Monthly Archives

February 2023

ରୋଟାରୀ କ୍ଲବ୍‌ ଅଫ୍ ରାଉରକେଲା ଷ୍ଟିଲ୍ ସିଟି ପକ୍ଷରୁ ଡିଷ୍ଟ୍ରିକ୍ଟ ଗଭର୍ଣ୍ଣରଙ୍କୁ ସ୍ୱାଗତ ଉତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ରୋଟାରୀ ଡିଷ୍ଟ୍ରିକ୍ଟ ଗଭର୍ଣ୍ଣର ଶଶାଙ୍କ ରାସ୍ତୋଗୀଙ୍କ ରାଉରକେଲା ଗସ୍ତ ଅବସରରେ ରୋଟାରୀ କ୍ଲବ୍ ଅଫ୍ ରାଉରକେଲା ଷ୍ଟିଲ୍ ସିଟି ପକ୍ଷରୁ ଏକ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ସ୍ଥାନୀୟ ହୋଟେଲ ସେଣ୍ଟ୍ରାଲ ପାର୍କଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ କ୍ଲବର
Read More...

ଅଖିଳ ଭାରତୀୟ ଘୋଷ ଦିବସ ପାଳନ

ପାଟଣାଗଡ଼, (ସଦାଶିବ ସରାଫ) : ରାଷ୍ଟ୍ରୀୟ ସ୍ୱୟଂ ସେବକ ସଙ୍ଘ ତରଫରୁ ପାଟଣାଗଡ଼ରେ ପବିତ୍ର ଶିବରାତ୍ରି ଦିନରେ ଅଖିଳ ଭାରତୀୟ ଘୋଷ ଦିବସ ପାଳନ କରାଯାଇଛି । ଏହି ଅବସରରେ ପାଟଣାଗଡ଼ ଗଡ଼ ଭିତରରୁ ଜିଲ୍ଲାସ୍ତରୀୟ ଘୋଷ ବାଦନ ଓ ପଥ ସଞ୍ଚାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପରେ ଗଡ଼ ଭିତର
Read More...

ପ୍ରଜାପତି ବ୍ରହ୍ମକୁମାରୀ ତରଫରୁ ଗଞ୍ଜାମରେ ଶିବ ଜୟନ୍ତୀ ପାଳିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହର ମଧ୍ୟଖଣ୍ଡ ସାହି ସ୍ଥିତ ପ୍ରଜାପତି ବ୍ରହ୍ମକୁମାରୀ ଭାରତୀୟ ବିଶ୍ୱବିଦ୍ୟାଳୟ ଗଞ୍ଜାମ ଶାଖା ତରଫରୁ ଶିବ ଜୟନ୍ତୀ ପାଳିତ ହୋଇଯାଇଛି । ବ୍ରହ୍ମାକୁମାରୀ ରାଜ ଯୋଗିନୀ ବିକେ କସ୍ତୁରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଅଧ୍ୟାତ୍ମିକ ଶିବ ସନ୍ଦେଶ ରଥ
Read More...

ଅତ୍ୟାଧୁନିକ ଆଦର୍ଶ ବସ୍‌ଷ୍ଟାଣ୍ଡ ନେଇ ଜାଗା ଚିହ୍ନଟ

ପଦ୍ମପୁର : ରାୟଗଡ଼ା ଜିଲା ପଦ୍ମପୁର ବ୍ଲକ ଅଧୀନ ଜୁକବନ୍ଧ କଲୋନି ନିକଟରେ ନୂତନ ଭାବେ ଅତ୍ୟାଧୁନିକ ଆଦର୍ଶ ବସ୍‌ଷ୍ଟାଣ୍ଡ ନିର୍ମାଣ କରାଯିବା ନିମନ୍ତେ ପଦ୍ମପୁର ବ୍ଲକ ପ୍ରଶାସନ ଓ ଜିଲ୍ଲା ପରିବହନ ବିଭାଗ ଜାଗା ଚିହ୍ନଟ କରିଛନ୍ତି । ଯାତ୍ରୀ ପରିବହନ ସେବାକୁ ତ୍ୱରାନ୍ୱିତ କରିବାକୁ ରାଜ୍ୟରେ
Read More...

ବ୍ରହ୍ମାକୁମାରୀ ସଂସ୍ଥାନ ପକ୍ଷରୁ ଶିବ ଧ୍ଵଜା ଉତ୍ତୋଳନ କାର୍ଯ୍ୟକ୍ରମ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଛତ୍ରପୁର ଶାଖା ଶାନ୍ତି ଅନୁଭୂତି କେନ୍ଦ୍ର ଆନୁକୂଲ୍ୟରେ ଛତ୍ରପୁର ବ୍ଲକର ବିଭିନ୍ନ ସ୍ଥାନମାନଙ୍କରେ ଶିବ ଧ୍ଵଜା ଉତ୍ତୋଳନ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏହି ବିଶେଷ କାର୍ଯ୍ୟକ୍ରମରେ
Read More...

ଧବଳେଶ୍ୱରଙ୍କ ପୀଠ ଚଳଚଞ୍ଚଳ

କଟକ : କଟକ ଜିଲ୍ଲା ଆଠଗଡ଼ ବାବା ଧବଳେଶ୍ୱରଙ୍କ ପୀଠରେ ମହାଶିବରାତ୍ରି ଧୁମ୍‌ଧାମ୍‌ରେ ପାଳନ ହେଉଛି । ମନ୍ଦିର ଚଳଚଞ୍ଚଳ ହୋଇଥିବା ବେଳେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି । ହଜାର ହଜାର ଭକ୍ତଙ୍କ ସମାଗମ ହୋଇଛି । ଶାନ୍ତିଶୃଙ୍ଖଳାର ସହ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ପୀଠରେ ବ୍ୟାପକ ବନ୍ଦୋବସ୍ତ
Read More...

ଜେନେରେଟର ଧୂଆଁରେ ଶ୍ୱାସରୁଦ୍ଧ ହୋଇ ୨ ମୃତ, ୧ ଗୁରୁତର

ଗଜପତି : ଗଜପତି ଜିଲା ଆର. ଉଦୟଗିରି ଥାନା ଶିଆଳିଲଟି ପଞ୍ଚାୟତ ବେତାରସିଂ ଗ୍ରାମରେ ଜେନେରେଟର ଧୂଆଁରେ ଶ୍ୱାସରୁଦ୍ଧ ହୋଇ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଥିବା ଖବର ମିଳିଛି । ମୃତକମାନେ ହେଲେ ଗଣେଶ ନାୟକ (୧୮) ଏବଂ ଅମ୍ବିକା ନାୟକ (୧୨) । ଗୁରୁତର ୭ବର୍ଷର ଝିଅ ଝୁମୁରି
Read More...

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରୁ ବ୍ରହ୍ମାକୁମାରୀର ସେଣ୍ଟର ଲାଲଟିକ୍ରା ପର୍ଯ୍ୟନ୍ତ ଶାନ୍ତି ଶୋଭାଯାତ୍ରା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ବଲାଙ୍ଗିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରୁ ବ୍ରହ୍ମାକୁମାରୀର ସେଣ୍ଟର ଲାଲଟିକ୍ରା ପର୍ଯ୍ୟନ୍ତ ଶାନ୍ତି ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ପ୍ରଜାପିତା ବ୍ରହ୍ମକୁମାରୀମାନେ ଆଜି ଭୋର ସକାଳୁ ଏକ ପ୍ରଭାତଫେରି ଶୋଭାଯାତ୍ରାରେ ବାହାରିଥିଲେ । ସ୍ଥାନୀୟ
Read More...

ଭାରତରେ ପହଞ୍ଚିଲେ ୧୨ ଚିତା

ନୂଆଦିଲ୍ଲୀ : ଭାରତରେ ପହଞ୍ଚିଲେ ଆଉ ୧୨ ଚିତା । ବାୟୁସେନାର ସି-୧୭ ଗ୍ଲୋବ ମାଷ୍ଟର ବିମାନ ଯୋଗେ ୧୨ ଚିତାଙ୍କୁ ଆଫ୍ରିକାରୁ ଭାରତ ଅଣାଯାଇଛି । ପୂର୍ବାହ୍ନ ୧୦ଟା ସମୟରେ ମଧ୍ୟପ୍ରଦେଶର ଗ୍ବାଲିଅରରେ ବିମାନଟି ପହଞ୍ଚିଛି । ଏହି ଚିତା ୧୦ ଦିନ ପାଇଁ କ୍ୱାରାଣ୍ଟାଇନ୍‌ରେ ରହିବେ । ଏହାପରେ
Read More...

ପୋଲସରା ଓମ୍ ଶାନ୍ତି ଭବନରେ ଆୟୋଜିତ ଈଶ୍ୱରୀୟ ସମାରୋହରେ ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ଯୋଗଦାନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପୋଲସରା ଶାଖା ଓମ୍ ଶାନ୍ତି ଭବନ ଠାରେ ପବିତ୍ର ମହାଶିବରାତ୍ରି ଉପଲକ୍ଷେ ଶିବ ଭଗବାନଙ୍କ ଈଶ୍ୱରୀୟ ତତ୍ତ୍ୱ ଜ୍ଞାନ ଉପରେ ଏକ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଶ୍ରମମନ୍ତ୍ରୀ
Read More...