁଥିବା ନଦୀବନ୍ଧ ରାସ୍ତର ଶିଶୁଆପଦାଠାରେ ୫ଫୁଟର ଗର୍ତ୍ତ ସୃଷ୍ଟି ଯୋଗୁଁ ଲୋକେ ଦୁର୍ଘଟଣାର ସମୁଖୀନ ହେଉଥିବା ଅଭିଯୋଗ ହୋଇଛି । ଅଭିଯୋଗ ଅନୁସାରେ ଜଟଣୀ ଖୋର୍ଦ୍ଧା ଡେଲାଙ୍ଗ କଣାସକୁ ସେହି ନଦୀ ବନ୍ଧ ରାସ୍ତରେ
Read More...

ଜିଲ୍ଲା ପୋଲିସ ବୋର୍ଡ ପକ୍ଷରୁ ୪ ଆଇଆଇସିଙ୍କୁ ବଦଳି

ରାୟଗଡ଼ା : ରାୟଗଡ଼ା ଏସ୍‌ପି ବିବେକାନନ୍ଦ ଶର୍ମାଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ପୋଲିସ ବୋର୍ଡ ପକ୍ଷରୁ ୪ ଆଇଆଇସିଙ୍କୁ ବଦଳି କରାଯାଇଛି । ରାୟଗଡ଼ା ଆଇଆଇସି ରଶ୍ମିରଞ୍ଜନ ପ୍ରଧାନଙ୍କୁ ବିଷମକଟକ ବଦଳି କରାଯାଇଥିବା ବେଳେ ଅମ୍ବାଦଳା ଆଇଆଇସି କେକେବିକେ କହଁରଙ୍କୁ ରାୟଗଡ଼ା ଟାଉନ୍‌ ଥାନାକୁ ବଦଳି
Read More...

ମାଧିଆପାଲି ନିକଟରେ ଥିବା ଜଣେ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ ଅଭିଯୋଗ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସଦରଥାନା ଅନ୍ତର୍ଗତ ମାଧିଆପାଲି ଗ୍ରାମରେ ଜଣେ ଦୋକାନୀଙ୍କୁ ଭୁଜାଲିରେ ମରଣାନ୍ତକ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଆକ୍ରମଣର ଶିକାର ହୋଇଥିବା ବ୍ୟକ୍ତି ଜଣକ ହେଲେ ପିତବାସ ପଟେଲ । ସୂଚନା ଅନୁସାରେ ବଲାଙ୍ଗିର-ସମ୍ବଲପୁର ଜାତୀୟ
Read More...

ଯାତ୍ରୀବାହୀ ବସ୍‌କୁ ଜାଳିଦେଲେ ଦୁର୍ବୃତ୍ତ

ନୂଆଗାଁ : ଯାତ୍ରୀବାହୀ ବସ୍‌କୁ ଜାଳିଦେଲେ ଦୁର୍ବୃତ୍ତ । ସୁନ୍ଦରଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ବିଶ୍ରା ଥାନା ଚିତାପେଡ଼ି ପଞ୍ଚାୟତ ଅନ୍ତର୍ଗତ ଲୋଆରମ ହସ୍ପିଟାଲ ଛକ ନିକଟରେ ସୋମବାର ବିଳମ୍ବିତ ରାତିରେ ଏଭଳି ଅଭାବନୀୟ ଘଟଣା ଘଟିଥିବା ଜଣାପଡିଛି । ସୂଚନା ଅନୁସାରେ ରାଉରକେଲାରୁ ଲୋଆରମ ଯାତାୟାତ
Read More...

ମା’ ସମଲେଶ୍ଵରୀଙ୍କୁ ବି ଛାଡିଲେନି ଚୋର, ଦାନପେଟି ଭାଙ୍ଗି ଟଙ୍କା ନେଇ ଛୁ

ତୁଷୁରା, (କେପିଏନ୍‌ଏସ୍‌) : ପଶ୍ଚିମ ଓଡିଶାର ଇଷ୍ଟ ଦେବୀ ମା' ସମଲେଶ୍ଵରୀଙ୍କ ମନ୍ଦିରରୁ ଚୋରି ହୋଇଛି । ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା ତୁଷରା ସହରରେ । ତୁଷରା ସହରର ଇଷ୍ଟଦେବୀ ତଥା ଅଞ୍ଚଳର ଆସ୍ଥା ଓ ବିଶ୍ୱାସର କେନ୍ଦ୍ର କୁହାଯାଉଥିବା ସମଲେଶ୍ଵରୀ ମନ୍ଦିରର ଦାନପେଟି ଭାଙ୍ଗି କେହି ଜଣେ
Read More...